ଧାର୍ଯ୍ୟ ହେଲା ମାଁ ମାଣିକେଶ୍ୱରୀଙ୍କଠାରେ ନବାନ୍ନ ଲାଗି ଲଗ୍ନ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ)- କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଭବାନୀପାଟଣା ସ୍ଥିତ ମାଁ ମାଣିକେଶ୍ୱରୀଙ୍କ ଠାରେ ନବାନ୍ନ ଲାଗି ବୁଧବାର ଲଗ୍ନ ଧାର୍ଯ୍ୟ ହୋଇଛି । ଆସନ୍ତା ସେପ୍ଟେମ୍ବର ମାସ ୨ ତାରିଖ ଭାଦ୍ରବ ମାସ ଶୁକ୍ଳପକ୍ଷ ଦଶମୀ ତିଥି ମଙ୍ଗଳବାର ସକାଳ ୮ ଘଣ୍ଟା ୪୫ ମିନିଟରୁ ୯ ଟା ୫ ମିନିଟ ମଧ୍ୟରେ ମା’ଙ୍କ ନିକଟରେ ନବାନ୍ନ ଭୋଗ ଲାଗିବା ପାଇଁ ସ୍ଥିର ହୋଇଛି। ଏହି ଦିନ ସର୍ବ ସାଧାରଣଙ୍କ ନିମନ୍ତେ ଦିନ ୧୦ ଟା ୫୫ ରୁ ମଧ୍ୟାହ୍ନ ୧ ଟା ୫୫ ପ୍ରର୍ଯ୍ୟନ୍ତ ନବାନ୍ନ ଭକ୍ଷଣ ଶୁଭ ବୋଲି କଳାହାଣ୍ଡି ମହାରାଜା ଅନନ୍ତ ପ୍ରତାପ ଦେଓ ଏକ ବିଜ୍ଞପ୍ତି ମାଧ୍ୟମରେ ଜନ ସାଧାରଣଙ୍କୁ ସୂଚନା ଦେଇଛନ୍ତି। ସେହିପରି ମାଁଙ୍କ ନବାନ୍ନ ସହ ଉକ୍ତ ଦିନ ଜିଲାର ଭବାନୀପାଟଣା ସମେତ ଜୟପାଟଣା, ଏମ ରାମପୁର, ଥୁଆମୁଲ ରାମପୁର,କର୍ଲାପାଟ,ମହୁଲପାଟଣା ଓ ଲାଞ୍ଜିଗଡ଼ ଆଦି ଗଡ଼ ଜାତ ଅଞ୍ଚଳର ଲୋକେ ମଧ୍ୟ ନବାନ୍ନ ଖାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍ଟରରେ ବସି ଯାଉଥିଲେ ଶ୍ରମିକ, ଖସିପଡ଼ିବାରୁ…

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରାକ୍ଟର (ନଂ-ଓଡି୧୫ଏଫ ୯୬୬୩) ଚାପାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି।…

ଜି ଉଦୟଗିରିରେ ମହାପ୍ରଭୁଙ୍କ ହାତୀବେଶ, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ…

ଜି ଉଦୟଗିରି, ୨୯ା୬(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା।  ସୋମବାର ଦିନ ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ…

କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ଦେବସ୍ନାନ ପୂର୍ଣ୍ଣିମା: ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି, ଭକ୍ତଙ୍କ ପ୍ରବଳ ଭିଡ଼

କୋରାପୁଟ,୨୯ା୬(ଅମିତାଭ ବେହେରା): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସୋମବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ଭକ୍ତଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଛି । ପୂର୍ବାହ୍ନ ୧୦ଟା ୩୦ ମିନିଟ…

ପୁରୁଷୋତ୍ତମପୁରରେ ସ୍ନାନଯାତ୍ରା; ସ୍ନାନବେଦିରେ କଳାଠାକୁରଙ୍କୁ ପାଇ ଭାବବିହ୍ବଳ ଭକ୍ତ, ପରିଚାଳନା ତଦାରଖ କଲେ ତହସିଲଦାର

ପୁରୁଷୋତ୍ତମପୁର,୨୯।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହାସମାରୋହରେ ପାଳିତ ହୋଇଯାଇଛି ।ରଥସାହି ଜଗନ୍ନାଥ ମନ୍ଦିରରେ ସେବାୟତମାନେ ଶ୍ରୀଜୀଉଙ୍କୁ ରତ୍ନବେଦିରୁ ପହଣ୍ଡିକରାଇ ଆଣି ସ୍ନାନବେଦିରେ…

ପୁରୀରେ ମୁଖ୍ୟମନ୍ତ୍ରୀ, ସ୍ନାନମଣ୍ଡପରେ ଶ୍ରୀଜିଉଙ୍କୁ ଦର୍ଶନ କରି…

ପୁରୀ,୨୯ା୬: ସ୍ନାନପୂର୍ଣ୍ଣିମା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀରେ ପହଞ୍ଚିଛନ୍ତି। ସ୍ନାନମଣ୍ଡପରେ ଶ୍ରୀଜିଉଙ୍କ ଦର୍ଶନ ମୁଖ୍ୟମନ୍ତ୍ରୀ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ମୁଖ୍ୟମନ୍ତ୍ରୀଙ୍କ…

ମାଛ ମାରିବାକୁ ଯାଇ ପାଣିରେ ବୁଡ଼ି ଜୀବନ ଗଲା

ବରଗଡ଼,୨୯ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲକୁ ମାଛ ମାରିବାକୁ ଯାଇଥିବାବେଳେ ରବିବାର  ଜଣେ ଲୋକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣକ ହେଲେ, ଭଟଲି ଥାନା…

୫ମ ଶ୍ରେଣୀ ଛାତ୍ରଙ୍କୁ ଧକ୍କା ଦେଇ ଫେରାର ହୋଇଗଲା କାର୍‌, ଡାହାଣ ଗୋଡ଼ରେ ଚକା ଚଢ଼ିଯିବାରୁ…

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ବାବୁଲି ବନ୍ଧ ଗ୍ରାମର ସୁବାସ ନାଇକଙ୍କ ପୁଅ ୫ମ ଶ୍ରେଣୀରେ ପଢୁଥିବା ଛାତ୍ର…

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri