Posted inଖେଳ

ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ କଭର୍‌ ଡ୍ରାଇଭ୍‌ ଦେଖି ଆଶ୍ଚର୍ଯ୍ୟ ହେଲେ ଅଷ୍ଟ୍ରେଲିୟ କିମ୍ବଦନ୍ତୀ

ବେଙ୍ଗାଲୁରୁ,୧୩।୫: ଆଇପିଏଲ ୨୦୨୪ର ୬୨ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ବେଙ୍ଗାଲୁରୁ ଷଷ୍ଠ ବିଜୟ ହାସଲ କରିଛି। ବିରାଟ କୋହଲି ଏହି ମ୍ୟାଚରେ ୩୦ ରନ ସ୍କୋର ମଧ୍ୟ କରିପାରି ନ ଥିଲେ। କିନ୍ତୁ ରଜତ ପଟିଦାର ଚମତ୍କାର ବ୍ୟାଟିଂ କରିଥିଲେ। ସେ ଏହି ମ୍ୟାଚରେ ଅର୍ଦ୍ଧଶତକ ହାସଲ କରିଥିଲେ। ଏହା ସହ ପଟିଦାର ଆଇପିଏଲ ୨୦୨୪ରେ ପଞ୍ଚମ ଅର୍ଦ୍ଧଶତକ ହାସଲ କରିଥିଲେ। ତାଙ୍କ ଇନିଂସରେ ଏକ ସଟ ମଧ୍ୟ ରହିଥିଲା, ଯାହା କି ଅଷ୍ଟ୍ରେଲିଆର କିମ୍ବଦନ୍ତୀ ବୋଲର ବ୍ରେଟ ଲିଙ୍କୁ ମଧ୍ୟ ପ୍ରଭାବିତ କରିଥିଲା।
ବେଙ୍ଗାଲୁରୁ ଇନିଂସର ପଞ୍ଚମ ଓଭରରେ ମୁକେଶ କୁମାରଙ୍କ ଉପରେ ରଜତ ପଟିଦାରଙ୍କ ଦ୍ୱାରା କଭର ଡ୍ରାଇଭ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ମ୍ୟାଚ ପରେ ଏକ ସାକ୍ଷାତକାରରେ ବ୍ରେଟ ଲି କହିଛନ୍ତି, ଯଦି କେହି ହାଇଲାଇଟ ଦେଖୁଛନ୍ତି, ତେବେ ସେ ଭାବିଥିବେ ଯେ ଏହି ସଟ ବିରାଟ କୋହଲିଙ୍କର ଅଟେ।
ଅଷ୍ଟ୍ରେଲୀୟ ବୋଲର ବ୍ରେଟ ଲି କହିଛନ୍ତି,ପଟିଦାର ଚଳିତ ସିଜନରେ ତାଙ୍କର ପଞ୍ଚମ ଅର୍ଦ୍ଧଶତକ ପୂରଣ କରିଛନ୍ତି। ଆମେ ଜାଣୁ ସେ ଟେଷ୍ଟ କ୍ରିକେଟ ମଧ୍ୟ ଖେଳିଛନ୍ତି, କିନ୍ତୁ ଫର୍ମରେ ରହିବାକୁ ତାଙ୍କୁ କିଛି ସମୟ ଲାଗିଛି। କିନ୍ତୁ ସବୁଠାରୁ ଭଲ କଥା ହେଉଛି ସେ କଭର ଡ୍ରାଇଭ୍‌ ମାରୁଛନ୍ତି। ସେ ପୁନର୍ବାର ନିଜର ଫର୍ମ ଫେରି ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ଭିଣେଇଙ୍କୁ ରାଣୀଡୁଡୁମା ବୁଲେଇବାକୁ ଆଣି ପାଣିରେ ବୁଡି ଶଳାଙ୍କ ମୃତ୍ୟୁ

ନନ୍ଦପୁର,୯।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ବୁଲି ଆସିଥିବା ଭିଣେଇଙ୍କୁ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ନନ୍ଦପୁର ରାଣୀଡୁଡୁମାକୁ ବୁଲେଇବାକୁ ଆଣିଥିବା ଶଳାଙ୍କ ଗୁରୁବାର ପାଣିରେ ବୁଡି ମୃତ୍ୟୁ ହୋଇଛି।…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri