ରାସ୍ତାକୁ ଟିଭି ଫୋପାଡିଲେ ଦର୍ଶକ

ଆଲିଗଡ,୨୦।୧୧: ଦିନିକିଆ ବିଶ୍ୱକପ ଫାଇନାଲରେ ଅଷ୍ଟ୍ରେଲିଆ ଭାରତକୁ ପରାସ୍ତ କରିଛି। ଅଷ୍ଟ୍ରେଲିଆ ହାତରେ ପରାଜୟ ପରେ ଭାରତୀୟ ପ୍ରଶଂସକଙ୍କ ମଧ୍ୟରେ ନିରାଶା ଦେଖାଦେଇଥିଲା। ଟିମ ଇଣ୍ଡିଆର ଏହି ପରାଜୟ ଯୋଗୁ ପ୍ରଶଂସକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ୟୁପିର ଆଲିଗଡ ଏବଂ ଲଖିମପୁର ଖେରୀରେ କ୍ରୋଧିତ କ୍ରିକେଟ ପ୍ରଶଂସକମାନେ ଟିଭି ଭାଙ୍ଗିଥିବା ବେଳେ ଅନେକ ପ୍ରଶଂସକଙ୍କ ଆଖିରେ ଲୁହ ଆସିଯାଇଥିଲା।
ସମସ୍ତ ଦଶଟି ମ୍ୟାଚ ଜିତି କ୍ରିକେଟ ବିଶ୍ୱକପ ୨୦୨୩ରେ ଭାରତ ଯେପରି ଅଗ୍ରଣୀ ହାସଲ କଲା ପରେ ଆଶା କରାଯାଉଥିଲା ଯେ ଏଥର ବିଶ୍ୱକପ ଭାରତ ଜିତିବ, କିନ୍ତୁ ତାହା ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ

ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର…

ଓଡ଼ିଶାର ୨ ବୁଣାକାରଙ୍କୁ ଜାତୀୟ ପୁରସ୍କାର: ମୁଖ୍ୟମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର,୮ା୮(ସୌମ୍ୟରଞ୍ଜନ ରାଉତ):ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରଠାରେ ଶୁକ୍ରବାର ୧୨ତମ ଜାତୀୟ ହସ୍ତତନ୍ତ ଦିବସ ସମାରୋହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ଭାରତର…

ଓଡ଼ିଶାର ୨ ବୁଣାକାରଙ୍କୁ ଜାତୀୟ ପୁରସ୍କାର

ଭୁବନେଶ୍ୱର,୮ା୮(ସୌମ୍ୟରଞ୍ଜନ ରାଉତ): ନୂଆଦିଲୀର ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରଠାରେ ଶୁକ୍ରବାର ୧୨ତମ ଜାତୀୟ ହସ୍ତତନ୍ତ ଦିବସ ସମାରୋହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଯୋଗଦେଇ…

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri