କଏନ ନେବାକୁ ରାଜି ହେଲା ବ୍ୟାଙ୍କ

କେନ୍ଦୁଝର, ୨୧ା୧୨ (ସ୍ବ.ପ୍ର.): ଘଟଗାଁ ମା’ ତାରିଣୀ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସ୍ଥାନୀୟ ଦୁଇଟି ବ୍ୟାଙ୍କରେ ଜମା ହୋଇଥିବା ପାଖାପାଖି ୮୦ ଲକ୍ଷ ଟଙ୍କାର କଏନକୁ ବ୍ୟାଙ୍କ ଗ୍ରହଣ କରିବ ବୋଲି ନିଷ୍ପତ୍ତି ନେଇଛି। ଏଭଳି ଆଶ୍ୱାସନା ଦେଇଛନ୍ତି ଲିଡ ଡିଷ୍ଟ୍ରିକ ମ୍ୟାନେଜର(ଏଲ୍‌ଡିଏମ) ରବି ନାରାୟଣ ମହାଲିକ ଓ ସ୍ଥାନୀୟ ବ୍ୟାଙ୍କ ଅଫ ଇଣ୍ଡିଆ ମ୍ୟାନେଜର ପ୍ରଭାତ ବେହେରା। ଏହି ସମ୍ପର୍କରେ ସୂଚନା ଦେଇଛନ୍ତି ଟ୍ରଷ୍ଟ ବୋର୍ଡର ସଭାପତି ରାଜେନ୍ଦ୍ର ପଟ୍ଟନାୟକ ।

ସୂଚନା ଯୋଗ୍ୟ, ଭକ୍ତଙ୍କ ଦାନ ଅର୍ଥ ବାବଦକୁ ମନ୍ଦିରକୁ ଆସୁଥିବା ଓ ଭକ୍ତ ହୁଣ୍ଡିରେ ଦାନ କରୁଥିବା ପାଖାପାଖି ୮୦ ଲକ୍ଷ ଟଙ୍କାର କଏନ ସ୍ଥାନୀୟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆରେ ୩ ମାସ ହେଲା ଜମା ହୋଇଥିଲେ ହେଁ ଉଭୟ ବ୍ୟାଙ୍କ ଆକାଉଣ୍ଟରେ ଜମା କରିବାକୁ ଅଗ୍ରାହ୍ୟ କରିଦେଇଥିଲେ। ଏନେଇ ମନ୍ଦିର ଟ୍ରଷ୍ଟ ପକ୍ଷରୁ ରାଜସ୍ବ କମିଶନର ଓ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆକୁ ଚିଠି କରାଯାଇଥିଲା। ଏଲଡିଏମ ଖବର ପାଇବା ପରେ କଏନ ଗ୍ରହଣ କରିବା ନେଇ ଟ୍ରଷ୍ଟ ବୋର୍ଡକୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରୁ ଫେରୁଥିବାବେଳେ ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ: ଥାନାର ଦ୍ୱାରସ୍ଥ ହେଲେ ପରିବାର ଲୋକେ

ଲାଞ୍ଜିଗଡ,୧୩।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା । ଲାଞ୍ଜିଗଡ ବ୍ଲକ ବେନଗାଁ ପଞ୍ଚାୟତ ଅନର୍ଗତ…

ପ୍ରଭାତଙ୍କୁ ବିଶ୍ୱାସଘାତକ କହିଲେ ନବୀନ, ଜବାବରେ ପ୍ରଭାତ ବିଶ୍ବାଳ କହିଲେ ଏମିତି…ରାଜନୀତିରେ ଚହଳ

ଭୁବନେଶ୍ୱର, ୧୩।୭: ପ୍ରଭାତ ବିଶ୍ୱାଳଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ। ପ୍ରଭାତଙ୍କୁ ବିଶ୍ୱାସଘାତକ କହି ଟାର୍ଗେଟ୍‌ କରିଛନ୍ତି। ଚୌଦ୍ବାର ବିଜେଡି କର୍ମୀଙ୍କୁ ସମ୍ବୋଧନ ବେଳେ ଏପରି କହିଛନ୍ତି…

ଶୃଙ୍ଖଳିତ ରଥ ଯାତ୍ରା ପରିଚାଳନା ପାଇଁ ପ୍ରସ୍ତୁତି ବୈଠକ: ନିଆଗଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଦିଗପହଣ୍ଡି, ୧୩।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଅପରାହ୍ନରେ ତହସିଲଦାର ସନ୍ତୋଷ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା…

ଫ୍ରାନ୍ସ ଦଳ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ: ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ କଡ଼ା ସମାଲୋଚନା

ମାଡ୍ରିଡ୍‌,୧୩ା୭: ନିକଟରେ ଫ୍ରାନ୍ସ ବିଶ୍ୱକପ୍‌ ଦଳରେ କୌଣସି ଫ୍ରେଞ୍ଚ ଖେଳାଳି ନାହାନ୍ତି ବୋଲି ମନ୍ତବ୍ୟ ଦେଇଥିବା ସ୍ପେନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା କନ୍‌ଜରଭେଟିଭ ପପୁଲାର ପାର୍ଟିର ମାରିଆନୋ…

ଦୁର୍ଘଟଣାରେ ଆହାତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ: ଥାନାରେ ପହଞ୍ଚି ଝିଅ ଦେଲେ ଏତଲା

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁୁବୁଡ଼ି ଗ୍ରାମର ଲବ ନାଇକ(୬୬) ଗତ ୭ ତାରିଖ ଅପରାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ଆହାତ…

ପ୍ରେମିକାଙ୍କୁ ଦେଖାକରିବାକୁ ଆସିଥିଲେ, ହଠାତ୍‌ ମା’ ଆସିଯିବାରୁ…

ଭୁବନେଶ୍ୱର,୧୩।୭: ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଜଳବାୟୁ ଟାୱାର ତଳୁ ଛାତ୍ରଙ୍କ ମୃତଦେହ ମିଳିବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପ୍ରେମିକାକୁ ଦେଖା କରିବାକୁ ଆସିଥିଲା ବେଳେ ୧୦ମ…

ରଥଯାତ୍ରା ପାଇଁ ପ୍ରଶାସନ ସଜାଗ, ଏହି ସବୁ ଦିଗରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଲେ ତହସିଲଦାର

ପୁରୁଷୋତ୍ତମପୁର,୧୩।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପ୍ରଶାସନ ପକ୍ଷରୁ ରଥଯାତ୍ରାର ସୁପରିଚାଳନାକୁ ନେଇ ଏକ ପ୍ରସ୍ତୁତି ବୈଠକ ସୋମବାର ତହସିଲଦାର ବିନୋଦ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ…

ସୁପୋଷିତ ଓଡ଼ିଶା ମିଶନ: ତଥ୍ୟ ସଂଗ୍ରହ କରିବେ ୧୦୦୦୦ ଏନଏସଏସ ଛାତ୍ରୀ

ଭଞ୍ଜନଗର,୧୩/୭(ବାବୁଲା ପ୍ରଧାନ)- ପୋଷଣ ଅଭିଯାନ ଅବସରରେ ବର୍ତ୍ତମାନ ଓଜନ ଉତ୍ସବ ରାଜ୍ୟରେ ଚାଲିଛି। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ମଧ୍ୟ ଓଜନ ଉତ୍ସବ ପ୍ରଥମ ପର୍ଯ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri