କେନାଲ ଭିତରକୁ ମା’ ସହ ଖସିପଡ଼ିଲା ହାତୀଛୁଆ, ଜଗିରହିଲେ ହାତୀପଲ

ଢେଙ୍କାନାଳ,୩୧ା୮(ରତନ ନାୟାର):  ଢେଙ୍କାନାଳ ଜିଲା ହିନ୍ଦୋଳ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ରାସୋଳ ସେକ୍ସନ ଲହଡ଼ାଠାରେ ସାପୁଆ ମୁଖ୍ୟ କେନାଲରେ ଶୁକ୍ରବାର ରାତିରୁ ଫସିଥିଲେ ମା’ ଓ ଛୁଆ ହାତୀ। ଦୀର୍ଘ ୫ ଘଣ୍ଟାର କସରତ ପରେ ଜେସିବି ସହାୟତାରେ ବନ ବିଭାଗ କର୍ମଚାରୀ ଉଭୟଙ୍କୁ ମାଟି ପକାଇ ଉଦ୍ଧାର କରିଛି। ଗତକାଲି ବିଳମ୍ବିତ ରାତିରେ ଏହି ରାସ୍ତା ଦେଇ ଏକ ହାତୀ ପଲ ଯାଉଥିବା ବେଳେ ଅସାବଧାନତାବଶତଃ ମା’ ସହ ଛୁଆ ହାତୀ କେନାଲ ମଧ୍ୟକୁ ଖସି ପଡ଼ିଥିଲା। ହାତୀପଲରେ ଥିବା ଅନ୍ୟ ହାତୀମାନେ ସକାଳ ପର୍ଯ୍ୟନ୍ତ ନିକଟସ୍ଥ ଅଞ୍ଚଳରେ ଜଗି ରହିଥିଲେ। ଖବର ପାଇ ବନ ବିଭାଗ କର୍ମଚାରୀ ସ୍ଥାନୀୟ ଅଞ୍ଚଳରେ ପହଞ୍ଚିବା ସହ ଏକ ଜେସିବି ସହାୟତାରେ ମାଟି ପକାଇ ଉଭୟ ମା’ଓ ଛୁଆ ହାତୀକୁ ଉଦ୍ଧାର କରିଥିଲେ। ପରେ ଉଭୟ ମା’ଛୁଆ ସୁରକ୍ଷିତ ଭାବରେ ନିକଟସ୍ଥ ଜଙ୍ଗଲକୁ ପଳାଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri