ସୁପ୍ରିମକୋର୍ଟରେ ପହଞ୍ଚିଲା ବର୍ଷା-ଅନୁଭବ ବିବାଦ

କଟକ ଅଫିସ, ୨୦।୯: ଏମ୍‌ପି ତଥା ଓଲିଉଡ୍‌ ଅଭିନେତା ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀଙ୍କ ବିବାଦ ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଦିଲ୍ଲୀ ପଟିଆଲା କୋର୍ଟରେ ଅନୁଭବ ସ୍ତ୍ରୀ ବର୍ଷାଙ୍କୁ ଛାଡ଼ପତ୍ର ପାଇଁ ଆବେଦନ କରିଥିଲେ। ଏହାକୁ ଚ୍ୟାଲେଞ୍ଜ କରି ଶନିବାର ବର୍ଷା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଦିଲ୍ଲୀ ପଟିଆଲା କୋର୍ଟର ମାମଲାକୁ କଟକ ପରିବାର ଅଦାଲତକୁ ସ୍ଥାନାନ୍ତର କରିବାକୁ ବର୍ଷା ନିଜ ଆବେଦନରେ ପ୍ରାର୍ଥନା କରିଛନ୍ତି।

ଦିଲ୍ଲୀ ପଟିଆଲା କୋର୍ଟରେ ଅନୁଭବ ଯେଉଁ ମାମଲା କରିଛନ୍ତି, ତାହାକୁ ବିଭିନ୍ନ କାରଣରୁ ସେଠାକୁ ଯାଇ ସମ୍ମୁଖୀନ ହେବା ସହଜ ନୁହେଁ। ଏହା ମୋ’ ପାଇଁ ବ୍ୟୟବହୁଳ ହେବ ବୋଲି ବର୍ଷା ନିଜ ଆବେଦନରେ ଉଲ୍ଲେଖ କରିଛନ୍ତି। ପ୍ରତି ଶୁଣାଣିରେ ତାଙ୍କୁ ଦିଲ୍ଲୀ ଯିବାକୁ ପଡ଼ିବ। ଏଥିରେ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ଅନୁଭବ ସୁପ୍ରିମ୍‌କୋର୍ଟରେ ଏକ କ୍ୟାଭେଟ୍‌ ପିଟିଶନ ଦାଖଲ କରିଥିବା ଜଣାପଡ଼ିଛି। ସେ ନିଜ ପକ୍ଷ ରଖିବା ପୂର୍ବରୁ ଏହି ମାମଲା ସ୍ଥାନାନ୍ତର ନ କରିବାକୁ ସେ ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

ବାଇକ-ବଳଦ ମୁହାଁମୁହିଁ ଧକ୍କା: ଯୁବକ ଗୁରୁତର, ଘଟଣାସ୍ଥଳରେ ବଳଦର ମୃତ୍ୟ

ଥୁଆମୂଳ ରାମପୁର, ୨୭।୮ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଭବାନୀପାଟଣା ରାସ୍ତାର କୃଷି କାର୍ଯ୍ୟାଳୟ ନିକଟସ୍ଥ ସ୍କିଲ ଡେଭଲପମେଣ୍ଟ ଟ୍ରେନିଂ ସେଣ୍ଟର ନିକଟରେ ବୁଧବାର ସା ପ୍ରାୟ ୬ଟା…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

ପୋଖରୀରେ ବୁଡି ବୃଦ୍ଧା ମୃତ

ଦେବଗଡ, ୨୭।୮ (ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ଠିଆନାଳ ବିଡିଘାଟ ଗ୍ରାମରେ ଗୁରୁବାର ପୋଖରୀରେ ବୁଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri