ପୋଖରୀରେ ବୁଡ଼ି ଶିଶୁ ମୃତ

ପରଜଙ୍ଗ,୨୮।୩: ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପଥରଖମ୍ବ ସ୍ଥିତ ବଡ଼ଥାଳିଆ ପୋଖରୀରେ ବୁଡ଼ି ରବିବାର ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସ୍ଥାନୀୟ ମୁଣ୍ଡାସାହିର ବିଭୁ ପିଙ୍ଗୁଆଙ୍କ ୪ ବର୍ଷର ପୁଅ ରୋଶନ। ମଧ୍ୟାହ୍ନରେ ରୋଶନ ସାଙ୍ଗମାନଙ୍କ ସହ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ଅସାବଧାନତାରୁ ସେ ଗଭୀର ପାଣିରେ ବୁଡ଼ିଯାଇଥିଲେ। ଖବର ପାଇ ପରିବାର ଲୋକେ ପହଞ୍ଚତ୍ ରୋଶନଙ୍କୁ ଉଦ୍ଧାର କରି କାମାକ୍ଷାନଗର ମେଡିକାଲକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଦୋଳପୂର୍ଣ୍ଣିମାରେ ଏଭଳି ଅଘଟଣକୁ ନେଇ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁସ୍ଥ ହେଲେ ୬୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୧।୨- ଓଡ଼ିଶାରେ ଗୁରୁବାର ୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂକ୍ୟା ୩,୩୩,୨୮୦ରେ ପହଞ୍ଚିଛି। ଖୋର୍ଦ୍ଧା,...

ଜାତୀୟ ରାଜପଥ ପାଇଁ ଅର୍ଥନୈତିକ ଅବରୋଧ: ଚେତାବନୀମରଣଯନ୍ତା ପାଲଟିଛି ଜାତୀୟ ରାଜପଥ ୩୫୩

ନୂଆପଡା ଅଫିସ,୨୦ା୫: ନୂଆପଡା ଜିଲାର ଲାଇଫ ଲାଇନ କୁହାଯାଉଥିବା ନୂଆପଡା-ଖଡିଆଳ ୩୫୩ ନମ୍ବର ଜାତୀୟ ରାଜପଥ ନିର୍ମାଣ କାମ ଆଜକୁ ୫/୬ବର୍ଷ ଆରମ୍ଭ ହୋଇଥିଲେ ହେଁ...

ମାଓବାଦୀଙ୍କ ବିରୋଧରେ ପୁଣି ଗର୍ଜିଲେ ଯୋଡାମ୍ବ ପଞ୍ଚାୟତବାସୀ

ଚିତ୍ରକୋଣ୍ଡା,୭।୬: ମାଓବାଦୀଙ୍କ କାର୍ଯ୍ୟକଳାପକୁ ବିରୋଧ କରି ପୁଣି ଗର୍ଜିଲେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ଯୋଡାମ୍ବ ପଞ୍ଚାୟତବାସୀ। ସ୍ବାଭିମାନ ଅଞ୍ଚଳ ଆଦିବାସୀ ବିକାଶ ଶାନ୍ତି...

ଭାଜପାର ‘ସେବା ହିଁ ସଙ୍ଗଠନ’ ଇ-ବୁକ୍‌ ଉନ୍ମୋଚିତ

ଭୁବନେଶ୍ୱର,୧।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡାଙ୍କ ଆହ୍ବାନକ୍ରମେ ଭାଜପା କାର୍ଯ୍ୟକର୍ତ୍ତାମାନେ ଭାରତୀୟ ପରମ୍ପରା ‘ନର ସେବା-ନାରାୟଣ ସେବା’କୁ ସମ୍ମାନ ଜଣାନ୍ତୁ। ଏହି...

୪୬୪.୭୨ କୋଟିର ୪ ପ୍ରକଳ୍ପ ଅନୁମୋଦିତ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ମହାମାରୀ ସତ୍ତ୍ୱେ ଶିଳ୍ପ କ୍ଷେତ୍ରକୁ ଅଗ୍ରାଧିକାର ଦେଉଛନ୍ତି ସରକାର। ରାଜ୍ୟରେ ମେଟାଲ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଆଦି ୪ଟି ଶିଳ୍ପ କ୍ଷେତ୍ରରେ...

ଉପକୂଳ ରାଜପଥ ନିର୍ମାଣ ଦାବି

ପୁରୀ ଅଫିସ, ୪ା୧୧: କେନ୍ଦ୍ର ସରକାର ଭାରତମାଳା ଯୋଜନାରେ ଉପକୂଳ ରାଜପଥ ନିର୍ମାଣ ଘୋଷଣା କରିଛନ୍ତି। ମାତ୍ର ଗତ ୬ବର୍ଷ ହେଲା ଏହି ପ୍ରକଳ୍ପ ଆଗକୁ...

ମଦ୍ୟପାନରେ ଓଡ଼ିଶା ଆଗରେ

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ସର୍ବଭାରତୀୟ ହାର ଅପେକ୍ଷା ଓଡ଼ିଶାରେ ଅଧିକ ହାରରେ ପୁରୁଷମାନେ ମଦ୍ୟପାନ କରନ୍ତି। ସେହିଭଳି ଏହି କ୍ଷେତ୍ରରେ ଓଡ଼ିଶାର ମହିଳାମାନେ ବି ସର୍ବଭାରତୀୟ ହାର ଅପେକ୍ଷା...

୨ ଦିନ ମଧ୍ୟରେ ସ୍ଥିର ହେବ ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା

ଭୁବନେଶ୍ୱର,୮।୯(ବ୍ୟୁରୋ): ପାର୍ବଣ କଟକଣାକୁ ତୀବ୍ର ବିରୋଧ ପରେ ଶେଷରେ ରାଜ୍ୟ ସରକାର ସାମାନ୍ୟ ନରମିଛନ୍ତି । ପାର୍ବଣ ନେଇ ଜାରି ହୋଇଥିବା ଗାଇଡ୍‌ଲାଇନ୍‌ରେ ମା’ ଦୁର୍ଗାଙ୍କ...

Advertisement
Archives

Model This Week