ଅଗଷ୍ଟରେ ୧୩ ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୭: ଅଗଷ୍ଟ ମାସରେ ଦେଶର ବିଭିନ୍ନ ପ୍ରାନ୍ତରେ ୧୩ ଦିନ ପର୍ଯ୍ୟନ୍ତ ବ୍ୟାଙ୍କ ବନ୍ଦ ରହିବ। ବିଭିନ୍ନ ଛୁଟି ଲାଗି ବ୍ୟାଙ୍କ ବନ୍ଦ ରହିବ ବୋଲି ଏକ ରିପୋର୍ଟ ପ୍ରକାଶ ପାଇଛି। ଅଗଷ୍ଟ ପହିଲାରେ ଇଦ୍‌ ପଡୁଥିବା ବେଳେ ବ୍ୟାଙ୍କ କାମ ହେବ ନାହିଁ। ସେହିଭଳି ୨ ତାରିଖ ରବିବାର ,୩ ଅଗଷ୍ଟରେ ରାକ୍ଷୀ, ୮ରେ ଦ୍ୱିତୀୟ ଶନିବାର, ୯ରେ ରବିବାର, ୧୧ରେ ଜନ୍ମାଷ୍ଟମୀ, ୧୫ରେ ସ୍ବାଧୀନତା ଦିବସ, ୧୬ ଅଗଷ୍ଟରେ ରବିବାର, ୨୧ ଅଗଷ୍ଟରେ ତିଜ, ୨୨ ଅଗଷ୍ଟରେ ଗଣେଷ ଚତୁର୍ଥୀ, ଚତୁର୍ଥ ଶନିିବାର, ୨୩ ଅଗଷ୍ଟ ରବିବାର, ୩୦ ଅଗଷ୍ଟ ରବିବାର ମହରମ ଏବଂ ୩୧ରେ ଓନମ ପଡୁଥିବାରୁ ବ୍ୟାଙ୍କ ଖୋଲା ରହିବ ନାହିଁ। ଏହାକୁ ଧ୍ୟାନରେ ରଖି ବ୍ୟାଙ୍କର ଜୁରୁରୀ କାମ ତୁଟାଇ ଦେବା ଭଲ ହେବ। ଏଥି ଲାଗି ଲୋକମାନେ ରିଜର୍ଭ ବ୍ୟାଙ୍କ ଛୁଟି ତାଲିକାକୁ ମଧ୍ୟ ଦେଖି ପାରିବେ। ଏହାବାଦ ବିଭିନ୍ନ ରାଜ୍ୟ ହିସାବରେ ବ୍ୟାଙ୍କଗୁଡିକର ଛୁଟି ଅଲଗା ଅଲଗା ହୋଇଥାଏ। ଅଗଷ୍ଟରେ ୫ଟି ରବିବାର ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

ବାଣିଜ୍ୟିକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?