ବାରଣ୍ଡାରେ ଶୋଇଥିଲା ଶିଶୁ, ଭୁଶୁଡ଼ିଲା କାନ୍ଥ

ଉମରକୋଟ,୨୦।୮(ସ୍ବ.ପ୍ର.): ଲଗାଣ ବର୍ଷା ଯୋଗୁ ଭୁଶୁଡ଼ିପଡ଼ିଲା କାନ୍ଥ। କାନ୍ଥ ତଳେ ଚାପିହୋଇ ୬ ମାସର ଶିଶୁ କନ୍ୟାର ମୃତ୍ୟୁ ହୋଇଛି। ଏଭଳି ଦୁଃଖଦ ଘଟଣା ଘଟିଛି ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଚିକଲପଦର ପଞ୍ଚାୟତ ପୂଜାରୀଭରଣ୍ଡି ଗ୍ରାମରେ। ମୃତକ ହେଲେ ରାମ ଗଣ୍ଡଙ୍କ ୬ ମାସର ଶିଶୁ କନ୍ୟା ଝିଲ୍ଲୀ।

ମିଳିଥିବା ସୂଚନା ମୁତାବକ, ଝିଲ୍ଲୀଙ୍କୁ ବାରଣ୍ଡାରେ ଶୁଆଇ ତାଙ୍କ ମା’ ଘରକାମ କରୁଥିଲେ। ଦୁଇଦିନ ଧରି ଉମରକୋଟରେ ବର୍ଷା ଲାଗି ରହିଥିବାରୁ କାନ୍ଥ ଦୁର୍ବଳ ହୋଇ ଯାଇଥିଲା। ହଠାତ୍‌ କାନ୍ଥଟି ଭୁଶୁଡ଼ିପଡ଼ିଥିଲା। ଖବରପାଇ ଉମରକୋଟ ତହସିଲଦାର ଡ. ହିମାଞ୍ଚଳ ମାଝି ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ପୋଲିସ ମୃତଦେହ ଜବତ ଓ ପରେ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ନିୟମାନୁଯାୟୀ ସରକାରୀ ସହାୟତା ପ୍ରଦାନ କରାଯିବ ବୋଲି ତହସିଲଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ରାସ୍ତା ପାଇଁ ଜଙ୍ଗଲ ଜମି ବ୍ୟବହାର ମାମଲା

ଢେଙ୍କାନାଳ ଅଫିସ,୧୩।୧: ଢେଙ୍କାନାଳ ଜିଲା ହିନ୍ଦୋଳ ତହସିଲ ଗଣ୍ଡାନାଳୀ ମୌଜାରେ ବିନା ପରିବେଶ ଅନୁମତିରେ କଳାପଥର ଖଣି ଚାଲିବା, ଖଣିରେ ବିସ୍ଫୋରକ ବ୍ୟବହାର, ଜେସିବି ସହାୟତାରେ...

ବିଧାୟକଙ୍କ ଲେଟର ପ୍ୟାଡ୍‌ରେ ନକଲି ଚିଠି

ଯାଜପୁର ଅଫିସ,୧୪ା୯: ରାଜ୍ୟ ସରକାର ନୀତି ପ୍ରଣୟନ କରି ସାଧାରଣ ଲୋକଙ୍କୁ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଦେଉଛନ୍ତି। ରାଜନୀତି କ୍ଷେତ୍ରରେ ବିଧାୟକମାନଙ୍କୁ ଏଥିପାଇଁ ସ୍ବତନ୍ତ୍ର...

ପୁଣି ସ୍ଥିତି ଜାହିର କଲେ ମାଓବାଦୀ, ରାଜପଥରେ ମାରିଲେ ଲାଲ୍‌ ବ୍ୟାନର

ଦାରିଙ୍ଗବାଡ଼ି,୧୪ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ମାଓବାଦୀ ପକ୍ଷରୁ ଲାଲ ବ୍ୟାନର ସହ ଏକାଧିକ ପୋଷ୍ଟର ଛଡ଼ାଯାଇଛି।...

କର୍ମଚାରୀଙ୍କୁ ନିଶାଦ୍ରବ୍ୟ ମନା

କଟକ ଅଫିସ,୨୪ା୨: ଏସ୍‌ସିବି ମେଡିକାଲରେ କାମ କରୁଥିବା କୌଣସି କର୍ମଚାରୀ ନିଶାଦ୍ରବ୍ୟ ସେବନ କରିପାରିବେ ନାହିଁ। ମେଡିକାଲରେ ଡ୍ୟୁଟିରେ ଥିବା ବେଳେ ଯଦି କେହି କର୍ମଚାରୀ...

ଜାତୀୟ କରାଟେ ପ୍ରତିଯୋଗିତା: ସ୍ବର୍ଣ୍ଣ, ବ୍ରୋଞ୍ଜ ପଦକ ଜିତିଲେ ଦୁଇ ଆଦିବାସୀ ଛାତ୍ରୀ

ମାଲକାନଗିରି, ୫।୧୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ବ୍ଲକ ସିନ୍ଧ୍ରିମାଳ ଗ୍ରାମ ପଞ୍ଚାୟତ ସଦର ମହକୁମା କସ୍ତୁରବା ଗାନ୍ଧୀ ବାଳିକା ଉଚ୍ଚ ବିଦ୍ୟାଳୟର ଦୁଇଜଣ ଆଦିବାସୀ ଛାତ୍ରୀ...

କମ୍ପାନୀ ବସ୍‌ -ହାଇଓ୍ବା ଧକ୍କା: ମୃତ୍ୟ ସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡ଼ା ଅଫିସ୍‌,୧୭।୯: ଝାରସୁଗୁଡ଼ା ଜିଲା ସଦର ଥାନା ବାଇପାସ୍‌ ପାଓ୍ବାର ହାଉସ୍‌ ନିଖିଳଢାବା ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସମ୍ବଲପୁର...

ସଂରକ୍ଷଣ ବ୍ୟବସ୍ଥା ନ ଥିବାରୁ ପନିପରିବା ନଷ୍ଟ

କେନ୍ଦ୍ରାପଡ଼ା ଅଫିସ, ୧୨ା୧୧: କୃଷିଭିତ୍ତିକ କେନ୍ଦ୍ରାପଡ଼ା ଜିଲାରେ ଶୀତଳଭଣ୍ଡାର ନାହିଁ। ସଂରକ୍ଷଣ ବ୍ୟବସ୍ଥା ନ ଥିବାରୁ ଜିଲାରେ ଆଳୁ ମିଶନ ଫେଲ ମାରିଛି। ସେହିପରି ପନିପରିବା...

ଗଙ୍ଗୁଆ ପାଇଁ ହେବ ଆନ୍ଦୋଳନ

ଭୁବନେଶ୍ୱର, ୧୪ା୧୧(ବ୍ୟୁରୋ): ଦିନେ ଭୁବନେଶ୍ୱର ଓ ଉପକଣ୍ଠ ଅଞ୍ଚଳବାସୀଙ୍କ ଜୀବନରେଖା ଥିବା ଐତିହ୍ୟ ନଦୀ ଗନ୍ଧବତୀ ଏବେ ଗଙ୍ଗୁଆ ନାଳରେ ପରିବର୍ତ୍ତନ ହୋଇଛି। ସହରର ଆବର୍ଜନା...

Advertisement
Archives

Model This Week