୧୬ ଦିନ ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ୱର,୨।୧: ୨୦୨୨ ଜାନୁୟାରୀରେ ମୋଟ ୧୬ ଦିନ ବ୍ୟାଙ୍କ ବନ୍ଦ ରହିବ ବୋଲି ସୂଚନା ମିଳିଛି। ଏହି ଦିନଗୁଡ଼ିକ ମଧ୍ୟରୁ ମାସକର ସମସ୍ତ ରବିବାର ଓ ୨ୟ ଏବଂ ୪ର୍ଥ ଶନିବାର ସହ ବିଭିନ୍ନ ରାଜ୍ୟର ପର୍ବପର୍ବାଣି ଛୁଟି ତାଲିକାରେ ଅନ୍ତର୍ଭୁକ୍ତ ରହିଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ଜାରି ବ୍ୟାଙ୍କିଙ୍ଗ୍‌ ସେବା ଦିବସ ଓ ସୂଚୀରେ ଏହା ପ୍ରକାଶ କରାଯାଇଛି। ତେବେ ଚଳିତ ମାସ ବିଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ପର୍ବ ପାଇଁ ବ୍ୟାଙ୍କ ଛୁଟି ରହିବ। ସେହିଭଳି ରାଜ୍ୟ ଅନୁଯାୟୀ ଛୁଟି ଅଲଗା ହେବ ବୋଲି ଆର୍‌ବିଆଇ ପକ୍ଷରୁ ଜାରି ଛୁଟି ତାଲିକାରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହିରୋର ପ୍ରିମିୟମ ମଡେଲ ‘ଜୁମ୍‌’ର ଅନାବରଣ

କଟକ,୧୬।୨:ଦେଶର ପ୍ରମୁଖ ମୋଟରସାଇକେଲ ଏବଂ ସ୍କୁଟର ନିର୍ମାତା ହିରୋ ମୋଟୋକର୍ପର ପ୍ରିମିୟମ ମଡେଲ ‘ଜୁମ୍‌’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ସ୍କୁଟର ବର୍ଗରେ ପରବର୍ତ୍ତୀ...

ପୂର୍ବତଟ ରେଳପଥର କ୍ଷତି ୧୦ କୋଟି ଟପିଲା

ଭୁବନେଶ୍ୱର,୧୨-୫ (ବ୍ୟୁରୋ): ପ୍ରାରମ୍ଭିକ ଆକଳନ ଅନୁସାରେ ଫନୀ ଯୋଗୁ ପୂର୍ବତଟ ରେଳପଥ ୧୦ କୋଟି ଟଙ୍କାରୁ  ଉର୍ଦ୍ଧ୍ୱ କ୍ଷତି ସହିଛି। କ୍ଷତି ପରିମାଣ ବଢିବ ବୋଲି...

ଇ-ସିଗାରେଟ ରପ୍ତାନି ଉପରେ କଟକଣା

ନୂଆଦିଲ୍ଲୀ,୧-୧୦: ବାଣିଜ୍ୟ ମନ୍ତ୍ରଣାଳୟ ପକ୍ଷରୁ ଇ-ସିଗାରେଟ ସମେତ ଇ-ହୁକା ଏବଂ ଏଭଳି ଅନ୍ୟ ଡିଭାଇସଗୁଡିକର ରପ୍ତାନିକୁ ସୋମବାର ନିଷେଧ କରାଯାଇଛି। ଚଳିତ ମାସ ୧୮ରେ ସରକାର...

ରାଜକୋଷକୁ ଆଉ ୪୦ ହଜାର କୋଟିର ବୋଝ

ନୂଆଦିଲ୍ଲୀ: କରୋନା ମହାମାରୀ ଯୋଗୁ ଅର୍ଥ ବ୍ୟବସ୍ଥାକୁ ସାଂଘାତିକ କ୍ଷତି ପହଞ୍ଚିଛି। ଖାଉଟିଙ୍କ ଖର୍ଚ୍ଚ ବଢ଼ାଇ ଅର୍ଥ ବ୍ୟବସ୍ଥାରେ ଚାହିଦାକୁ ବଢ଼ାଇବା ଲାଗି ଅର୍ଥମନ୍ତ୍ରୀ ନିର୍ମଳା...

ୟାଟ୍‌ସ ବିଜେତା ସମ୍ବର୍ଦ୍ଧିତ

ଭୁବନେଶ୍ୱର,୧୪।୧୨: ଟାଟା ଷ୍ଟିଲ୍‌ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ (ୟାଟ୍‌ସ) ର ୧୬ତମ ସଂସ୍କରଣର ଗ୍ରାଣ୍ଡ ଫିନାଲେ ମଙ୍ଗଳବାର ଭୁବନେଶ୍ୱରସ୍ଥ ପଠାଣି ସାମନ୍ତ ପ୍ଲାନେଟାରିୟମରେ ଅନୁଷ୍ଠିତ...

ଋଣରେ ବୁଡ଼ିଥିବା ଅନୀଲ ଅମ୍ବାନୀ ବିକିବେ ମୁମ୍ବାଇର ମୁଖ୍ୟାଳୟ

ନୂଆଦିଲ୍ଲୀ,୧।୭: ରିଲାଏନ୍ସ ଗ୍ରୁପ୍‌ର ଚେୟାରମ୍ୟାନ ଅନୀଲ ଅମ୍ବାନୀ ନିଜ ଋଣଭାରରୁ ମୁକୁଳିବା ପାଇଁ ଲାଗିପଡ଼ିଛନ୍ତି। ଏଥିଯୋଗୁ ଅନୀଲ ଏବେ ମୁମ୍ବାଇରେ ସାନ୍ତାକ୍ରୁଜ୍‌ରେ ଥିବା ତାଙ୍କ ମୁଖ୍ୟାଳୟକୁ...

ସେନ୍‌ସେକ୍ସର ନୂଆ ରେକର୍ଡ; ନିବେଶକଙ୍କୁ ଲାଭ ୧.୭୬ ଲକ୍ଷ କୋଟି

ମୁମ୍ବାଇ,୪-୬: ମୋଦି ସରକାର କ୍ଷମତାକୁ ଫେରିବା ପରେ ନିବେଶକଙ୍କ ଆସ୍ଥା ବଢ଼ିବାରେ ଲାଗିଛି। ସୋମବାର କାରବାର ବନ୍ଦ ହେବା ବେଳକୁ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜର ବିଏସ୍‌ଇ...

ଜାନୁୟାରୀରେ ୧୦ ଦିନ ବ୍ୟାଙ୍କ ଛୁଟି

ନୂଆଦିଲ୍ଲୀ,୧-୧: ୨୦୨୦ ଜାନୁୟାରୀରେ ବିଭିନ୍ନ ରାଜ୍ୟରେ ବ୍ୟାଙ୍କ ୧୦ ଦିନ ବନ୍ଦ ରହିବ। ରିଜର୍ଭ ବ୍ୟାଙ୍କର ଛୁଟି ତାଲିକା ମୁତାବକ ୨୦୨୦ ପ୍ରଥମ ମାସରେ ବିଭିନ୍ନ...

Advertisement
Archives

Model This Week