ଆଜି ଶେଷ ସନ୍ଧ୍ୟାରେ ବଲିଉଡ ଗାୟକଙ୍କ ଗୀତରେ ଝୁମିବେ ଦର୍ଶକ: ପହଞ୍ଚିବେ ମନ୍ତ୍ରୀ, ବିଧାୟକ

ଧର୍ମଶାଳା, ୬।୧( ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ସ୍ଥିତ ଧର୍ମଶାଳା ମହୋତ୍ସବ ପଡିଆଠାରେ ଡିସେମ୍ବର ୨୫ ତାରିଖରୁ ଆରମ୍ଭ ହୋଇଥିବା ୨୧ତମ ଧର୍ମଶାଳା ମହୋତ୍ସବ ମହାଆଡ଼ମ୍ବରରେ ପାଳନ କରାଯାଉଛି। ଆଜି ମଙ୍ଗଳବାର ଏହାର ଉଦଯାପନୀ ଉତ୍ସବ ପାଳନ କରାଯିବ । ସେଥିପାଇଁ ରଙ୍ଗାରଙ୍ଗ ବଲିଉଡ ନାଇଟ କାର୍ଯ୍ୟକ୍ରମ ସହ ଅତିଥି ଭାବେ ବହୁ ନେତା ଓ ମନ୍ତ୍ରୀ ଯୋଗଦାନ କରିବେ। ଏହି ସନ୍ଧ୍ୟାରେ ଅତିଥି ଭାବେ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲ , ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର , ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ, କୋରେଇ ବିଧାୟକ ଆକାଶ ଦାସ ନାୟକ ଏବଂ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ପ୍ରମୁଖ ଯୋଗଦାନ କରିବେ ବୋଲି ସୂଚନା ମିଳିଛି। ସେହିପରି ସାଂସ୍କୃତିକ କାର୍ଯ୍ୟକ୍ରମ ବଲିଉଡର ଗାୟକ ଅମିତ ମିଶ୍ରଙ୍କ ବଲିଉଡ ନାଇଟ କାର୍ଯ୍ୟକ୍ରମ ରାତି ୮ଟା ସମୟରେ କରାଯିବା ନେଇ ସୂଚନା ମିଳିଛି। ଓଲିଉଡ ଓ ବଲିଉଡ ଜଗତର ସୁପରହିଟ ଗାୟକମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ ଦର୍ଶକ ମାନଙ୍କୁ ଝୁମାଉଛନ୍ତି। ଜିଲା ତଥା ଜିଲା ବାହାରୁ ହଜାର ହଜାର ସଂଖ୍ୟାରେ ଦର୍ଶକ ଆସି ମେଳାରେ ବୁଲିବାର ମଜା ନେବା ସହ ସୁଆଦିଆ ଖାଦ୍ୟ ଖାଇ ମହୋତ୍ସବକୁ ଉପଭୋଗ ମଧ୍ୟ କରୁଛନ୍ତି। ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ସହଯୋଗରେ ମହୋତ୍ସବ କମିଟି ପକ୍ଷରୁ ଏହାକୁ ଧୁମ୍‌ଧାମ ସହ ପାଳନ କରାଯାଉଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri