ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସାଢେ ୭ କୋଟି ଦାନ କଲେ ବାଗ୍‌ଚୀ ଦମ୍ପତି

ଭୁବନେଶ୍ୱର,୧୦।୮(ବ୍ୟୁରୋ)-ମୋ ସ୍କୁଲ ଅଧ୍ୟକ୍ଷା ସୁସ୍ମିତା ବାଗ୍‌ଚୀ ଏବଂ ଓଡ଼ିଶା ଦକ୍ଷତା ବିକାଶ ପରିଷଦର ଅଧ୍ୟକ୍ଷ ସୁବ୍ରୋତ ବାଗ୍‌ଚୀ ସୋମବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୭କୋଟି ୫୦ଲକ୍ଷ ଟଙ୍କା ଦାନ କରିଛନ୍ତି। କୋଭିଡ୍‌-୧୯ ଦ୍ୱାରା ପ୍ରଭାବିତ ପୁରୀ ଜିଲାର ଅସହାୟ ବୃଦ୍ଧା, ମହିଳାମାନଙ୍କ ପାଇଁ ଏହି ସହାୟତା ବିନିଯୋଗ ହେବ। ଭିଡିଓ କନ୍‌ଫରେନ୍ସ ଜରିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏହି ପରିମାଣର ଚେକ୍‌ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କୁ ନବୀନ ନିବାସ ଡକରା, ଅପରାହ୍ନ ୫ଟାରେ ବଡ଼ ବୈଠକ

ଭୁବନେଶ୍ବର,୨୭।୨: ଅପରାହ୍ନ ୫ଟାରେ ନବୀନଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏନେଇ ସମସ୍ତ ବିଜେଡି ବିଧାୟକଙ୍କୁ ନବୀନ ନିବାସ ଡକରା ହୋଇଛି । ରାଜ୍ୟ ସଭା ନିର୍ବାଚନକୁ…

ଆସନ୍ତା ୭ଦିନ ପର୍ଯ୍ୟନ୍ତ ଶୁଖିଲା ପାଗ, ୩ଦିନରେ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୭ା୨ (ବନ୍ଦନା ସେଠୀ): ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା। ଆସନ୍ତା ୩ଦିନ ମଧ୍ୟରେ ସର୍ବାଧିକ ବା ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ…

ବିଜେଡି ବୈଠକକୁ ନେଇ ଉଠିଲା ପ୍ରଶ୍ନ: ବଢୁଛି ଅସନ୍ତୋଷ

ଭୁବନେଶ୍ୱର, ୨୭।୨(ସୁନିତ୍‌ ମିଶ୍ର):ବିଜେଡିର ରାଜନୈତିକ ବ୍ୟାପାର କମିଟି (ପିଏସି) ବୈଠକ ଦଳର ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନବୀନ ନିବାସଠାରେ ଗୁରୁବାର…

ପୁରୁଷ ବନ୍ଧୁଙ୍କ ଆଗରେ ଯୁବତୀଙ୍କୁ ଉଲଗ୍ନ କରିଦେଲେ ୫ ଯୁବକ: ଲହୁଲୁହାଣ…

ଭୁବନେଶ୍ୱର,୨୭।୨(ତ୍ରିନାଥ ମହାନ୍ତି):ଧଉଳି ଘଟଣାଠୁ ବଳି ଗଲା ଶହୀଦନଗର ଥାନା ୟୁନିଟ୍‌-୯ ଆଦିବାସୀ ହଷ୍ଟେଲ ସମ୍ମୁଖ ଘଟଣା। ପୁରୁଷ ବନ୍ଧୁଙ୍କ ଆଗରେ ଯୁବତୀଙ୍କୁ ୫ଜଣ ଅଭିଯୁକ୍ତ ଅସଦାଚରଣ କରିବା…

୧୦ଟିକିଆ ହାତୀପଲ ସହ ଯିବାବେଳେ କୂଅରେ ପଡ଼ିଗଲା ଛୁଆ ହାତୀ, ତାପରେ…

କେନ୍ଦୁଝର,୨୭।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ରେଞ୍ଜ କାଠବାଉଁଶୁଳି ଗାଁରେ ଅଘଟଣ । କୂଅରେ ପଡ଼ି ଚାଲିଗଲା ହାତୀ ଛୁଆର ଜୀବନ । ଗୁରୁବାର ବିଳମ୍ବିତ ରାତିରେ…

୫ରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ୍‌ ଶାହା: ରାଜନୀତିରେ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର, ୨୭ା୨(ସୁନିତ୍‌ ମିଶ୍ର):ଆସନ୍ତା ୫ ତାରିଖରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ…

ଆଜିଠାରୁ କମନ୍‌ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ

ଭୁବନେଶ୍ୱର,୨୭।୨(ସୁଚିସ୍ମିତା ସାହୁ): ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଓ ବୃହତ୍ତର ସ୍ବାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର (ପିଜି) ନାମଲେଖା ପ୍ରକ୍ରିୟା ଶୀଘ୍ର ଆରମ୍ଭ କରିବାକୁ ଉଚ୍ଚଶିକ୍ଷା…

ରାଜ୍ୟ ସଭା ନିର୍ବାଚନ: ନାମାଙ୍କନ ଭରିଲେ ହାଇଦ୍ରାବାଦର ସାୟାନା

ଭୁବନେଶ୍ୱର,୨୭।୨(ସୁନିତ୍‌ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବା ପାଇଁ ଭାରତର ନିର୍ବାଚନ କମିଶନଙ୍କ ପକ୍ଷରୁ ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri