ପଣ୍ଡିତ ଧିରେନ୍ଦ୍ର ଶାସ୍ତ୍ରୀଙ୍କ ଉପରେ ନିର୍ମାଣ ହେବ ଫିଲ୍ମ

ମୁମ୍ବାଇ: ଆଜିକାଲି ବାଗେଶ୍ୱର ବାବା ଆକା ଧିରେନ୍ଦ୍ର ଶାସ୍ତ୍ରୀ ଚର୍ଚ୍ଚାରେ ଅଛନ୍ତି, ଦିନକୁ ଦିନ ତାଙ୍କର ବଢୁଥିବା ଲୋକପ୍ରିୟତାକୁ ଦେଖି ନିର୍ଦ୍ଦେଶକ ବିନୋଦ ତିୱାରୀ ତାଙ୍କ ଉପରେ ଏକ ଫିଲ୍ମ ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବାବାଙ୍କର ଲକ୍ଷ ଲକ୍ଷ ପ୍ରଶଂସକ ସହ ତାଙ୍କ ଫଲୋୟର୍ସଙ୍କ ସଂଖ୍ୟାବି ବେଳକୁ ବେଳ ବଢି ଚାଲିଛି। ଏଭଳି ପରିସ୍ଥିତିରେ ବିନୋଦ ତିୱାରୀ ‘ଦ ବାଗେଶ୍ୱର ସରକାର’ ନାମକ ଏକ ଚଳଚ୍ଚିତ୍ର ର୍ନିମାଣ କରିବାକୁ ନିଷ୍ପତ୍ତି ନେଇଛନ୍ତି ଯେଉଁଥିରେ ଧିରେନ୍ଦ୍ର ଶାସ୍ତ୍ରୀଙ୍କ କାହାଣୀ ଦୃଶ୍ୟାୟନ କରାଯିବ।ଫଇଲ୍ମର ଆନାଉନ୍ସମେଣ୍ଟ ପରଠାରୁ ଚର୍ଚ୍ଚା ବଢିବାରେ ଲାଗିଛି।
ନୋଷ୍ଟ୍ରମ ଏଣ୍ଟରଟେନମେଣ୍ଟ ହବ ବ୍ୟାନରରେ ଏହି ଫିଲ୍ମ ବିଷୟରେ ଘୋଷଣା ସହ ପ୍ରଡକ୍ସନ ହାଉସ ନିଜେ ଟୁଇଟ କରି ପ୍ରକାଶ କରିଛି। ନାଷ୍ଟ୍ରମ ଏଣ୍ଟରଟେନମେଣ୍ଟ ହବର ଟୁଇଟର ଆକାଉଣ୍ଟରେ ବାବା ବାଗେଶ୍ୱରଙ୍କ ସହ ଫିଲ୍ମର କରତାଳି ଏବଂ ନିର୍ଦ୍ଦେଶକଙ୍କ ଫଟୋ ଲେଖାଯାଇଛି – ଆକ୍ସନ କମେଡି ଫିଲ୍ମ ‘ତେରୀ ଭାବୀ ହୈ ପାଗଲ’ ଏବଂ ‘ଦି କନଭର୍ସନ’ର ସଫଳତା ପରେ ନିର୍ଦ୍ଦେଶକ ବିନୋଦ ତିୱାରୀ ତାଙ୍କର ପରବର୍ତ୍ତୀ ଚଳଚ୍ଚିତ୍ର ଘୋଷଣା କରିଛନ୍ତି। ଯାହାର ନାମ ‘ଦ ବାଗେଶ୍ୱର ସରକାର’।

 


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri