ଦାରିଙ୍ଗବାଡ଼ି ଶାଖା ପରିଚାଳକଙ୍କୁ କରୋନା, ପୁଣି ବନ୍ଦ ହେଲା ବ୍ୟାଙ୍କ

ଦାରିଙ୍ଗବାଡ଼ି,୧୮ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଠାରେ ଥିବା ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ଶାଖା ପରିଚାଳକଙ୍କ କରୋନା ପଜିଟିଭ୍‌ ଜଣାପଡ଼ିବା ପରେ ୪୮ଘଣ୍ଟା ପାଇଁ ଶାଖାକୁ ବନ୍ଦ କରି ଦିଆଯାଇଛି। ଗତ କିଛିଦିନ ହେଲା ସେ ଜ୍ୱରରେ ପୀଡ଼ିତ ଥିବାରୁ ନିଜ ସ୍ବାବ୍‌ ଟେଷ୍ଟ କରାଇଥିଲେ। ରିପୋର୍ଟ ଜଣାପଡ଼ିବା ପରେ ଶୁକ୍ରବାର ମଧ୍ୟାହ୍ନରେ ଶାଖାକୁ ବନ୍ଦ କରିଦିଆଯିବା ସହ ସମସ୍ତ କର୍ମଚାରୀ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବା ପାଇଁ ପରାମର୍ଶ ଦିଆଯାଇଛି। ବ୍ୟାଙ୍କ ପକ୍ଷରୁ ଏନେଇ ସ୍ଥାନୀୟ ତହସିଲଦାର ତଥା ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ୍‌ ନୀତିଶ କୁମାର ତ୍ରିପାଠୀଙ୍କୁ ଅବଗତ କରାଯାଇଥିବା ବ୍ୟାଙ୍କ ପକ୍ଷରୁ କୁହାଯାଇଛି ା
ସୂଚନାଯୋଗ୍ୟ, ଜୁଲାଇ ୧୭ରେ ପ୍ରଥମେ ତତ୍‌କାଳୀନ ଶାଖା ପରିଚାଳକଙ୍କ କରୋନା ପଜିଟିଭ୍‌ ଜଣାପଡ଼ିବା ପରେ ଦୀର୍ଘଦିନ ଧରି ଶାଖା ବନ୍ଦ ରହିଥିଲା ା ପୁଣି ଏବେକାର ଶାଖା ପରିଚାଳକଙ୍କ ପଜିଟିଭ୍‌ ଜଣାପଡ଼ିବା ପରେ ବ୍ୟାଙ୍କ କାରବାରରେ ବାଧା ସୃଷ୍ଟି ହେବା ସହ ଜନସାଧାରଣ ହଇରାଣ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri