Posted inରାଜ୍ୟ

ଗୁରୁବାର ଯାଏ ବନ୍ଦ ରହିବ ବ୍ୟାଙ୍କ୍‌

ଭୁବନେଶ୍ୱର,୧୯।୧୦: ରାଜ୍ୟରେ ମଙ୍ଗଳବାର ଏବଂ ବୁଧବାର ଦୁଇ ଦିନ ବନ୍ଦ ରହିବ ବ୍ୟାଙ୍କ୍‌ । ମୁସଲିମ ପର୍ବ ଇଦ-ମିଲାଦ ଏବଂ ହିନ୍ଦୁ ମହୋତ୍ସବ ‘ଗଜଲକ୍ଷ୍ମୀ ପୂଜା’କୁ ଦୃଷ୍ଟିରେ ରଖି ଓଡିଶାରେ କାର୍ଯ୍ୟ କରୁଥିବା ବ୍ୟାଙ୍କ୍‌ ଏବଂ ବ୍ୟାଙ୍କିଙ୍ଗ୍‌ ସଂସ୍ଥା ଏହି ଦୁଇ ଦିନ ବନ୍ଦ ରହିବ। ଓଡ଼ିଶା ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏ ସମ୍ପର୍କରେ ବିଜ୍ଞପ୍ତି ଜାରି କରିଛି।
କେନ୍ଦ୍ରୀୟ ଆଇନ ୧୮୮୧ର ଧାରା ୨୫ରେ ପ୍ରଦତ୍ତ କ୍ଷମତାକୁ ଉପଯୋଗ କରି ରାଜ୍ୟ ସରକାର ଏହି ଛୁଟି ଘୋଷଣା କରିଛନ୍ତି । ୧୯ ତାରିଖ ଇଦ-ମିଲାଦ ଏବଂ ୨୦ ତାରିଖ ଗଜଲକ୍ଷ୍ମୀ ପୂଜା ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri