ଶିଶୁକନ୍ୟାଙ୍କ ଜୀବନ ନେଲା ପାଳଗଦା ନିଆଁ

ଝରିଗାଁ,୧୪ା୨: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତର କୁସୁମବାହାଲ ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପାଳଗଦା ନିଆଁରେ ପୋଡ଼ି ଜଣେ ୬ବର୍ଷର ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗାଁର ଡମୁ ଜାନିଙ୍କ ଝିଅ ସମ୍ବାରୀ(୬)। ସେ ଘର ପାଖରେ ନିଆଁପୁଇଁବା ବେଳେ ପାଳଗଦାରେ ନିଆଁ ଲାଗିଯାଇଥିଲା। ଝିଅର ଚିତ୍କାର ଶୁଣି ମା’ବାପା ପହଞ୍ଚି ଥିଲେ। ଗ୍ରାମବାସୀଙ୍କ ସହାୟତାରେ ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଝରିଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ତେବେ ଶରୀରର ପ୍ରାୟ ୯୦ ପ୍ରତିଶତ ପୋଡ଼ିଯାଇଥିବାରୁ ଚିକିତ୍ସାଧୀନ ଅବସ୍ଥାରେ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ମହାତ୍ମା ଗାନ୍ଧୀଙ୍କ ଉପରେ ସ୍ବତନ୍ତ୍ର ଆଲୋଚନା ଆଜି

ଭୁବନେଶ୍ୱର,୨୩।୩(ବ୍ୟୁରୋ):  ମଙ୍ଗଳବାର ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଗସ୍ତକୁ ଶହେ ବର୍ଷ ପୂରଣ ହେବ। ସେଥିପାଇଁ ବିଧାନସଭାରେ ଏକ ସ୍ବତନ୍ତ୍ର ଆଲୋଚନା ହେବ। ଏ ନେଇ ସର୍ବସମ୍ମତି...

ତପ୍ତପାଣି ଘାଟିରେ ଓଲଟିଲା ପିକ୍‌ନିକ୍‌ ବସ୍‌ ୩୫ରୁ ଊଦ୍ଧର୍‌ବ ଆହତ, ୧୯ ଗୁରୁତର

ଦିଗପହଣ୍ଡି,(ଡି.ଏନ୍‌.ଏ.)/ପାଟପୁର,୨୪ା୧୨- ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟିରେ ସୋମବାର ରାତି ପ୍ରାୟ ୮ଟାରେ ଏକ ପିକ୍‌ନିକ୍‌ ବସ୍‌ ଓଲଟି ପଡିବାରୁ ୩୫ରୁ ଊଦ୍ଧର୍‌ବ...

ମଧ୍ୟାହ୍ନଭୋଜନ ଚାଉଳ ଚୋରି ଅଭିଯୋଗ

ରେମୁଣା, ୯।୮(ଡି.ଏନ.ଏ.)-ବିଦ୍ୟାଳୟରେ ଦିଆଯାଉଥିବା ମଧ୍ୟାହ୍ନଭୋଜନ ପାଇଁ ଯୋଗାଇ ଦିଆଯାଉଥିବା ୫୦ କିଲୋ ଚାଉଳ ବ୍ୟାଗ୍‌ରୁ ୫ରୁ ୧୦ କିଲୋ ପର୍ଯ୍ୟନ୍ତ ଯୋଗାଣକାରୀ ସଂସ୍ଥା ଦ୍ୱାରା ହେରଫେର...

ପ୍ରସଙ୍ଗକୁ ଜୋର୍‌ଦାର କର: ଚେଲ୍ଲାକୁମାର

ଭୁବନେଶ୍ୱର, ୧୯ା୨(ବ୍ୟୁରୋ):କଂଗ୍ରେସ ସଙ୍ଗଠନକୁ ମଜଭୁତ କରିବା ପାଇଁ ଦଳର ରାଜ୍ୟ ପ୍ରଭାରୀ ଚେଲ୍ଲାକୁମାର ବିଭିନ୍ନ ନେତାଙ୍କ ସହ ଗୁରୁବାର ଆଲୋଚନା କରିଛନ୍ତି। କ’ଣ ପାଇଁ ଦଳର...

ପିପିଲି ଉପନିର୍ବାଚନ: ରାଲି, ସଭାସମିତି କରିବନି ବିଜେଡି

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ(ବିଜେଡି) ଆସନ୍ତା ପିପିଲି ଉପନିର୍ବାଚନ ପାଇଁ ରାଜନୈତିକ ଶୋଭାଯାତ୍ରା ଓ ସଭାସମିତି...

୨୭ରୁ ଖୋଲିବ ଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ପରେ ଏବେ ଲିଙ୍ଗରାଜ ମନ୍ଦିର ଖୋଲାଯିବ। ଆସନ୍ତା ୨୭ ତାରିଖରୁ ମନ୍ଦିର ଖୋଲିବ। ଏନେଇ ପ୍ରଶାସନିକ ବୈଠକରେ ନିଷ୍ପତ୍ତି ନିଆଯାଇଛି। ୨୭ରୁ...

୫୯ ବସ୍ତା ଗଞ୍ଜେଇ ବୋଝେଇ ଗାଡ଼ି ଜବତ : ଏକଜିକ୍ୟୁଟିଭ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତଦନ୍ତ, ମାଷ୍ଟର ମାଇଣ୍ଡ ଫେରାର

ଦିଗପହଣ୍ଡି,୪ା୨(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଏକ ଗଞ୍ଜେଇ ବୋଝେଇ ଗାଡ଼ି ଜବତ କରବା ସହ ଜଣକୁ ଗିରଫ କରିଛି। ଗଜପତି ଜିଲାର ବିଭିନ୍ନ ଅଞ୍ଚଳରୁ...

ମୁମ୍ବାଇରୁ ଫେରିଥିଲେ କଟକ ସହରର ଏକମାତ୍ର ଆକ୍ରାନ୍ତ

କଟକ ଅଫିସ,୧୩।୬: କଟକ ଜିଲାରୁ ଶୁକ୍ରବାର ମୋଟ ୯୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ମାତ୍ର ଜଣେ ଆକ୍ରାନ୍ତ କଟକ ସହରର। ସେ...

Advertisement


Archives

Model This Week