Posted inଖେଳ

ଚଳିତ ବର୍ଷ ଦିଆଯିବନି ବାଲନ ଡି’ଅର ପୁରସ୍କାର

ପ୍ୟାରିସ, ୨୦ା୭ (ଏପି)- କରୋନାଭାଇରସ୍‌ ମହାମାରୀ ଯୋଗୁ ଚଳିତ ବର୍ଷର ଫୁଟ୍‌ବଲ ସିଜନ ପ୍ରଭାବିତ ହୋଇଛି। ତେଣୁ ଏଥର ସମ୍ମାନଜନ ବାଲା ଡି’ଅର୍‌ ପୁରସ୍କାର ଦିଆଯିବ ନାହିଁ। ଫ୍ରାନ୍ସ ଫୁଟ୍‌ବଲ ମାଗାଜିନ୍‌ ବାଲନ ଡି’ଅର୍‌ ଦ୍ୱାରା ଏହି ପୁରସ୍କାର ୧୯୫୬ ମସିହାରୁ ଦିଆଯାଇ ଆସୁଛି। ପ୍ରଥମ ବର୍ଷ ଏହି ପୁରସ୍କାର ଷ୍ଟାନ୍‌ଲି ମାଥ୍ୟୁସ୍‌ ଜିତିଥିଲେ। ପ୍ରତିଦ୍ୱନ୍ଦ୍ୱୀ ଖ୍ରଷ୍ଟିଆନୋ ରୋନାଲ୍ଡୋଙ୍କଠାରୁ ଗୋଟିଏ ଥର ଅଧିକ ରେକର୍ଡ ୬ଥର ଏହି ପୁରସ୍କାର ହାସଲ କରିଛନ୍ତି ଲିଓନେଲ ମେସି। ମାଗାଜିନ୍‌ ତରଫରୁ ୨୦୧୮ରୁ ମହିଳା ଫୁଟ୍‌ବଲ ଖେଳାଳିଙ୍କୁ ଏହି ପୁରସ୍କାର ଦିଆଯାଇଆସୁଛି। ହେଲେ ଏଥର ତାହା ଦିଆଯିବ ନାହିଁ। ଫ୍ରାନ୍ସ ଫୁଟ୍‌ବଲ ଏଡିଟର୍‌ ପାସ୍କାଲ ଫେରେ କହିଛନ୍ତି, ମହାମାରୀ ଯୋଗୁ ଖେଳ ନିୟମରେ କେତେକ ପରିବର୍ତ୍ତନ କରାଯାଇଛି। ତେଣୁ ଉପଯୁକ୍ତ ବିଜେତା ନିର୍ଦ୍ଧାରଣ କରିବା ସହଜ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଡ଼କ ସୁରକ୍ଷାକୁ ବ୍ଲେକ୍‌ଙ୍କ ଗୁରୁତ୍ୱ

ମୁମ୍ବାଇ, ୩।୧୨- ”ଭାରତକୁ ଆସିଥିବାରୁ ମୁଁ ବହୁତ ଖୁସି। ତେବେ ଏଠାରେ ପ୍ରତିବର୍ଷ ସଡ଼କ ଦୁର୍ଘଟଣାରେ ୧୫୦,୦୦୦ରୁ ଅଧିକ ଲୋକ ମୃତ୍ୟୁବରଣ କରୁଥିବା ଜାଣି ବହୁତ...

ଗୋଲ୍ଡେନ ବୟଙ୍କ ଉପରେ ଟଙ୍କା ବର୍ଷା

ନୂଆଦିଲ୍ଲୀ,୭।୮: ଭାରତ ପାଇଁ ଅଲିମ୍ପିକ୍ସରେ ପ୍ରଥମ ଟ୍ରାକ ଓ ଫିଲ୍ଡ ଆଥ୍‌ଲେଟ ଭାବେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରଜ ଚୋପ୍ରା। ଏଭଳି ସଫଳତା ପରେ ଗୋଲ୍ଡେନ...

ଅପେକ୍ଷା କରିବାରେ ସାମସନ୍‌ଙ୍କ ରେକର୍ଡ

ପୁଣେ,୧୧।୧- ଉଇକେଟକିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ଟି୨୦ରେ ଭାରତୀୟ ଦଳ ପାଇଁ ଖେଳିଥିଲେ। ପ୍ରଥମ ବଲରେ ଛକା ମାରି ଅନ୍ତର୍ଜାତୀୟ କ୍ରିକେଟକୁ...

ବଶଫାୟାର ରିଲିଫ ମ୍ୟାଚ୍‌ ଖେଳିବେ ଲାରା

ସିଡ୍‌ନୀ,୧।୨- କିମ୍ବଦନ୍ତୀ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ ତଥା ପୂର୍ବତନ ଅଧିନାୟକ ବ୍ରାଏନ ଲାରା ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ଯୋଗୁ କ୍ଷୟକ୍ଷତି ଭରଣ ପାଇଁ ଚ୍ୟାରିଟି ମ୍ୟାଚ୍‌ରେ...

ପ୍ରଥମ ଶ୍ରେଣୀ କ୍ରିକେଟରୁ ଓ’କିଫିଙ୍କ ଅବସର

ସିଡ୍‌ନୀ, ୬ା୪ (ଏପି)-ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ ସ୍ପିନର ଷ୍ଟିଫେନ୍‌ ଓ’କିଫି ପ୍ରଥମ ଶ୍ରେଣୀ କ୍ରିକେଟରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ଆସନ୍ତା ଘରୋଇ ସିଜନ ପାଇଁ...

ବ୍ୟକ୍ତିଗତ ଟିପ୍ପଣୀ ଦେଇ ଷ୍ଟୋଇନିସ୍‌ ଦଣ୍ଡିତ

ସିଡନୀ,୫।୧(ଏଏଫ୍‌ପି): ଅଷ୍ଟ୍ରେଲିଆ ତାରକା ଅଲରାଉଣ୍ଡର ମାର୍କସ ଷ୍ଟୋଇନିସ୍‌ ସାଥି ଖେଳାଳିଙ୍କୁ ବ୍ୟକ୍ତିଗତ ଟିପ୍ପଣୀ ଦେଇ ଜରିମାନାର ସମ୍ମୁଖୀନ ହୋଇଛନ୍ତି। ବିଗ୍‌ ବାସ୍‌ ଟି୨୦ ଲିଗ୍‌ରେ ଶନିବାର...

ଟି୨୦ ସିରିଜ ଜିତିଲା ପାକିସ୍ତାନ: ଜିମ୍ବାଓ୍ବେ ୨୪ରନରେ ପରାସ୍ତ

ହାରାରେ,୨୬।୪: ସ୍ଥାନୀୟ ହାରାରେ ସ୍ପୋଟର୍‌ସ କ୍ଲବ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ପାକିସ୍ତାନ ଘରୋଇ ଜିମ୍ବାଓ୍ବେକୁ ୨୪ ରନରେ ପରାସ୍ତ...

ମିଲିଟାରୀ ୱାର୍ଲଡ ଗେମ୍ସ: ଦୀପକ ରୌପ୍ୟ, ବାଲାଜୀ ବ୍ରୋଞ୍ଜ୍‌ ଜିତିଲେ

ଉହାନ୍‌ (ଚାଇନା), ୨୭ା୧୦(ପି.ଟି.)-ଏଠାରେ ଚାଲିଥିବା ୭ମ ମିଲିଟାରୀ ୱାର୍ଲଡ ଗେମ୍ସରେ ଭାରତୀୟ ବକ୍ସର ଦୀପକ ଏକ ରୌପ୍ୟ ଜିତିଥିବାବେଳେ ଟେନିସ ଖେଳାଳି ଏନ୍‌. ଶ୍ରୀରାମ ବାଲାଜୀ...

Advertisement
Archives

Model This Week