Posted inଫୁରସତ

ମା’ ଛିଡ଼ା ହୋଇଥିବା ବେଳେ ଛୁଆ ହାତୀ କଲା ଏମିତି, ଭିଡିଓ ଭାଇରାଲ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ମା’ ହାତୀ ଛିଡ଼ା ହୋଇଥିବା ବେଳେ  ଛୁଆ ହାତୀ ତାର ଶୁଣ୍ଢରେ ପାଣି ନେଇ ଦେହସାରା ପକାଉଛି। ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷ ପରେ ଅବସର ନେଇ ଫେରିଲେ ସେନା, ହାତ ପାପୁଲି ରଖି ସ୍ୱାଗତ କଲେ ଗାଁଲୋକେ

ଭୋପାଳ,୫ ।୨: ଦେଶର ସୀମାରେ ଜାଗ୍ରତ ପ୍ରହରି ସାଜି ନିଜ ଜୀବନକୁ ବାଜି ଲଗାଇ ଦେଶକୁ ସୁରକ୍ଷା ଯୋଗାଇଥାଆନ୍ତି ବୀର ଯବାନ । ଏମାନଙ୍କ ଦେଶଭକ୍ତି...

ଭ୍ରୁଲତା ଥିବା କୁକୁର

ରୁଷିଆର ବ୍ରତ୍‌ସ୍କର ଗଳିରେ ଏକ ୧୦ ଦିନିଆ କୁକୁର ଛୁଆ ବୁଲୁଥାଏ। ଧଳାରଙ୍ଗର ଏହି କୁକୁର ଛୁଆଟିର ଥିଲା ଭ୍ରୁଲତା। ଓକ୍ସାନା ନାମ୍ନୀ ଜଣେ ମହିଳା...

ଗାଈଙ୍କ ପାଇଁ ଭର୍ଚୁଆଲ ରିୟଲିଟି ହେଡସେଟ୍‌

ଭର୍ଚୁଆଲ ରିୟଲିଟି ହେଡସେଟ୍‌ ପିନ୍ଧି ଗେମ୍‌ ଖେଳିବାର ମଜା ଅନେକେ ଉଠାଇଥିବେ। ଏହାବ୍ୟତୀତ ଏହା ମହାକାଶଚାରୀ, ବିମାନଚାଳକଙ୍କ ତାଲିମରେ ବି ବ୍ୟବହୃତ ହୁଏ। ତେବେ ଏଭଳି...

ବିଦେଶୀ ମହିଳାଙ୍କ ଜୀବନ ବଦଳାଇ ଦେଲା ‘ଦେଶୀ ଚା’

ବିଶ୍ୱର କିଛି ଲୋକପ୍ରିୟ ପାନୀୟ ମଧ୍ୟରେ ଚା’ ଅନ୍ୟତମ। ଦିନର ଆରମ୍ଭ ହୁଏ ଚା’ ସହିତ। ଭାରତରେ ଚା’ର ଲୋକପ୍ରିୟତା ଢେର୍‌ ଅଧିକ। ରାସ୍ତାକଡଠାରୁ ଆରମ୍ଭ...

ଅନ୍‌ଲାଇନ୍‌ରେ ଅର୍ଡର କରିଥିଲେ ୧.୪୦ ଲକ୍ଷ ଟଙ୍କାର କ୍ୟାମେରା, ପ୍ୟାକେଟ୍‌ ଭିତରୁ ବାହାରିଲା ଏମିତି

ମହାମାରୀ କରୋନା ଯୋଗୁ ଦେଶର ଅନେକ ସ୍ଥାନରେ ତାଲା ପଡିଛି। ଆଜିକାଲି ବାହାରକୁ ଯାଇ ନ ପାରି ଲୋକମାନେ ଅନଲାଇନ ସପିଂକୁ ଗୁରୁତ୍ୱ ଦେଉଛନ୍ତି। ଏଥିରେ...

ସାଇକେଲରେ ବୃଦ୍ଧାଙ୍କ ବୈଷ୍ଣୋଦେବୀ ଯାତ୍ରା: ଭିଡିଓ ଭାଇରାଲ

ମୁମ୍ବାଇ,୨୧।୧୦-ଦୃଢ଼ ଇଚ୍ଛାଶକ୍ତି ଓ ମନୋବଳ ଆଗରେ ଯେ କୌଣସି ଅସମ୍ଭବ କାର୍ଯ୍ୟ ସମ୍ଭବ ହୋଇଥାଏ। ମହାରାଷ୍ଟ୍ରର ବୁଲ୍‌ଢ଼ାଣା ଜିଲା ଖାମଗାଁଓ ଅଞ୍ଚଳର ଜଣେ ୬୮ ବର୍ଷିୟା...

ଫ୍ଲୋରାଇଡ୍‌ ଯୋଗୁ ବଢ଼ିପାରୁନି ଏହି ଗାଁଲୋକଙ୍କ ଆୟୁଷ

ଏଭଳି ଏକ ଗାଁ ଅଛି, ଯେଉଁଠାରେ ଲୋକ ଦୀର୍ଘାୟୁ ହୋଇ ନ ଥାନ୍ତି। ତାଙ୍କର ଜୀବନକାଳ ବହୁତ୍‌ କମ୍‌। ସେଠାରେ ପରିସ୍ଥିତି ଏଭଳି ହୋଇଛି ଯେ,...

ଗର୍ଭବତୀ ମା’ଠାରୁ ନବଜାତକକୁ ହେବନାହିଁ କରୋନା!

ବେଜିଂ,୧୭।୩: କରୋନା ଭାଇରସ ଏବେ ବିଶ୍ୱକୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏହି ଭୂତାଣୁ ଗର୍ଭବତୀ ମା’ଠାରୁ ନବଜାତ ଶିଶୁକୁ ସଂକ୍ରମଣ କରିବ ନାହିଁ ବୋଲି...

Play 250+ Trending Games
Archives

Model This Week

Why Dharitri