ଜୁଲାଇରେ ୧୫ ଦିନ ବନ୍ଦ ରହିବ ବ୍ୟାଙ୍କ, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ: ଆର୍‌ବିଆଇ ପକ୍ଷରୁ ବ୍ୟାଙ୍କ ଛୁଟି ତାଲିକା ଜାରି କରାଯାଇଛି। ଜୁଲାଇରେ ୯ ଦିନ ବ୍ୟାଙ୍କ ଛୁଟି ରହିବ। ତେବେ ଏହି ଛୁଟିଦିନ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ହେବ। ଏହା ବ୍ୟତୀତ ରବିବାର ଏବଂ ଦ୍ୱିତୀୟ ଶନିବାର ଓ ଚତୁର୍ଥ ଶନିବାର ପାଇଁ ବ୍ୟାଙ୍କରେ କାମ ହେବ ନାହିଁ। ଏହିପରି ଭାବେ ବ୍ୟାଙ୍କଗୁଡିକରେ ମୋଟ୍‌ ୧୫ ଦିନ କାମ ହେବ ନାହିଁ।

୪ ଜୁଲାଇ ୨୦୨୧ – ରବିବାର

୧୦ ଜୁଲାଇ ୨୦୨୧ – ଦ୍ୱିତୀୟ ଶନିବାର

୧୧ ଜୁଲାଇ ୨୦୨୧ – ରବିବାର

୧୨ ଜୁଲାଇ ୨୦୨୧ – ସୋମବାର – କାଙ୍ଗ (ରାଜସ୍ଥାନ), ରଥ ଯାତ୍ରା (ଭୁବନେଶ୍ୱର, ଇମ୍ଫାଲ,)

୧୩ ଜୁଲାଇ ୨୦୨୧ – ମଙ୍ଗଳବାର – ଭାନୁ ଜୟନ୍ତୀ (ଶହୀଦ ଦିବସ- ଜମ୍ମୁ କାଶ୍ମୀର, ଭାନୁ ଜୟନ୍ତୀ- ସିକିମ)

୧୪ ଜୁଲାଇ ୨୦୨୧- ଦ୍ରୁକପା ତ୍ରୋଶ୍ଚି (ଗାଙ୍ଗଟକ)

୧୬ ଜୁଲାଇ ୨୦୨୧- ଗୁରୁବାର – ହରେଲା ପୂଜା (ଡେରାଡୁନ)

୧୭ ଜୁଲାଇ ୨୦୨୧ – ଖାରଚି ପୂଜା (ଅଗରତାଲା, ଶିଲଂ)

୧୮ ଜୁଲାଇ ୨୦୨୧ – ରବିବାର

୧୯ ଜୁଲାଇ ୨୦୨୧ – ଗୁରୁ ରିମ୍ପୋଚେଙ୍କ ଥଙ୍ଗକର ଚେଚୁ (ଗାଙ୍ଗଟକ)

୨୦ ଜୁଲାଇ ୨୦୨୧ – ମଙ୍ଗଳବାର – ଇଦ ଅଲ ଅଦା (ଦେଶବ୍ୟାପୀ)

୨୧ ଜୁଲାଇ ୨୦୨୧ – ବୁଧବାର – ବକରିଦ

୨୪ ଜୁଲାଇ ୨୦୨୧ – ଚତୁର୍ଥ ଶନିବାର

୨୫ ଜୁଲାଇ ୨୦୨୧ – ରବିବାର

୩୧ ଜୁଲାଇ ୨୦୨୧- ଶନିବାର – କେର୍‌ ପୂଜା (ଅଗରତାଲା)


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri