Posted inଫୁରସତ

ଜନ୍ମର ୧୦୦୦ ଦିନ ପରେ ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ଶିଶୁ

ଶିକାଗୋ,୧୬।୧୦: ଆମେରିକାର ଶିକାଗୋରେ ଜଣେ ଶିଶୁକୁ ୩ ବର୍ଷ ପରେ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି। ଜନ୍ମରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଫ୍ରେଞ୍ଚସ୍କୋ ବ୍ରୁନୋ ନାମକ ଏହି ପିଲା ପ୍ରଥମ ଥର ପାଇଁ ତାଙ୍କ ଘର ଦେଖିଛନ୍ତି। ଚଳିତ ବର୍ଷ ଡିସେମ୍ବରରେ ସେ ତାଙ୍କ ତୃତୀୟ ଜନ୍ମଦିନ ପାଳନ କରିବେ ବୋଲି ପରିବାର ସଦସ୍ୟ ଖୁସି ଅଛନ୍ତି। ସେ ଜନ୍ମ ପରେ ଭେଣ୍ଟିଲେଟର ଥିଲେ।
ଫ୍ରେଞ୍ଚସ୍କୋ ଏକ ବିରଳ ରୋଗରେ ପୀଡିତ। ଏହାକୁ ବିଜ୍ଞାନ ଭାଷାରେ ସ୍କେଲଟେଲ୍‌ ଡିସପ୍ଲାସିଆ କୁହାଯାଏ। ଏହିପରି ରୋଗରେ ପୀଡିତ ଶିଶୁର ହାଡ ଏବଂ ଗଣ୍ଠି ସଠିକ ଭାବରେ ବିକଶିତ ହୁଏ ନାହିଁ। ଜନ୍ମ ପରେ ଡାକ୍ତରମାନେ କହିଥିଲେ ଯେ, ସେ ୩୦ ଦିନ ପର୍ଯ୍ୟନ୍ତ ବଞ୍ଚିପାରିବେ ନାହିଁ। କିନ୍ତୁ ପରେ ଡାକ୍ତରଙ୍କ କଠିନ ପରିଶ୍ରମ ଫଳପ୍ରାପ୍ତ ହେଲା ଏବଂ ଆଜି ସେ ବହୁତ ସାହସର ସହିତ ଏହି ରୋଗ ସହ ଲଢୁଛନ୍ତି।
ଗତ କିଛି ସପ୍ତାହ ଧରି ତାଙ୍କ ମାତାପିତାଙ୍କୁ କିପରି ଯତ୍ନ ନେବେ ସେ ବିଷୟରେ ତାଲିମ ଦିଆଯାଇଛି। ଫ୍ରେଞ୍ଚସ୍କୋ ମା’ ପ୍ରିସ୍କିଲା ବ୍ରୁନୋ ଫକ୍ସ କହିଛନ୍ତି, ସେମାନେ ବହୁତ ଖୁସି ଅଛନ୍ତି। ପୁଅକୁ ଘରେ ସ୍ବାଗତ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆଜି ଆମ ପାଇଁ ଏକ ଭାବପ୍ରବଣ ମୁହୂର୍ତ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri