Posted inଜାତୀୟ

ନିଲାମ ହେଉଛି ମୋଦିଙ୍କ ଉପହାର, ଆପଣ ବି ଲଗାଇ ପାରିବେ ବୋଲ

ନୂଆଦିଲ୍ଲୀ,୨୪।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଦେଶ ଗସ୍ତ ସମୟରେ ଗ୍ରହଣ କରିଥିବା ସମସ୍ତ ଉପହାରର ନିଲାମ ପୁଣି ଥରେ ଚାଲିଛି। ଅକ୍ଟୋବର ୨ ରୁ ଆରମ୍ଭ ହୋଇଥିବା ଏହି ନିଲାମ ଅକ୍ଟୋବର ୩୧ ପର୍ଯ୍ୟନ୍ତ ଚାଲିବ। ପ୍ରଧାନମନ୍ତ୍ରୀ ଗ୍ରହଣ କରିଥିବା ଉପହାରଗୁଡ଼ିକ ନିଲାମ କରାଯାଉଥିବା ବେଳେ ଏହା ହେଉଛି ପଞ୍ଚମ ସଂସ୍କରଣ। ଏଥିପାଇଁ pmmementos.gov.in ନାମକ ଏକ ୱେବସାଇଟ ତିଆରି କରାଯାଇଛି। ଏଥିରେ ୯୧୨ ଉପହାର ଅନ୍ତର୍ଭୁକ୍ତ, ଯେଉଁଥି ପାଇଁ ଅତିକମରେ ୨୦୦୦ ବିଡ ନିଲାମ ପାଇଁ ରଖାଯାଇଛି। ଏହି ୱେବସାଇଟକୁ ଯାଇ ଆପଣ ମଧ୍ୟ ଏଥିରେ ସାମିଲ ହୋଇପାରିବେ।

ପ୍ରଖ୍ୟାତ କଳାକାର ପରେଶ ମୋଦିଙ୍କ ଦ୍ୱାରା ଚିତ୍ରିତ ଭଗବାନ ଲକ୍ଷ୍ମୀନାରାୟଣ ବିଠଲ ଏବଂ ଦେବୀ ରୁକ୍ମଣୀଙ୍କ ବନାରସ ଘାଟ ଚିତ୍ର ପାଇଁ ସବୁଠାରୁ ଅଧିକ ବୋଲ ଲଗାଯାଇଛି। ଏଥିପାଇଁ ସର୍ବାଧିକ ୭୪.୫ ଲକ୍ଷ ଟଙ୍କା ବିଡ ଗ୍ରହଣ କରାଯାଇଛି। ନୂଆଦିଲ୍ଲୀର ନ୍ୟାସନାଲ ଗ୍ୟାଲେରୀ ଅଫ ମଡର୍ନ ଆର୍ଟରେ ପ୍ରଧାନମନ୍ତ୍ରୀ ମୋଦି ଗ୍ରହଣ କରିଥିବା ଉପହାରର ଏହି ନିଲାମ ଅତ୍ୟନ୍ତ ସ୍ବତନ୍ତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri