ମା’ କୋଳରେ ଶୋଇଥିବା ବେଳେ କାମୁଡ଼ିଲା ସାପ, ଶିଶୁପୁତ୍ରର ଜୀବନ ଗଲା

ପାଟଣା,୮ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କୁଠାଘର ନୂଆଗାଁରେ ମାମୁଘରେ ଜଣେ ୬ ମାସ ଶିଶୁପୁତ୍ରର ଗୁରୁବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ମୃତ ଶିଶୁପୁତ୍ର ଜଣକ ହେଉଛନ୍ତି ପାଟଣା ଥାନା ଟେଣ୍ଡେରା ପଞ୍ଚାୟତ ବାରଟଣିଆ ଗ୍ରାମର ଥାନା ନରେଶ ମୁଣ୍ଡାଙ୍କ ୬ ମାସର ଦିବ୍ୟ ରଞ୍ଜନ।

ସୂଚନାନୁଯାୟୀ, ରଶ୍ମିତା ବାପଘର ଗାଁ ନୂଆଗାଁକୁ ଆସିଥିବା ବେଳେ ଏଭଳି ଅଘଟଣ ଘଟିଛି। ଶିଶୁପୁତ୍ରକୁ ଗୁରୁବାର ରାତିରେ ମା’ କୋଳରେ ଶୋଇଥିବା ବେଳେ ବିଷଧର ସାପ କାମୁଡ଼ି ଦେଇଥିଲା। ପରିବାର ଲୋକେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ହେଁ ଡାକ୍ତର ଶିଶୁପୁତ୍ରକୁ ମୃତ ଘୋଷଣା କରିଛନ୍ତି। ଶିଶୁପୁତ୍ରର ମୃତ୍ୟୁକୁ ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ତିହିଡି, ୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରରେ ରଜ ସଂକ୍ରାନ୍ତି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଛି। ବାବା ଆଖଣ୍ଡଳମଣିଙ୍କ…

ପୋଡାମରାଇ-ଆଳକଣା ପୋଷ୍ଟ ଅଫିସରେ ମହାଘୋଟାଲା ଆଶଙ୍କା! ପୋଷ୍ଟମାଷ୍ଟର ନିଖୋଜ, ଡାକଘର ଆଗରେ ଜମାକାରୀ….

ଆଳି,୧୫।୬(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ପୋଷ୍ଟଅଫିସ ଅଧୀନରେ ଥିବା ପୋଡାମରାଇ -ଆଳକଣା ଶାଖା ଡାକଘରେ ତାଲା ଝୁଲାଇ ଦେଇ ଫେରାର ହୋଇ ଯାଇଛନ୍ତି ପୋଷ୍ଟମାଷ୍ଟର…

କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା:ଅନୁମତି ପତ୍ର ଦେଇ ଫେରାଇନେଲା ପୋଲିସ ପ୍ରଶାସନ

କଟକ ସଦର,୧୫।୬(ସୁଶାନ୍ତ କୁମାର ଜେନା) ୪୨ ମୌଜା ଅନ୍ତର୍ଗତ କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା ଉପରେ ୟୁନିୟନ ଫର କଟକ ସଦର ଡେଭଲପମେଣ୍ଟର ସଭାପତି ଘଟଣାର…

ବହୁ ଖୋଜାଖୋଜିି ପରେ ବି ମିଳିଲେନି: ଏବେ ଜଙ୍ଗଲରେ…

ଭଞ୍ଜନଗର, ୧୫।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ତାରସିଂ ଥାନା ପୋଲିସ ସୋମବାର ବ୍ରାହ୍ମଣପଦର ନିକଟସ୍ଥ ଜଙ୍ଗଲରୁ ଜଣେ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ…

ପୋଖରୀର ଦୂଷିତ ପାଣି ପିଉଛନ୍ତି ଗ୍ରାମବାସୀ

ମହାକାଳପଡ଼ା,୧୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟ୍‌ଛେଲା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି। ମହିଳାମାନେ ପାନୀୟଜଳ ସମସ୍ୟା ଯୋଗୁ ଗଡ଼ିଆ, ପୋଖରୀର…

କେନାଲ ଗଛରେ ଝୁଲୁଛି ମେଡିକାଲ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୫।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଉଦେପୁର-ଗୋପିନାଥପୁର କେନାଲ ନିକଟସ୍ଥ ଏକ ଗଛରୁ ସୋମବାର ଜଣେ ମେଡିକାଲ କର୍ମଚାରୀଙ୍କ ଝୁଲନ୍ତା ମୃତ…

ସର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ: ୩ ବଖରା ଘର ଜଳିପୋଡ଼ି ଛାରଖାର

ତିହିଡି,୧୫।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ କୋଠାର ପଞ୍ଚାୟତର ମହନ୍ତ ସାହିରେ ସୋମବାର ଏକ ଅଭାବନୀୟ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁବାସ ଚନ୍ଦ୍ର ସେଠୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri