Advertisement

ସୋମବାର ଖୋଲିବ ବାବା ଆଖଣ୍ଡଳମଣି ମନ୍ଦିର

ଆରଡ଼ି,୧୯ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ଆସନ୍ତା ୨୩ ତାରିଖ (ସୋମବାର) ଖୋଲିବାକୁ ଯାଉଛି । ଏ ସଂକ୍ରାନ୍ତରେ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଥିବା ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ନିଷ୍ପତ୍ତି ଅନୁସାରେ ସକାଳ ୬ଟାରୁ ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ସର୍ବସାଧାରଣରେ ଦର୍ଶନ ମିଳିପାରିବ। ଶନିବାର ଦର୍ଶନ ବନ୍ଦ ରହିବ। କୋଭିଡ୍‌ ନିୟମ ପାଳନ କରି ଭକ୍ତମାନେ ମନ୍ଦିରକୁ ପ୍ରବେଶ କରିପାରିବେ । ୧୦ ବର୍ଷରୁ କମ ବୟସର ପିଲା ଓ ୬୫ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ମନ୍ଦିର ମଧ୍ୟକୁ ପ୍ରବେଶ କରିବାକୁ ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା, ସମସ୍ତ ଅଞ୍ଚଳ ଜଳମୟ: ଜେସିବି ଯୋଗେ ଗ୍ରାମବାସୀ ନିର୍ମାଣ କଲେ ଡ୍ରେନ୍‌

କୃଷ୍ଣପ୍ରସାଦ,୮ା୮(ଡି.ଏନ.ଏ.): କୃଷ୍ଣପ୍ରସାଦ ବ୍ଲକରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁ ସମସ୍ତ ଅଞ୍ଚଳ ଜଳମୟ ହୋଇଉଠିଛି। ବର୍ଷା ପାଣିରେ ଗାଁ ଦାଣ୍ଡ ଉବୁଟୁବୁ...

ଦଶମନ୍ତପୁର ଜିଲାପରିଷଦ ଉପନିର୍ବାଚନ : ନାମାଙ୍କନପତ୍ର ଦାଖଲ କଲେ ଦୁଇ କଂଗ୍ରେସ ପ୍ରାର୍ଥୀ

କୋରାପୁଟ,୧।୧୧(ସ୍ବ.ପ୍ର.): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଦଶମନ୍ତପୁର ଜିଲାପରିଷଦ ଉପନିର୍ବାଚନ ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହେବ। ଏଣୁ କଂଗ୍ରେସ ପକ୍ଷରୁ ଦୁଇଜଣ ପ୍ରାର୍ଥୀ ଉପଜିଲାପାଳଙ୍କ...

ଖଳାରେ ନିଆଁ ଲାଗି ଜଳିଗଲା ବସ୍ତା ବସ୍ତା ଧାନ

ହିଞ୍ଜିଳିକାଟୁ,୨୭।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପଳାସି ଗ୍ରାମରେ ଶନିବାର ଅପରାହ୍ନରେ ଗୋଟିଏ ଖଳାରେ ପ୍ରାୟ ୩୫ ବସ୍ତା ଧାନ ଓ ୩ଟି ପାଳଗଦା ପୋଡ଼ି...

୪ ସନ୍ତାନ ଜନ୍ମ ଦେଲେ ମହିଳା

ସୁବର୍ଣ୍ଣପୁର,୮।୧୦(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ଝିଙ୍କି ଗାଁର ଜଣେ ମହିଳା ମଙ୍ଗଳବାର ୪ ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ତେବେ ନବଜାତ ୪ ଶିଶୁଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।...

୧୦ ଜିଲାକୁ ବୁଡ଼ାଇବ ବର୍ଷା

ଭୁବନେଶ୍ୱର,୬-୯(ବ୍ୟୁରୋ):ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହୁଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୪ଟି ଜିଲା ଗଞ୍ଜାମ,...

ରାଜଧାନୀରେ ଗାଡ଼ି ପଲ୍ୟୁଶନ ସାର୍ଟିଫିକେଟ କେଳେଙ୍କାରୀ: ଧୂଆଁ ବାହାରିଲେ ବି ମେଶିନକୁ ଭୂଆଁ

ଭୁବନେଶ୍ୱର, ୧୦ା୯(ବ୍ୟୁରୋ): ବାଇକ୍‌ରୁ ବାହରୁଥିଲା ଧୂଆଁ, ହେଲେ ଚାଳକଙ୍କ ହାତରେ ଥିଲା ପଲ୍ୟୁଶନ ସାର୍ଟିଫିକେଟ। ଅସଲି ନା ନକଲି ପରଖୁ ପରଖୁ କଥା ପହଞ୍ଚତ୍ଥିଲା ରାଜଧାନୀରେ...

୧୧୯ ଓ୍ବାର୍ଡମେମ୍ବର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

କୋକସରା,୨୯ା୧(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରଣକ୍ଷେତ୍ର ପ୍ରସ୍ତୁତ ସରିଛି। ପ୍ରାର୍ଥିପତ୍ର ପ୍ରତ୍ୟାହାର ପରେ ପ୍ରକାଶ ପାଇଛି ପ୍ରାର୍ଥୀଙ୍କ ଚୂଡ଼ାନ୍ତ ତାଲିକା। କୋକସରା ବ୍ଲକ ୨୨...

୫ ବର୍ଷ ହେଲା ଘରେ ବନ୍ଦୀ ବିଷ୍ଣୁପ୍ରସାଦ

କୋଣାର୍କ,୯।୪(ଡି.ଏନ୍‌.ଏ.): ଗୋଟିଏ ଘର ଭିତରେ ୫ବର୍ଷ ହେଲା ବନ୍ଦୀ ଜୀବନ କାଟୁଛନ୍ତି ବିଷ୍ନୁପ୍ରସାଦ ବେହେରା। ନା ହସଖୁସି ନା ଖୋଲା ଜୀବନ। ମାନସିକ ବିକାରଗ୍ରସ୍ତ ଯୋଗୁ...

Advertisement
Archives

Model This Week