କରୋନାକୁ ହରାଇଲେ ମାସକର ଶିଶୁ

ନୂଆପଡ଼ା ଅଫିସ,୧୯।୫: କରୋନାର ଦ୍ୱିତୀୟ ଲହରରେ ଦିନକୁ ଦେଶରେ ୪ହଜାରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହେଉଛି। ଏଭଳି ସଙ୍କଟ ଜନକ ସ୍ଥିତିରେ ନୂଆପଡ଼ା ଜିଲାରୁ ଆସିଛି ଏକ ଖୁସି ଖବର। ମାସକର ଶିଶୁ କରୋନାକୁ ହରାଇ ସୁସ୍ଥ ହୋଇଥିବା ଜଣାପଡ଼ିଛି।
ମିଳିଥିଲା ସୂଚନା ଅନୁଯାୟୀ, ଏପ୍ରିଲ ୧୭ ତାରିଖରେ ନୂଆପଡ଼ା ଜିଲା ମୁଖ୍ୟ ହସ୍ପିଟାଲରେ ଏହି ଶିଶୁଟି ଜନ୍ମ ହୋଇଥିଲା। ସେତେବେଳେ ଶିଶୁର ଓଜନ କମ୍‌ ଥିତ୍ବାରୁ ସେଠାରେ ରଖାଯାଇ ଚିକିତ୍ସା କରାଯାଇଥିଲା। ଦେହ ସୁସ୍ଥ ହେବା ପରେ ଘରକୁ ପଠାଯାଇଥିଲା। ଗତ ୧୨ ତାରିଖରେ ଶିଶୁକୁ କାଶ ଓ ଛିଙ୍କ ହେବାରୁ ଜିଲା ମୁଖ୍ୟ ଚିକିତ୍ସାଳୟର ଶିଶୁ ଓ୍ବାର୍ଡର ଏସ୍‌ଏନ୍‌ସିୟୁରେ ଭର୍ତ୍ତି କରାଯାଇଥିଲା। ସେଠାରେ ଆଣ୍ଟିଜେନ୍‌ ଟେଷ୍ଟ କରିବାରୁ ଉଭୟ ମା’ ଓ ଶିଶୁଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା ବୋଲି ଜିଲା ମୁଖ୍ୟ ଶିଶୁ ରୋଗ ବିଶେଷଜ୍ଞ ଡା. ଜ୍ୟୋତ୍ସ୍ନାରାଣୀ ପଟ୍ଟନାୟକ କହିଥିଲେ। ଡାକ୍ତରଙ୍କ ଉପଯୁକ୍ତ ଚିକିତ୍ସା ପରେ ଶିଶୁଟି ଏବେ ସୁସ୍ଥ ହୋଇ ୧୮ ତାରିଖରେ ଘରକୁ ଫେରି ଥିବା ଶିଶୁ ରୋଗ ବିଶେଷଜ୍ଞ ଡାକ୍ତର କହିଛନ୍ତି। ଶିଶୁ ସୁସ୍ଥ ଥିବା ନେଇ ନୂଆପଡ଼ା ଜିଲାପାଳ ସ୍ବାଧାଦେବ ସିଂ ମଧ୍ୟ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିରାଡ଼ମ୍ବରରେ ଶୀତଳଷଷ୍ଠୀ ଥାଳଉଠା ପର୍ବ ସମ୍ପନ୍ନ

ସମ୍ବଲପୁର,୨୭।୪(ବ୍ୟୁରୋ)-ପରମ୍ପରାନୁସାରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ପର୍ବ ରବିବାର ଗୋଧୂଳୀ ଲଗ୍ନରେ ସମ୍ପନ୍ନ ହୋଇଛି । ଶଙ୍ଖ, ଘଣ୍ଟ ଓ ପଣ୍ଡିତଙ୍କ ମନ୍ତ୍ର...

ଭୋଟ କେନ୍ଦ୍ରରେ ଅବ୍ୟବସ୍ଥା, ଉତ୍ତେଜନା

ସମ୍ବଲପୁର,୧୯ା୨(ବ୍ୟୁରୋ): ସମ୍ବଲପୁର ଜିଲାର ମାନେଶ୍ୱର ଓ ନାକଟିଦେଉଳ ବ୍ଲକରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶେଷ ହୋଇଛି। ମାନେଶ୍ୱର ବ୍ଲକ ସାହସପୁର ଭୋଟ କେନ୍ଦ୍ରରେ ଅବ୍ୟବସ୍ଥା...

୯. ୯୧ ଲକ୍ଷ ମେଟ୍ରିକ ଟନ୍‌ ଖରିଫ ଧାନ ସଂଗ୍ରହ ଲକ୍ଷ୍ୟ

ବାରିପଦା ଅଫିସ,୧୧ା୧୧- ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ନିର୍ଦ୍ଦେଶ ମୁତାବକ, ଚଳିତ ବର୍ଷ ପାଇଁ ମୟୂରଭଞ୍ଜ ଜିଲାର ଚାଷୀମାନଙ୍କଠାରୁ ଧାନ କିଣାଯିବା...

ଇଡିରେ ହାଜର ହେଲେ ହୋଟେଲ ବ୍ୟବସାୟୀ

ଭୁବନେଶ୍ୱର,୧ା୧୨(ବ୍ୟୁରୋ): ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଗୁରୁବାର ଇଡିରେ ହାଜର ହୋଇଛନ୍ତି ହୋଟେଲ ବ୍ୟବସାୟୀ ଶିବ ପ୍ରସାଦ ଦାସ। ମାଷ୍ଟରକ୍ୟାଣ୍ଟିନଠାରେ ଥିବା ତାଙ୍କର ଏକ...

ନିୟମ ଉଲ୍ଲଘଂନ, ୩ ଦୋକାନୀଙ୍କୁ ଜରିମାନା

ବୁଗୁଡ଼ା,୮ା୫(ଡି.ଏନ.ଏ.)- ଗଞ୍ଜାମ ଜିଲାକୁ ରୋଡ୍‌ଜୋନ ଘୋଷଣା କରାଯାଇଛି। ଏଭରି ପରିସ୍ଥିତିରେ କେତେକ ଦୋକାନ ୭ ଘଣ୍ଟାରୁ ୧୨ ଘଣ୍ଟା ପର୍ଯ୍ୟନ୍ତ ଖୋଲିବା କଥା। କିନ୍ତୁ ଏହି...

ଓଡ଼ିଶା-ଆନ୍ଧ୍ର ସୀମା ସିଲ୍‌

ରାୟଗଡ଼ା ଅଫିସ/ଗୁଣପୁର,୧୨ା୪: ରାୟଗଡ଼ା ଜିଲାରେ ଲଗାତର କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରୁ ୩୫ ପଜିଟିଭ ଚିହ୍ନଟ ହୋଇଛନ୍ତି।...

ଖୋଲୁଛି ଏସ୍‌ଓଜି ଟ୍ରେନିଂ ସେଣ୍ଟର ଗୁମର: ଖାଇବାକୁ ଦେଲେନି, ବିଶ୍ୱଜିତ ଅସୁସ୍ଥ

ଭୁବନେଶ୍ୱର, ୧୬(ବ୍ୟୁରୋ) ଚନ୍ଦକାସ୍ଥିତ ଏସ୍‌ଓଜି ଟ୍ରେନିଂ ସେଣ୍ଟରରେ ଟ୍ରେନିଂ ନେଉଥିବା ପୋଲିସ ଅଫିସରଙ୍କୁ ଅକଥନୀୟ ନିର୍ଯାତନା ଦିଆଯାଉଛି। ଏ ସଂକ୍ରାନ୍ତରେ କମାଣ୍ଡାଣ୍ଟ୍‌ଙ୍କ ବିରୋଧରେ ଚନ୍ଦକା ଥାନାରେ...

ବାଇକ୍‌ ଧକ୍କାରେ ଗଲା ୨ ଜୀବନ

ମାଲକାନଗିରି, ୧୩ା୨ (ଡି.ଏନ.ଏ.): ମାଲକାନଗିରି ଜିଲା ଜୟପୁର-ମାଲକାନଗିରି ମୁଖ୍ୟ ରାସ୍ତା ନାୟକଗୁଡାଠାରେ ରବିବାର ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ୨ଜଣଙ୍କ ମୃତ୍ୟୁ ହୋଇଛି।...

Advertisement
Archives

Model This Week