କରେଣ୍ଟ ଲାଗି ହାତୀଛୁଆର ଜୀବନ ଗଲା

ବୁଗୁଡ଼ା,୧୩ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ବେଲପଡ଼ା ଓ ପିଡିପୁର ଶାସନ ମଝିରେ ଥିବା ଏକ ଧାନ କିଆରୀରେ ବିଦ୍ୟୁତ୍‌ କରେଣ୍ଟ ଲାଗି ଏକ ହାତୀଛୁଆର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ବିଦ୍ୟୁତ୍‌ ବିଭାଗ କର୍ମଚାରୀମାନେ ପହଞ୍ଚି ଥିବା ବେଳେ ବନବିଭାଗ ପକ୍ଷରୁ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି। ବିଦ୍ୟୁତ୍‌ ଫାଶରେ ବନ୍ୟଜନ୍ତୁ ଶିକାର ପାଇଁ ବିଛାଯାଇ ଥିବା ତାରରେ ଲାଗି ହାତୀଛୁଆର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ହାତୀ ଶୁଣ୍ଢରେ କରେଣ୍ଟ ଲାଗିଥିବା ଚିହ୍ନ ଦେଖାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri