ଡେକଚି ପାଣିରେ ବୁଡି ଚାଲିଗଲା ଶିଶୁକନ୍ୟାର ଜୀବନ

ମାଧପୁର,୧୮।୯-ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ କନ୍ଧପଡା ପଞ୍ଚାୟତ ମନରବେଡ଼ା ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଡେକଚି ପାଣିରେ ବୁଡି ଜଣେ ଶିଶୁକନ୍ୟା ମୃତ୍ୟୁବରଣ କରିଛନ୍ତି।
ସୂଚନାଅନୁସାରେ, ଗ୍ରାମର ଅଶୋକ କୁମୁରାଙ୍କ ପତ୍ନୀ ଆରତୀ କୁମୁରା ରୋଷେଇ କରୁଥିବା ସମୟରେ ତାଙ୍କର ୯ମାସର ଶିଶୁକନ୍ୟା ପାଖରେ ଖେଳୁଥିଲା। ସେହିସମୟରେ ପାଣି ଭର୍ତ୍ତି ଥିବା ଏକ ଡେକଚିରେ କୌଣସିକାରଣରୁ ଶିଶୁକନ୍ୟାଟି ପଡିଯାଇଥିଲା। ପରେ ପରିବାର ଲୋକେ ତାକୁ ଉଦ୍ଧାର କରି ମାଧପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri