ଆଲବମ୍‌ ‘ପାଣି’କୁ ପସନ୍ଦ କଲେ ଦର୍ଶକ

ଭୁବନେଶ୍ୱର: ବିଶ୍ୱରେ ପାଣି ସଞ୍ଚୟ କରିବାର ବାର୍ତ୍ତା ନେଇ ପରିଚୟ ଅନୁଷ୍ଠାନ ପକ୍ଷରୁ ଏକ ଭିନ୍ନସ୍ବାଦର ଆଲବମ୍‌ ‘ପାଣି’ ମୁକ୍ତିଲାଭ କରିଛି। ଯାହାକୁ ଦର୍ଶକେ ଖୁବ୍‌ ପସନ୍ଦ କରିଛନ୍ତି। ଅଜୟ କୁମାର ଦାଶ ‘ପାଣି’ର ସଙ୍ଗୀତ ସଂଯୋଜନା ସହ ନିର୍ଦ୍ଦେଶନା ଦେଇଥିବା ବେଳେ ଗୀତ ରଚନା କରିଛନ୍ତି ତାପସ। ଭିଜୁଆଲ ନିର୍ଦ୍ଦେଶନା ଦେଇଛନ୍ତି ଆଦର୍ଶ। ଏଥିରେ ରାଜ୍ୟର ଜଣାଶୁଣା କଣ୍ଠଶିଳ୍ପୀ ସୌରଭ, ଗୌତମ, ଅନ୍ତରା, ସ୍ବପ୍ନା, ଅରୋଶିଷ ଏବଂ ଭାଗ୍ୟଶ୍ରୀ କଣ୍ଠଦାନ କରିଛନ୍ତି। ଆଲବମ୍‌ଟି ବେଶ୍‌ ପସନ୍ଦଯୋଗ୍ୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବଡ଼ ଘୋଷଣା କରି ଫ୍ୟାନ୍ସଙ୍କୁ ନିରାଶା କଲେ ଏହି ଫେମସ୍‌ ସିଙ୍ଗର୍‌, ସଙ୍ଗୀତରୁ…

ମୁମ୍ବାଇ: ପ୍ରସିଦ୍ଧ ଗାୟକ ଓ ମ୍ୟୁଜିକ କମ୍ପୋଜର ଅମାଲ ମଲିକ ନିଜ କ୍ୟାରିୟରକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ଅଗଷ୍ଟ ୨୭ ତାରିଖ ଗୁରୁବାର ସେ…

‘୧୦୦ ପୁରୁଷଙ୍କ ସାମ୍ନାରେ ଖୋଲିବାକୁ ପଡିଥିଲା ପୋଷାକ’, ଅଭିନେତ୍ରୀଙ୍କ ଚମକାଇଦେବା ଭଳି ଖୁଲାସା

ବଲିଉଡର ଲୋକପ୍ରିୟ ଅଭିନେତ୍ରୀ ଦିଆ ମିର୍ଜା ନିଜର ସ୍ପଷ୍ଟବାଦୀ ମତାମତ ଓ ସାମାଜିକ ପ୍ରସଙ୍ଗରେ ଖୋଲାଖୋଲି କଥା କହିବା ପାଇଁ ପରିଚିତ। ନିକଟରେ ସେ ନିଜ କ୍ୟାରିୟରର…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri