ଆତଙ୍କବାଦୀ ଆକ୍ରମଣ ବନ୍ଦ ନ ହେଲେ ପାକିସ୍ତାନ ସହ କ୍ରିକେଟ ମ୍ୟାଚ ହେବ ନାହିଁ: ଅନୁରାଗ ଠାକୁର

ନୂଆଦିଲ୍ଲୀ,୧୫।୯: ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାରେ ଆତଙ୍କବାଦୀ ଆକ୍ରମଣରେ ଜଣେ କର୍ଣ୍ଣେଲ, ଜଣେ ମେଜର ଓ ଜଣେ ଡିଏପି ଶହୀଦ ହୋଇଛନ୍ତି। ତେବେ ଏନେଇ କେନ୍ଦ୍ର କ୍ରୀଡ଼ା ଏବଂ ଯୁବ ବ୍ୟାପାର ମନ୍ତ୍ରୀ ଅନୁରାଗ ଠାକୁର ଶୁକ୍ରବାର ରାଜସ୍ଥାନର ଉଦୟପୁରରେ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ସେ କହିଛନ୍ତି, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ସୀମାରେ ଆତଙ୍କବାଦୀ ଆକ୍ରମଣ ବନ୍ଦ ନ କରିବ ସେ ପର୍ଯ୍ୟନ୍ତ ଦୁଇ ଦେଶ ମଧ୍ୟରେ କୌଣସି ଦ୍ୱିପାକ୍ଷିକ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେବ ନାହିଁ।

ଅନୁରାଗ କହିଛନ୍ତି, ବିସିସିଆଇ ବହୁ ପୂର୍ବରୁ ନିଷ୍ପତ୍ତି ନେଇଛି ଯେ ଯେପର୍ଯ୍ୟନ୍ତ ପାକିସ୍ତାନ ଭାରତର ସୀମାରେ ଆତଙ୍କବାଦ ଏବଂ ଅନୁପ୍ରବେଶ ବନ୍ଦ ନ କରିବ ସେପର୍ଯ୍ୟନ୍ତ ଦ୍ୱିପାକ୍ଷିକ କ୍ରିକେଟ ହେବ ନାହିଁ। ଦୁଇ ପଡୋଶୀ ଦେଶ ମଧ୍ୟରେ କୂଟନନୈତିକ ତିକ୍ତତା ବୃଦ୍ଧି ପାଇ ଭାରତ ଏବଂ ପାକିସ୍ଥାନ ମଧ୍ୟରେ ଦ୍ୱିପାକ୍ଷିକ କ୍ରିକେଟ ମ୍ୟାଚ୍‌ ବର୍ଷ ବର୍ଷ ଧରି ସ୍ଥଗିତ ରହିଆସିଛି। ଦୁଇ ଟିମ୍‌ କେବଳ ଆଇସିସି ଓ ଏସିଆ କପ୍‌ରେ ମୁହାଁମୁହିଁ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri