ହାତୀପଲ ଧସ୍ତାଧସ୍ତି: ଚାପି ହୋଇ ଛୁଆ ହାତୀ ମୃତ

କପ୍ତିପଦା,୨୬ା୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବନାଞ୍ଚଳର ନଟୋ ସଂରକ୍ଷିତ ଜଙ୍ଗଲର କଟୁରିଆ-ଶାଣଦେଇଠାରେ ହାତୀପଲ ମଧ୍ୟରେ ଧସ୍ତାଧସ୍ତି ହୋଇ ଏକ ଛୁଆହାତୀର ମୃତ୍ୟୁ ହୋଇଛି। ଛୁଆହାତୀ ବୟସ ୪ରୁ ୫ ମାସ ହେବ। ଖବରପାଇ ବନବିଭାଗ ପହଞ୍ଚି ମୃତଦେହ ଜବତ କରିଛି।
ଦୁଇଦିନ ପୂର୍ବେ ଏହି ଘଟଣା ଘଟିଥିବା ବନବିଭାଗ ସୂଚନା ଦେଇଛି। ବନଖଣ୍ଡ ଅଧିକାରୀ ସନ୍ତୋଷ ଯୋଶୀ, ଏଆର୍‌ସିସିଏଫ୍‌ ଟି. ଅଶୋକ କୁମାର,ଏସିଫ୍‌ ଦିଲ୍ଲୀପ ବାରିକ ଘଟଣାର ଅନୁଧ୍ୟାନ କରିଛନ୍ତି। କପ୍ତିପଦା ପ୍ରାଣୀ ଚିକିତ୍ସାଧିକାରୀ ମୃତଦେହ ବ୍ୟବଚ୍ଛେଦ କରିବା ପରେ ତାହାକୁ ପୋତି ଦିଆଯାଇଥିଲା। କପ୍ତିପଦା ରେଞ୍ଜ ଅଧିକାରୀ ଅଚ୍ୟୁତାନନ୍ଦ ଦାସ, ବନପାଳ ଅବିନାଶ ଗିରି, ଶରତ ବନପାଳ ଦୀପକ କୁମାର ପାତ୍ର, ନଟୋ ବନପାଳ ଶିରିଶ କୁମାର ଦଳେଇ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୀମ୍‌ସାର: ଫେରିଯିବ କ୍ୟାନ୍‌ସର କେୟାର ସେଣ୍ଟର ପାଇଁ ଆସିଥିବା ୪୫ କୋଟି ଟଙ୍କା

ସମ୍ବଲପୁର,୧।୬(ବ୍ୟୁରୋ) ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ(ଭୀମ୍‌ସାର)ରେ ଏକ କ୍ୟାନ୍‌ସର କେୟାର ସେଣ୍ଟର ଖୋଲିବା ପାଇଁ...

କଟକଣା ସତ୍ତ୍ୱେ ଛତ୍ରବଜାରରେ ଭିଡ଼: ଜିଲା ପ୍ରଶାସନ ପଦକ୍ଷେପ ନେବାକୁ ଦାବି

କଟକ ଅଫିସ,୨୫।୩: କରୋନା (କୋଭିଡ୍‌-୧୯)ର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଓଡ଼ିଶାକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ମାତ୍ର କଟକ ଛତ୍ରବଜାରରେ ଏହି କଟକଣାକୁ ଲୋକେ...

ଓଡ଼ିଆ ଯବାନଙ୍କ ଅକାଳ ବିୟୋଗ

ବାଲିଆପାଳ,୩।୫(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ନିଖିରା ପଞ୍ଚାୟତ ଅଧୀନ ନିଖିରା ଗ୍ରାମର ମଧୁସୂଦନ ବାରିକଙ୍କ ଏକମାତ୍ର ପୁଅ ନୌସେନା ରକ୍ଷାମନ୍ତ୍ରଣାଳୟର ସିଭିଲିଆନ ଭାବେ କାର୍ଯ୍ୟରତ...

କୋଭିଡ୍‌ ଆମ୍ବୁଲାନ୍ସ ବିଲ୍‌ ମିଳୁନି, ଧାରଣାରେ ବସିଲେ ଚାଳକ

ପାତ୍ରପୁର,୧୧ା୬(ଡି.ଏନ୍‌.ଏ.)- ପାତ୍ରପୁର ବ୍ଲକରେ ଲାଗିଥିବା ୨କରୋନା ଆମ୍ବୁଲାନ୍ସର ୫ ସପ୍ତାହ ହେଲା ବିଲ୍‌ ହୋଇନାହିଁ। ଏଥିସହ ଚାଳକଙ୍କୁ ମଧ୍ୟ ଖାଇବା ଖର୍ଚ୍ଚ ଦିଆଯାନାହିଁ। ଏହାର ପ୍ରତିବାଦରେ...

ପାଣି ନାହିଁ: କ୍ଷେତ ଚରାଭୂଇଁରେ ପରିଣତ

ରାଜନଗର,୨୭।୭(ଭାସ୍କର ରାଉତରାୟ)ଶ୍ରାବଣରେ ଯେଉଁ ଚାଷଜମିରେ ଧାନଗଛ ଲହରି ମାରିବା କଥା, ସେହି ଜମି ଏବେ ବେଣା ଓ ଘାସବୁଦାମାନ ଶୋଭା ପାଉଛି। ଶ୍ରାବଣ ମାସରେ ଚାଷଜମି...

୧୪ ଭକ୍ତଙ୍କୁ ନେଇ ଚଡ଼କମେଳା

ଭୋଗରାଇ, ୧୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତା ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କମେଳାର ଶନିବାର ଥିଲା...

ଜାଗରରେ ଅଘଟଣ: ଦୀପ ନିଆଁରେ ପୋଡ଼ି ମହିଳା ଗୁରୁତର

ବ୍ରହ୍ମପୁର ଅଫିସ,୨୧।୨: ପବିତ୍ର ମହାଶିବରାତ୍ରି ଅବସରରେ ଜଣେ ମହିଳା ମନ୍ଦିର ଯାଇଥିବା ବେଳେ ସେଠାରେ ଏକ ଅଘଟଣ ଘଟିଛି। ଗଞ୍ଜାମ ଥାନା ଅନ୍ତର୍ଗତ ଝାଡ଼କୁଦା ଗ୍ରାମର...

ସଙ୍ଗରୋଧକାରୀଙ୍କୁ ପ୍ରାର୍ଥନା, ଯୋଗ କରିବାକୁ ପରାମର୍ଶ ଦେଉଛନ୍ତି ପ୍ରଧାନଶିକ୍ଷକ

ମାଲକାନଗିରି,୬ା୫ (ଡି.ଏନ୍‌.ଏ.): ଶ୍ରମିକଙ୍କୁ ବାହାର ରାଜ୍ୟରୁ ଫେରାଇ ଆଣିବା ନେଇ ରାଜ୍ୟ ସରକାର ବ୍ୟବସ୍ଥା କରିବା ପରେ ମାଲକାନଗିରି ଜିଲାକୁ ପ୍ରତ୍ୟେହ ହଜାର ହଜାର ଶ୍ରମିକ...

Advertisement
Archives

Model This Week