ପାଣି କୁଣ୍ଡରେ ଗଳିପଡ଼ିଥିଲା ହାତୀ ଛୁଆ, ଭଙ୍ଗା ହେବା ପରେ ଟେକି ନେଲା ମା’

ବାରିପଦା ଅଫିସ,୨।୪: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଗାଁ ଅମର୍ଦାର ନିକଟରେ ଥିବା ଦଶ ଫୁଟ ଗଭୀର ପାଣି କୁଣ୍ଡ ଭିତରୁ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ଶୁକ୍ରବାର ଭୋରୁ ହାତୀ ଛୁଆଟି କୁଣ୍ଡରେ ଗଳି ପଡ଼ିଥିବା ଖବର ପାଇ ବନ ବିଭାଗର ଏକ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚି ଥଲେ୍‌ । ଜେସିବି ମେଶିନ ସାହାଯ୍ୟରେ ପାଣି କୁଣ୍ଡକୁ ଭଙ୍ଗାଯାଇଥିଲା। ପରେ ସେଠାରେ ଉପସ୍ଥିତ ଥିବା ମା’ ହାତୀ ଛୁଆଟିକୁ ଉଠାଇ ନେଇ ଜଙ୍ଗଲ ଆଡ଼କୁ ପଳାଇଯାଇଛି । ହାତୀ ଛୁଆର କିଛି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି । ତେବେ ଗତ କିଛି ଦିନ ହେଲାଣି ପଶ୍ଚିମବଙ୍ଗ ସୀମା ପଟୁ ଏକ ଛଅ ଟିକିଆ ହାତୀପଲ ଗାଁଅମରଦା ପାଖ ଜଙ୍ଗଲରେ ବୁଲୁଥିବା ଜଣାପଡିଛି । ସେମାନଙ୍କ ଗତିବିଧି ଉପରେ ବନବିଭାଗ ନଜର ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ହରିଲୁଟ ହେଉଛି ଉଦ୍ୟାନ କୃଷି ସହାୟତା

ଯାଜପୁର ଅଫିସ,୧୭ା୨:ପ୍ରାକୃତିକ ବିପର୍ଯ୍ୟୟରେ ବହୁ ବର୍ଷର ସଞ୍ଚିତ ସମ୍ବଳ, ବୃକ୍ଷଲତା, ପଲ୍ଲିଜୀବନ, ଗୃହପାଳିତ ପଶୁପକ୍ଷୀ ଆଦି ପ୍ରଭାବିତ ହେଉଛନ୍ତି ା କୃଷକଙ୍କ ସହିତ ସାଧାରଣ ଜନତା...

ଗଞ୍ଜାମରେ ୭.୮୨ ଲକ୍ଷ ଲୋକଙ୍କ ହେଲାଣି ସ୍ବାସ୍ଥ୍ୟ ସ୍କ୍ରିନିଂ

ଛତ୍ରପୁର,୨୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସମସ୍ତ ଘରକୁ ଘର ଯାଇ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଗତ ୧୯ ତାରିଖରୁ ଚାଲିଛି। ଗଞ୍ଜାମରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା...

ସ୍ବାସ୍ଥ୍ୟକେନ୍ଦ୍ରରେ ପଶିଲା ପାଣି

ଭଦ୍ରକ ଅଫିସ, ୭।୭ – ଭଦ୍ରକ ଉପକଣ୍ଠ ବରପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ଷାପାଣି ପଶିଛି। ଏବେ ଆଣ୍ଠୁଏ ଲେଖାଏ ପାଣି ଜମି ରହିଛି। ଏହି କାରଣରୁ...

ଭିଡ଼ିଓ ଭାଇରାଲ ହେବାପରେ ଧରାପଡିଲେ ଇତିହାସ ଅଧ୍ୟାପକ

ବାଲେଶ୍ୱର ଅଫିସ,୨୬।୬: ବାଲେଶ୍ୱର ସହର ଆଇଟିଆଇସ୍ଥିତ ଆର୍ଟ କଲେଜର ଜଣେ ଯୁକ୍ତ ୨ ଛାତ୍ରୀଙ୍କୁ ଅଧ୍ୟାପକ ଅସଦାଚରଣ କରିଥିବା ନେଇ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ...

ଧାନ ବିକ୍ରି କରିପାରୁନି ଚାଷୀ: ସମବାୟ ସମିତି ସମ୍ମୁଖରେ ଧାରଣା

ଓପଦା, ୧୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ତଳକିଆ ପଞ୍ଚାୟତର ତଳକିଆ ସେବା ସମବାୟ ସମିତି ସରକାରୀ ମଣ୍ଡିରେ ଧାନ ବିକ୍ରୟ ପାଇଁ ପଞ୍ଜୀକରଣ କରିଥିବା...

ଆଶୀର୍ବାଦଙ୍କ ଜାମିନ ଆବେଦନ ଶୁଣାଣି: ହାଇକୋର୍ଟରେ ଅତିରିକ୍ତ ସତ୍ୟପାଠ ଦାଖଲ

କଟକ ଅଫିସ, ୧୫ା୧୧- ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କ ଜାମିନ ଆବେଦନର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ଏହି ଶୁଣାଣିରେ ଆଶୀର୍ବାଦଙ୍କ...

ବାଲଟ ପେପର ଛଡ଼ାଇନେଲେ ଏଜେଣ୍ଟ, ନିର୍ବାଚନ ବାତିଲ

ଭଦ୍ରକ ଅଫିସ,୨୪ା୨: ଭଦ୍ରକ ଜିଲା ଧାମନଗର ବ୍ଲକ କଟସାହି ପଞ୍ଚାୟତ ୧ ନମ୍ବର ଓ୍ବାର୍ଡରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଜଣେ ଏଜେଣ୍ଟ ବୁଥ୍‌ରୁ ବାଲଟ...

ଜିଲାପାଳଙ୍କ କ୍ଷମତା ପ୍ରୟୋଗ କଲେ ନୁନୁକାପଶି ସରପଞ୍ଚ; ବଇଣ୍ଡା ଅଞ୍ଚଳକୁ ୭୨ଘଣ୍ଟା ସଟ୍‌ଡାଉନ ଘୋଷଣା

ବଇଣ୍ଡା,୧୦।୫(ଡି.ଏନ.ଏ.)-ଅନୁଗୋଳ ଜିଲାରେ ରବିବାର ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ କିଶୋରନଗର ବ୍ଲକ ନୁନୁକାପଶି ସରପଞ୍ଚ ଜଳଧର ସାହୁ ଜିଲାପାଳଙ୍କ କ୍ଷମତା ପ୍ରୟୋଗ...

Advertisement
Archives

Model This Week