ଏଟିଏମ୍‌ ଲୁଟ୍‌ ପରେ ଜାଳିଦେଲେ

ବାଲେଶ୍ୱର ଅଫିସ,୨୫ା୨: ବାଲେଶ୍ୱର ଜିଲା ବସ୍ତା ଥାନା ରାଜଘାଟର ପବନ ମାର୍କେଟ କମ୍ପ୍ଲେକ୍ସରେ ଥିବା ଏକ ଏଟିଏମ ଲୁଟ୍‌ ପରେ ଗୁରୁବାର ରାତିରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ଘଟଣାସ୍ଥଳରେ ଗ୍ୟାସ୍‌ କଟର ପଡ଼ିଛି। ପୋଲିସ ଶୁକ୍ରବାର ସକାଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷା ଖୋଜୁଛି ବାଘମାମୁଁ: ସଂଖ୍ୟା ବୃଦ୍ଧି ଉତ୍ସାହ ଭିତରେ ନୈରାଶ୍ୟ ଆଣିଛି ମୃତ୍ୟୁ

ଭୁବନେଶ୍ୱର,୪।୧(ବ୍ୟୁରୋ): ଆଈମା’ କାହାଣୀ ଶୁଣିବାବେଳେ ପିଲେ ଦୁଷ୍ଟ ହେଲେ ବାଘମାମୁ ଆସିବ କହି ଡରାଯାଏ। ଏବେ ସମୟ ବଦଳି ଯାଇଛି। ବାଘ ଛୁଆଟି କଥା ନ...

ମଦଦୋକାନରେ ହେବନି ପିଓଏସ୍‌ ବ୍ୟବସ୍ଥା

ଜଗତ୍‌ସିଂହପୁର ଅଫିସ, ୧୪।୯: ଦଶହରା ସମୟରେ ଜନଗହଳି କାରଣରୁ ଅନେକ ବ୍ୟତିକ୍ରମ ଲକ୍ଷ୍ୟ କରାଯାଏ। ଏହାକୁ ଦୃଷ୍ଟିରେ ରଖି ପାର୍ବଣ କିପରି ଶାନ୍ତି ଓ ଶୃଙ୍ଖଳାର...

ସମ୍ମାନ ପାଇଁ ଲଢ଼େଇ

ବାରିପଦା ଅଫିସ,୧।୨ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ବାରିପଦା ସଦର ବ୍ଲକରେ ୩୨୨ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି। ଏହି ବ୍ଲକ ଅଧୀନ ଦୁଇଟି ଜିଲାପରିଷଦ...

ସଙ୍କଟରେ ବଜ୍ରକାପ୍ତା

ମନୁଷ୍ୟ ଯୋଗୁ ହିଁ ଆଜି ବିଶ୍ୱର ବନ୍ୟପ୍ରାଣୀ ସଙ୍କଟରେ। କିନ୍ତୁ ଆମେ ମନେରଖିବା ଉଚିତ ଯେ, ବନ୍ୟପ୍ରାଣୀଙ୍କ ଅନୁପସ୍ଥିତି ପୃଥିବୀର ପରିବେଶ ସମ୍ବନ୍ଧୀୟ ସନ୍ତୁଳନକୁ ବିଗାଡ଼ିଦେବ।...

‘ସଶକ୍ତ ହେବ ମହିଳା, ଶିଶୁ ଡେସ୍କ’

ବାଲେଶ୍ୱର ଅଫିସ, ୨୦।୯: ବାଲେଶ୍ୱର ରେମୁଣା ବାମପଦାସ୍ଥିତ ନୋସି ବିଜିନେସ ପାର୍କ ସମ୍ମିଳନୀ କକ୍ଷରେ ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିଭାଗ ଏବଂ ୟୁନିସେଫ୍‌...

୧୫ କେଜି ଗଞ୍ଜେଇ ଜବତ: ବନ୍ଧା ହେଲେ ୩ ଅଭିଯୁକ୍ତ

କୁଚିଣ୍ଡା,୯ା୧୨(ଡି.ଏନ୍‌.ଏ.)- କୁଚିଣ୍ଡା ଅବକାରୀ ବିଭାଗ ଶୁକ୍ରବାର ପୃଥକ୍‌ ସ୍ଥାନରେ ଚଢାଉ କରି ୧୪କେଜି ୬୦୦ଗ୍ରାମ ଗଞ୍ଜେଇ ଜବତ ସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ...

ଜରାଜୀର୍ଣ୍ଣ ଅବସ୍ଥାରେ ବିଏସ୍‌ଏନ୍‌ଏଲ୍‌ କାର୍ଯ୍ୟାଳୟ

ବୋଲଗଡ,୧୧।୮(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡରେ ଥିବା ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌)ର ଟେଲିଫୋନ ଏକ୍ସଚେଞ୍ଜ କାର୍ଯ୍ୟାଳୟଟି ଜରାଜୀର୍ଣ୍ଣ ହୋଇପଡିରହିଛି। ଆଗରୁ ଏହା ଭଡାଘରେ କାର୍ଯ୍ୟ...

ଦୃଢ଼ କାର୍ଯ୍ୟାନୁଷ୍ଠାନ ନ ହେଲେ ଚରମ ନିଷ୍ପତ୍ତି

ଖଇରା,୧୧।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଟୋ ଗ୍ରାମର କିଛି ଅସାମାଜିକ ଯୁବକ ଗତ ୫ ଓ ୬ତାରିଖ ଦିନ ତୁଡ଼ିଗଡ଼ିଆ ବଜାରର ବ୍ୟବସାୟୀ, ବଜାର...

Advertisement
Archives

Model This Week