୧୬ ଦିନ ବନ୍ଦ ରହିବ ବ୍ୟାଙ୍କ

ଭୁବନେଶ୍ୱର,୨।୧: ୨୦୨୨ ଜାନୁୟାରୀରେ ମୋଟ ୧୬ ଦିନ ବ୍ୟାଙ୍କ ବନ୍ଦ ରହିବ ବୋଲି ସୂଚନା ମିଳିଛି। ଏହି ଦିନଗୁଡ଼ିକ ମଧ୍ୟରୁ ମାସକର ସମସ୍ତ ରବିବାର ଓ ୨ୟ ଏବଂ ୪ର୍ଥ ଶନିବାର ସହ ବିଭିନ୍ନ ରାଜ୍ୟର ପର୍ବପର୍ବାଣି ଛୁଟି ତାଲିକାରେ ଅନ୍ତର୍ଭୁକ୍ତ ରହିଛି ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ଜାରି ବ୍ୟାଙ୍କିଙ୍ଗ୍‌ ସେବା ଦିବସ ଓ ସୂଚୀରେ ଏହା ପ୍ରକାଶ କରାଯାଇଛି। ତେବେ ଚଳିତ ମାସ ବିଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ପର୍ବ ପାଇଁ ବ୍ୟାଙ୍କ ଛୁଟି ରହିବ। ସେହିଭଳି ରାଜ୍ୟ ଅନୁଯାୟୀ ଛୁଟି ଅଲଗା ହେବ ବୋଲି ଆର୍‌ବିଆଇ ପକ୍ଷରୁ ଜାରି ଛୁଟି ତାଲିକାରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍‌ରୁ ବାହାରୁଛି ଅଧିକ ୫୦୦ ଟଙ୍କିଆ ନୋଟ୍‌

ନୂଆଦିଲ୍ଲୀ, ୨୭-୨: ବିଭିନ୍ନ ବ୍ୟାଙ୍କର ଏଟିଏମ୍‌ଗୁଡିକରୁ ଏବେ ୨୦୦୦ ଟଙ୍କିଆ ନୋଟ ତୁଳନାରେ ଅଧିକ ୫୦୦ ଟଙ୍କିଆ ନୋଟ ବାହାରୁ ଥିବା ନଜରକୁ ଆସୁଛି। ୨୦୦୦...

୨ ବର୍ଷ ହେଲା ପ୍ରିଣ୍ଟ ହୋଇନି ଦୁଇ ହଜାର ଟଙ୍କିଆ ନୋଟ୍‌

ନୂଆଦିଲ୍ଲୀ,୧୬ ।୩ କେନ୍ଦ୍ର ସରକାର ନଭେମ୍ବର ୨୦୧୬ ରେ ନୂଆ ବିମୁଦ୍ରୀକରଣ ନିୟମ ଲାଗୁ କରିଥିଲେ। ଫଳରେ ଦେଶରେ ଆଉ ପୁରୁଣା ୫୦୦ ଏବଂ ୧୦୦୦...

ପୁଣି ବଢ଼ିଲା ଆୟକର ରିଟର୍ଣ୍ଣ ଅବଧି, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୧: ପୁଣିଥରେ କେନ୍ଦ୍ର ସରକାର ଆୟକର ରିଟର୍ଣ୍ଣ(ଆଇଟିଆର୍‌) ଅବଧିକୁ ବଢ଼ାଇ ଦେଇଛନ୍ତି। ଏବେ ଆଇଟିଆର୍‌ ଦାଖଲର ଶେଷ ତାରିଖକୁ ୨୦୨୨ ମାର୍ଚ୍ଚ ୧୫ ଯାଏ ବୃଦ୍ଧି...

ମାଇକ୍ରୋସଫ୍ଟ ବୋର୍ଡରୁ ଇସ୍ତଫା ଦେଲେ ବିଲ୍‌ ଗେଟ୍‌ସ

ନୂଆଦିଲ୍ଲୀ,୧୫।୩: ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍‌ସ କମ୍ପାନୀର ବୋର୍ଡ ଅଫ୍‌ ଡାଇରେକ୍ଟର୍ସରୁ ଶନିବାର ଇସ୍ତଫା ଦେଇଛନ୍ତି। ସମାଜ ସେବା ଏବଂ ଦାତବ୍ୟ କାର୍ଯ୍ୟରେ ଅଧିକ...

ନୀରବଙ୍କ ସ୍ତ୍ରୀ ଆମିଙ୍କ ବିରୋଧରେ ଇଣ୍ଟରପୋଲର ଗିରଫ ପରଓ୍ବାନା

ନୂଆଦିଲ୍ଲୀ,୨୬।୮: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ପ୍ରାୟ ୧୩,୫୦୦ କୋଟି ଟଙ୍କାର ଋଣ ଠକେଇ ମାମଲାରେ ପଳାତକ ଘୋଷିତ ନୀରବ ମୋଦିଙ୍କ ସ୍ତ୍ରୀ ଆମି ମୋଦିଙ୍କ ବିରୋଧରେ...

ସାମ୍‌ସଙ୍ଗ ଫୋନ୍‌ରେ ଗୁଗଲ ପ୍ରଡକ୍ଟକୁ ମିଳିବ ପ୍ରାଥମିକତା

ନୂଆଦିଲ୍ଲୀ,୨୯।୭: ଦକ୍ଷିଣ କୋରିଆ ଭିତ୍ତିକ କମ୍ପାନୀ ସାମ୍‌ସଙ୍ଗର ଫୋନଗୁଡିକରେ ଗୁଗଲ ପ୍ରଡକ୍ଟଗୁଡିକୁ ପ୍ରାଥମିକତା ମିଳିବାକୁ ଯାଉଛି। ଆଲ୍‌ଫାବେଟ୍‌ ଇଙ୍କ୍‌ର ଗୁଗଲ ଏବଂ ସାମ୍‌ସଙ୍ଗ ଇଲେକଟ୍ରୋନିକ୍ସ ମଧ୍ୟରେ...

ବିତ୍ତୀୟ ନିଅଣ୍ଟ ୯.୧୪ ଲକ୍ଷ କୋଟି ଛୁଇଁଲା

  ନୂଆଦିଲ୍ଲୀ: ଚଳିତ ଆର୍ଥତ୍କ ବର୍ଷ ଗତ ତ୍ରୈମାସ ସୁଦ୍ଧା ସରକାରଙ୍କ ବିତ୍ତୀୟ ନିଅଣ୍ଟ(ଆୟ ଏବଂ ବ୍ୟୟ ମଧ୍ୟରେ ପାର୍ଥକ୍ୟ) ୯.୧୪ ଲକ୍ଷ କୋଟି ଟଙ୍କା...

ପୂର୍ବ ତୁଳନାରେ କାର୍‌ ଉପରେ କମିଛି ଜିଏସ୍‌ଟି; ରୟାଲଟି କମାଇ ଖର୍ଚ୍ଚ କମାନ୍ତୁ କମ୍ପାନୀ: ଅର୍ଥ ମନ୍ତ୍ରଣାଳୟ

ନୂଆଦିଲ୍ଲୀ : ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ଲାଗୁ ହେବା ପୂର୍ବରୁ କାର୍‌ ଉପରେ ଯେଉଁ ହାରରେ ଟିକସ ଲାଗୁ ଥିଲା ବର୍ତ୍ତମାନ ତାହା ଅପେକ୍ଷାକୃତ...

Advertisement
Archives

Model This Week