ସିଡନୀର ସ୍ବାମୀନାରାୟଣ ମନ୍ଦିରରେ ଭଙ୍ଗାରୁଜା: ପାଚେରି ଭାଙ୍ଗିଲେ ଖଲିସ୍ତାନ ସମର୍ଥକ, ଗେଟରେ ଲଗାଇଲେ ପତାକା

ମେଲବର୍ନ,୫।୫: ଅଷ୍ଟ୍ରେଲିଆରେ ପୁଣିଥରେ ମନ୍ଦିରରେ ଭଙ୍ଗାରୁଜା ଘଟଣା ସାମ୍ନାକୁ ଆସିଛି। ପଶ୍ଚିମ ସିଡନୀର ରୋଜହିଲ ଉପନଗରରେ ବାପ୍ସ ସ୍ବାମୀନାରାୟଣ ମନ୍ଦିରରେ ଭଙ୍ଗାରୁଜା ହୋଇଛି। ମିଡିଆ ରିପୋର୍ଟ ଅନୁଯାୟୀ, ଶୁକ୍ରବାର ସକାଳେ ବାପ୍ସ ସ୍ବାମୀନାରାୟଣ ମନ୍ଦିରରେ ଖଲିସ୍ତାନ ସମର୍ଥକମାନେ ଭଙ୍ଗାରୁଜା କରିଥିଲେ। ଏହାସହ ମନ୍ଦିର ଗେଟରେ ଖଲିସ୍ତାନ ପତାକା ଲଗାଇ ଦେଇଥିଲେ।

ଅଷ୍ଟ୍ରେଲିଆ ମିଡିଆ କହିଛି ଅଷ୍ଟ୍ରେଲିଆର ପଶ୍ଚିମ ସିଡନୀରେ ଥିବା ରୋଜହିଲ ଉପନଗରର ବିଏପିଏସ ସ୍ବାମୀନାରାୟଣ ମନ୍ଦିରରେ ଖଲିସ୍ତାନ ସମର୍ଥକମାନେ ଭଙ୍ଗାରୁଜା କରିଛନ୍ତି। ଯେତେବେଳେ ମନ୍ଦିରର ପୂଜାରି ପୂଜା କରିବାକୁ ସେଠାରେ ପହଞ୍ଚିଲେ ଦେଖିଲେ କି ମନ୍ଦିରର ପାଚେରି ଭାଙ୍ଗିଯାଇଛି। ଏପଟେ ଗେଟରେ ଖଲିସ୍ତାନର ପତାକା ବି ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri