Posted inଫୁରସତ

ଗଞ୍ଜାକୁ ଗୋଡ଼ାଉଛି ହାତୀ ଛୁଆ , ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବ ପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ହାତୀ ଛୁଆ ଗଞ୍ଜାକୁ ଗୋଡ଼ାଉ ଥିବା ଦେଖିବାକୁ ମିଳୁଛି। ଗଞ୍ଜା ଦୌଡ଼ୁଥିବା ବେଳେ ହାତୀ ତାହା ପଛେ ପଛେ ଦୌଡ଼ୁଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ରୋଜଗାର ଟଙ୍କା ଅନାଥାଶ୍ରମକୁ ଦେଇଥିଲି: କଣ୍ଠଶିଳ୍ପୀ ସଞ୍ଜିତା ମିଶ୍ର

ଭୁବନେଶ୍ୱରସ୍ଥ ଲକ୍ଷ୍ମୀସାଗରରେ ମୋ ଜନ୍ମ। ହରିହର ଉଚ୍ଚବିଦ୍ୟାଳୟରୁ ମାଟ୍ରିକ୍‌ ପାସ୍‌ କରିବା ପରେ ବିଜେବି କଲେଜରେ ଯୁକ୍ତ ଦୁଇ ପଢିଥିଲି। ସେତେବେଳେ ମୋ ବାପା ଡ....

କଣ୍ଢେଇ ସ୍ତ୍ରୀ

ସବୁ ପୁରୁଷ ଚାହାନ୍ତି ଜୀବନସାଥୀ ଗୁଣବତୀ ହେବା ସହ ମନକୁ ବୁଝିବା ଭଳି ହୋଇଥିବା ଜରୁରୀ। କାମରୁ ଫେରିଲେ ସ୍ନେହରେ ଗଣ୍ଡେ ବାଢି ଦେଉଥିବ। ଦେହ...

ବିସ୍ମୟ ମଣିଷ

କୁହାଯାଏ ଈଶ୍ୱରଙ୍କ ସର୍ବଶ୍ରେଷ୍ଠ ସୃଷ୍ଟି ହେଉଛି ମଣିଷ। ତା’ ମଧ୍ୟରେ ଭରି ରହିଥାଏ ଅସୀମ ଶକ୍ତି। ହେଲେ ଅନେକ ସମୟରେ ସେ ଅଜ୍ଞ ଥାଏ ନିଜ...

ଦ୍ୱିତୀୟ ବିଶ୍ୱଯୁଦ୍ଧରେ ବ୍ୟବହାର ହୋଇଥିଲା ବିମାନ, ପରେ ଏହା ଇଞ୍ଜିନ୍‌ରୁ ତିଆରି ହେଲା କାର୍‌, ଦାମ୍‌ ଜାଣିଲେ…

ଯେତେବେଳେ ଜଣେ ବ୍ୟକ୍ତି କିଛି ଅଲଗା କରିବାକୁ ସ୍ଥିର କରନ୍ତି, ସେତେବେଳେ ବିନା ଭୟ ତଥା ଦ୍ୱିଧାରେ ପ୍ରତ୍ୟେକ କଷ୍ଟ କାମକୁ ପାର୍‌ କରି ଦେଇଥାନ୍ତି।...

ଏହି ଦେଶର ଲୋକଙ୍କ ପ୍ରିୟ ଅସରପା ସର୍ବତ

ଅସରପାକୁ ପ୍ରାୟତଃ ସମସ୍ତେ ଘୃଣା କରନ୍ତି। କେହିକେହି ଏହାକୁ ଭୟ ମଧ୍ୟ କରନ୍ତି। ମାତ୍ର ଚାଇନା ଲୋକଙ୍କ ପାଇଁ ଆୟର ଉତ୍ସ ହୋଇଛି। ଏହାର ଔଧୀୟ...

ଆଇନା କହିବ କେତେ ସୁନ୍ଦର

ସୁନ୍ଦର ଦେଖାଯିବାକୁୂ କିଏ ନ ଚାହେଁ। କିନ୍ତୁ ସମସ୍ତେ ନିଜ ସୁନ୍ଦରତାକୁ ନେଇ ସମ୍ପୂର୍ଣ୍ଣ ଭାବେ ଆଶ୍ୱସ୍ତ ନୁହନ୍ତି। ଯଦି ଏଭଳି ଭାବନା ଆପଣଙ୍କର ବି...

ବାଜପେୟୀ-କାଲାମଙ୍କ ସଫଳ ଉଦ୍ୟମ: ୨୨ ବର୍ଷ ତଳେ ଭାରତ ହୋଇଥିଲା ଆଣବିକ ଶକ୍ତି ସମ୍ପନ୍ନ ରାଷ୍ଟ୍ର

ନୂଆଦିଲ୍ଲୀ,୧୦।୫: ପ୍ରତିବର୍ଷ ମେ ୧୧କୁ ଦେଶବ୍ୟାପି ରାଷ୍ଟ୍ରୀୟ ପ୍ରାଦୌଗିକ ଦିବସ ଭାବେ ପାଳନ କରାଯାଉଛି। ୨୨ ବର୍ଷ ତଳେ ୧୯୯୮ ମେ ୧୧ରେ ଭାରତ ରାଜସ୍ଥାନ...

ଝିଅ ବିବାହ ପୂର୍ବରୁ ବାପାଙ୍କୁ ମୃତ ଘୋଷଣା କଲେ ଡାକ୍ତର: ବିଦା ପରେ ଜୀବନ ଫେରିଲା

କୌଣସି ବ୍ୟକ୍ତିଙ୍କୁ ଡାକ୍ତର ମୃତ ଘୋଷଣା କରିବାର କିଛି ସମୟ ପରେ ପୁଣି ଥରେ ତାଙ୍କର ନିଃଶ୍ୱାସପ୍ରଶ୍ୱାସ ଚାଲିବା ଘଟଣା ଆମେ ବହୁବାର ଶୁଣିବାକୁ ପାଇଛୁ।...

Advertisement
Archives

Model This Week