୬.୪% ବଢ଼ିପାରେ ହାରାହାରି ବେତନ

ମୁମ୍ବାଇ: ବର୍ଷ ୨୦୨୧ରେ ଭାରତରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କ ହାରାହାରି ବେତନ ୬.୪% ବଢ଼ିବା ନେଇ ଆକଳନ କରାଯାଇଛି। ଓ୍ବିଲସ ଟାଓ୍ବାର ଓ୍ବାଟଶନ ରିପୋର୍ଟ ମୁତାବକ, ୨୦୨୦ରେ ବେତନ ବୃଦ୍ଧି ୫.୯% ରହିଥିଲା। ଚଳିତ ବର୍ଷ ଏଥିରେ ସାମାନ୍ୟ ବୃଦ୍ଧି ହେବା ନେଇ ଆଶା କରାଯାଉଛି। ସେହିଭଳି ଏସିଆ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଇଣ୍ଡୋନେସିଆରେ ୬.୫%, ଚାଇନା ୬.୦%, ଫିଲିପାଇନ୍ସ ୫%, ସିଙ୍ଗାପୁର ୩.୫% ଏବଂ ହଂକଂରେ ୩% ବେତନ ବୃଦ୍ଧି ନେଇ ଅନୁମାନ କରାଯାଇଛି। ଆଗାମୀ ଗୋଟିଏ ବର୍ଷ ମଧ୍ୟରେ ବାଣିଜି୍ୟକ ରାଜସ୍ବରେ ସକାରାତ୍ମକ ସ୍ଥିତି ଆସିବା ନେଇ ୩୭% ଲୋକ ଆଶାବାଦୀ ରହିଥିବା ଏହି ସର୍ଭେରେ କୁହାଯାଇଛି। ୨୦୨୦ ତୃତୀୟ ତ୍ରୈମାସରେ ଏହା ୧୮% ରହିଥିଲା। ବାଣିଜ୍ୟ ଉନ୍ନତ ରହିବା ନେଇ ଆଶା କରାଯାଉଥିଲେ ମଧ୍ୟ ବର୍ତ୍ତମାନ ନୂଆ ନିଯୁକ୍ତି ତ୍ୱରାନ୍ବିତ ହୋଇପାରିନାହିଁ। କେବଳ ୧୦% କମ୍ପାନୀ ନୂଆ ନିଯୁକ୍ତି ଦେବାକୁ ଯୋଜନା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri