ମାନବିକତା ଦେଖାଇଲେ ଅଟୋ ଚାଳକ, କଲେ ଏମିତି…

ବ୍ରଜରାଜନଗର,୧୧ା୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ବସ୍‌ଷ୍ଟାଣ୍ଡରେ ଦୀର୍ଘ ଦିନ ଧରି କାର୍ଯ୍ୟ କରିଆସୁଥିବା ଅଟୋ ଚାଳକ ଜିତେନ୍ଦ୍ର ନିଶାଦ ଜଣେ ରେଳ କର୍ମଚାରୀଙ୍କ ପର୍ସ ସହ ନଗଦ ଟଙ୍କା ଓ ଦରକାରୀ କାଗଜପତ୍ର ଫେରାଇ ମଣିଷପଣିଆ ଦେଖାଇଛନ୍ତି। ଜିତେନ୍ଦ୍ର ବୁଧବାର ସନ୍ଧ୍ୟାରେ ସ୍ଥାନୀୟ କଲ୍ୟାଣ ମଣ୍ଡପ ରାସ୍ତା ପାଖରୁ ଏକ ପର୍ସ ପାଇଥିଲେ। ଏଥିରେ ୨୫ ଶହ ଟଙ୍କା ସହ ଏଟିଏମ୍‌, ଆଧାର, ପ୍ୟାନ୍‌ କାର୍ଡ ଆଦି ରହିଥିଲା। ତୁରନ୍ତ ଜିତେନ୍ଦ୍ର ରେଳ ଷ୍ଟେଶନ ଯାଇ ସେଠାରେ ସେଠାରେ ଲୋକଙ୍କୁ ପର୍ସ ଦେଖାଇଥିଲେ। ପରେ ଏହା ରେଳ କର୍ମଚାରୀ ଉମାକାନ୍ତ କୁମାରଙ୍କ ବୋଲି ଜଣାପଡିଥିଲା। ଗୁରୁବାର ସକାଳେ ଉମାକାନ୍ତଙ୍କୁ ଡକାଇ ଜିତେନ୍ଦ୍ର ତାଙ୍କ ପର୍ସ ଫେରାଇଛନ୍ତି। ସେହିପରି ୨ବର୍ଷ ତଳେ ଜିତେନ୍ଦ୍ର ରାଜାମୋହନ ରାସ୍ତାରୁ ୨୦ ହଜାର ଟଙ୍କା ଭର୍ତ୍ତି ଏକ ବ୍ୟାଗ ପାଇ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଫେରାଇଥିଲେ। ତାଙ୍କର ଏପରି କାର୍ଯ୍ୟକୁ ସହରବାସୀ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି...

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri