ଅପରାହ୍ନ ୩ଟାରୁ ଖୋଲାଯିବ ବାରବାଟୀ ଗେଟ୍‌, ଜାଲ ଟିକେଟ ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ

କଟକ ଅଫିସ,୧୨।୬: ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଦ୍ୱିତୀୟ ଟି-୨୦ ମୁକାବିଲା ଖେଳାଯିବ। ଏହି ମ୍ୟାଚ ଦେଖିବା ପାଇଁ ଅପରାହ୍ନ ୩ଟାରୁ ବାରବାଟୀ ଷ୍ଟାଡିୟମ୍‌ର ସମସ୍ତ ଗେଟ ଖୋଲାଯିବ। ଟିକେଟ୍‌ରେ ଉଲ୍ଲେଖ ଥିବା ଗେଟ୍‌ ନଂ ଅନୁସାରେ ଦର୍ଶକ ଷ୍ଟାଡ଼ିୟମ୍‌କୁ ପ୍ରବେଶ କରିବେ । ଏହି ସମୟରେ ଟିକେଟ ଯାଞ୍ଚ କଡ଼ାକଡ଼ି ହେବ । ଯାଞ୍ଚ ସମୟରେ ଜାଲ ଟିକେଟ ଧରାପଡ଼ିଲେ ସମ୍ପୃକ୍ତ ଦର୍ଶକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜଣାପଡ଼ିଛି।

ସେହିଭଳି ଦୁଇଚକିଆ ଯାନ ନେଇ ଆସିଥିବା ଦର୍ଶକମାନେ ଷ୍ଟାଡିୟମକୁ ଆସିବା ପୂର୍ବରୁ ନିଜ ହେପାଜତରେ ହେଲ୍‌ମେଟ ବାହାରେ ରଖି ଆସିବେ। ଦର୍ଶକଙ୍କୁ ବିଡି, ସିଗାରେଟ, ଦିଆସିଲି, ଲାଇଟର୍‌, ବ୍ୟାଗ, ବାଡ଼ି, ବୋତଲ, ବ୍ୟାନର୍‌, ପାଣି ପାଉଚ, ପାଣି ବୋତଲ ଆଦି ନେବା ଲାଗି ବାରଣ କରାଯାଇଛି । ଏମିତିକି ଦର୍ଶକ ସେମାନଙ୍କ ପକେଟ୍‌ରେ ଖୁଚୁରା ପଇସା ରଖିପାରିବେ ନାହିଁ । ସମସ୍ତଙ୍କ ପାଇଁ ମାସ୍କ ବାଧ୍ୟତାମୂଳକ କରାଯାଇଛି। ଗ୍ୟାଲେରୀରେ ଦର୍ଶକ କିମ୍ବା ଖେଳାଳିଙ୍କ ଉପରକୁ କୌଣସି ଜିନିଷ ଫିଙ୍ଗିବା ପାଇଁ ବାରଣ କରାଯାଇଛି । ଏଥିରେ କୌଣସି ବ୍ୟତିକ୍ରମ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri