ଧରିତ୍ରୀ ପୋର୍ଟାଲରେ ଖବର ପ୍ରକାଶ ପାଇବାର କିଛି ସମୟ ପରେ ମା’ କୋଳକୁ ଫେରିଲା ଶିଶୁପୁତ୍ର

ବରଗଡ଼,୨୬ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ପୋଲିସ ସୋମବାର ସକାଳେ ବରଗଡ଼-ସୋହେଲା ରାସ୍ତାର ପଥର୍ଲା ରାଇସ୍‌ ମିଲ୍‌ ଛକ ପାଖ ଏକ ଚା’ ଦୋକାନ ନିକଟରରେ ବୁଲାବୁଲି କରୁଥିବା ଏକ ଶିଶୁପୁତ୍ରଙ୍କୁ ଉଦ୍ଧାର କରିଥିଲା। ଶିଶୁ ଠିକ ଭାବେ ପରିଚୟ ଦେଇ ପାରୁ ନ ଥିଲା। ଏ ସମ୍ପର୍କରେ ଧରିତ୍ରୀ ପୋର୍ଟାଲରେ ଏକ ଖବର ପ୍ରକାଶ ପାଇଥିଲା। ଏହାପରେ ଶିଶୁପୁତ୍ରର ମା’ ସଦର ଥାନାକୁ ଆସି ତାଙ୍କୁ ଘରକୁ ନେଇଛନ୍ତି। ଶିଶୁପୁତ୍ର ଗୋବିନ୍ଦପାଲିର ମୂଳ ବାସିନ୍ଦା ହୋଇ ଥିବାବେଳେ ତଳିପଡ଼ାରେ ମା’, ପୁଅ ଭଡ଼ାଘରେ ରହୁଛନ୍ତି। ରବିବାର ପଥର୍ଲା ଛକ ନିକଟ ଏକ ରାଇସ୍‌ ମିଲ୍‌ରେ ରହୁଥିବା ଜଣେ ସମ୍ପର୍କୀୟଙ୍କ ଘରକୁ ଯାଇଥିଲେ ଏବଂ ସୋମବାର ସକାଳୁ ସେଠାରୁ ନିଖୋଜ ହୋଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ ପଦକ ଜିତିଲେ ଗଞ୍ଜାମର ୩ ଖେଳାଳି, ଛୁଟୁଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ରାଜସ୍ଥାନର ଜୟପୁରଠାରେ ଅନୁଷ୍ଠିତ ଦ୍ୱିତୀୟ ଜାତୀୟ ପାରା ଅସିଚାଳନା ପ୍ରତିଯୋଗିତାରେ ଦଶରୁ ଅଧିକ ପଦକ ଜିତିଛନ୍ତି ଗଞ୍ଜାମର ୩ ଖେଳାଳି। ଛତ୍ରପୁର ଗିଲିଟିପେଟା…

ହୋମଗାର୍ଡ ପରୀକ୍ଷାରେ ଆସିଲା ଦୁର୍ନୀତି ଅଭିଯୋଗ: ଏସ୍‌ପିଙ୍କୁ ତଦନ୍ତ ପାଇଁ ଦାବିପତ୍ର ପ୍ରଦାନ କଲେ ପ୍ରାର୍ଥୀ

ଛତ୍ରପୁର,୩୦।୩ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ହୋମଗାର୍ଡ ପରୀକ୍ଷାରେ ମହାଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଛି। ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଧୀନରେ ଫର୍ମପୂଣର କରି ପରୀକ୍ଷା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

୩୧ରେ ସରିଯିବ ଧାନ ସଂଗ୍ରହ ପ୍ରକ୍ରିୟା, ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ

ବରଗଡ଼,୩୦।୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩୧ତାରିଖରେ ଏହି ପ୍ରକ୍ରିୟା ଶେଷ ହୋଇଯିବ। ଅନ୍ୟପଟେ ଏବେ ମଧ୍ୟ ବରଗଡ଼…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପୁରୀ,୩୦।୩(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍‌ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ…

ଆସ ଷ୍ଟେଶନରେ ଛାଡିଦେବୁ କହି ମହିଳାଙ୍କୁ ଗଣବଳାତ୍କାର

ଭୁବନେଶ୍ୱର,୩୦।୩: ରାଜଧାନୀରେ ଚାଞ୍ଚଲ୍ୟ। ମହିଳାଙ୍କୁ ଷ୍ଟେଶନରେ ଛାଡିଦେବାକୁ କହି ଗଣବଳାତ୍କାର କଲେ ୨ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ତମାଣ୍ଡୋ ଥାନା ଅଞ୍ଚଳରେ। ପୀଡ଼ିତା ଜଣଙ୍କ ପଶ୍ଚିମବଙ୍ଗର…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri