Posted inଖେଳ

ଆଇପିଏଲ୍‌ ପୂର୍ବରୁ ବିସିସିଆଇ ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୯।୪: କରୋନା ମହାମାରୀ ଯୋଗୁ କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ଷ୍ଟାଡିୟମରେ ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜିନର ମ୍ୟାଚକୁ କଭର୍‌ କରିବାକୁ ଗଣମାଧ୍ୟମକୁ ଅନୁମତି ଦିଆଯିବ ନାହିଁ। କିନ୍ତୁ ଅବସ୍ଥା ସୁଧୁରିଲେ ଏହି ନିୟମ ଉଠାଇଦିଆଯିବ ବୋଲି କୁହାଯାଇଛି। ସ୍ବାସ୍ଥ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ଏଭଳି ନିଷତ୍ତି ନିଆଯାଇଛି। ଏଥର ଏହି ଲୋକପ୍ରିୟ ଟି -୨୦ ଲିଗ ଦର୍ଶକଙ୍କ ବିନା ଅନୁଷ୍ଠିତ ହେଉଛି।
ବିସିସିଆଇ ପ୍ରତ୍ୟେକ ମ୍ୟାଚ ପରେ ଭର୍ଚୁଆଲ ଖବରଦାତା ସମ୍ମିଳନୀ ସୁବିଧା ଯୋଗାଇବ। ଆଇପିଏଲ ଶୁକ୍ରବାର ଡିଫେଣ୍ଡିଂ ଚାମ୍ପିଅନ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ମ୍ୟାଚ ଆରମ୍ଭ ହେବ। କରୋନା ଜୀବାଣୁ ମହାମାରୀ ହେତୁ ଆଇପିଏଲ ୨୦୧ ର ସମସ୍ତ ମ୍ୟାଚ ଭାରତର କେବଳ୬ଟି ସହର – ଦିଲ୍ଲୀ, ମୁମ୍ବାଇ, କୋଲକାତା, ଚେନ୍ନାଇ, ବେଙ୍ଗାଲୁର ଏବଂ ହାଇଦ୍ରାବାଦରେ ଖେଳାଯିବ। ଏହି ଟୁର୍ନାମେଣ୍ଟର ଅନ୍ତିମ ମ୍ୟାଚ ମେ ୩୦ରେ ଖେଳାଯିବ। ଚଳିତ ବର୍ଷ କୌଣସି ଦଳ ଟୁର୍ନାମେଣ୍ଟରେ ନିଜ ଘରୋଇ ଗ୍ରାଉଣ୍ଡର ଲାଭ ପାଇବେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସାମନବାଡ଼ି ଛାତ୍ରାବାସରୁ ୧୦ ଛାତ୍ର ଫେରାର, ଏଯାଏ ମିଳୁନି ପତ୍ତା, ଚିନ୍ତାରେ ଅଭିଭାବକ; ଅଧିକାରୀଙ୍କ… 

ଦାରିଙ୍ଗବାଡି, ୩।୩ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତିଲୋରୀ ପଞ୍ଚାୟତ ଅଧୀନ ସାମନବାଡି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରାବାସରୁ  ମଙ୍ଗଳବାର ମଧ୍ୟାହ୍ନ…

ଶିକ୍ଷକ ନାଁରେ କଳଙ୍କ:  ଭୟ ଦେଖାଇ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର ବଳାତ୍କାର, ଉଠାଇ ନେଲା ପୋଲିସ

ଫୁଲବାଣୀ, ୩ା୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ ଗୋଛାପଡା ଥାନା ଅଞ୍ଚଳ କଟ୍ରିଙ୍ଗିଆରେ ଥିବା ଏକ ବିଦ୍ୟାଳୟରେ ଜଣେ ଶିକ୍ଷକ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବାରମ୍ବାର…

ଯୁଦ୍ଧ ମଝିରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ବିଶ୍ୱଯୁଦ୍ଧ ପାଇଁ…

ଓ଼୍ବାଶିଂଟନ,୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ମଙ୍ଗଳବାର (୩ ମାର୍ଚ୍ଚ) ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିବୃତ୍ତି ଆସିଛି ଯେ ଇରାନ…

ଯୁଦ୍ଧ ଭିତରେ ୮ଦେଶ ସହ କଥା ହେଲେ ମୋଦି, ହୋଇପାରେ ବଡ଼ ଘୋଷଣା!

ନୂଆଦିଲ୍ଲୀ,୩।୩: ଇରାନ ଉପରେ ଇସ୍ରାଏଲ-ଆମେରିକୀୟ ଆକ୍ରମଣ ଏବଂ ଇରାନର ପ୍ରତିଶୋଧ ସହିତ ଆରମ୍ଭ ହୋଇଥିବା ଯୁଦ୍ଧ ପ୍ରତିଦିନ ତୀବ୍ର ହେବାରେ ଲାଗିଛି। ସଂଘର୍ଷର ପରିମାଣ ଏବଂ ପରିସର…

ରାଜ୍ୟ ସଭା ନିର୍ବାଚନ: ଦିଲୀପ ରାୟଙ୍କୁ ଭାଜପାର ସମର୍ଥନ

ଭୁବନେଶ୍ୱର,୩।୩: ରାଜ୍ୟସଭା ନିର୍ବାଚନ ନେଇ ବିଜେଡି ଜଣେ ପ୍ରାର୍ଥୀ ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ…

ଦିଲୀପଙ୍କୁ ନେଇ ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭା ନିର୍ବାଚନରେ ହେବ ଓଲଟପାଲଟ!

ଭୁବନେଶ୍ୱର,୩।୩: ରାଜ୍ୟ ସଭା ନିର୍ବାଚନ ନେଇ ବିଜେଡି ସଂତୃପ୍ତ ମିଶ୍ରଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା…

ଜୁନାଗଡ଼ ପୋଲିସକୁ ବଡ଼ ସଫଳତା: ୧୪ ଲକ୍ଷରୁ ଅଧିକ ଟଙ୍କା ଲୁଟିଥିବା ୪ ସାଇବର ଠକ ଗିରଫ

ଭବାନୀପାଟଣା,୩।୩(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ସାଇବର ଠକେଇ ମାମଲାରେ ମଙ୍ଗଳବାର ୪ ଜଣକୁ ଗିରଫ କରି କୋର୍ଟ…

HDFC ବ୍ୟାଙ୍କ ଗ୍ରାହକଙ୍କ ପାଇଁ ବଡ଼ ଝଟକା! ୧ ଏପ୍ରିଲରୁ ବଦଳିବ ଏସବୁ ନିୟମ, ଦେବାକୁ ପଡିବ ମୋଟା ଅଙ୍କର ଟଙ୍କା

ନୂଆଦିଲ୍ଲୀ,୩।୩: HDFC ବ୍ୟାଙ୍କ ଗ୍ରାହକମାନଙ୍କ ପାଇଁ ନୂତନ ଆର୍ଥିକ ବର୍ଷର ଆରମ୍ଭ ଟିକେ କଷ୍ଟକର ହେବାକୁ ଯାଉଛି। ବ୍ୟାଙ୍କ ଏହାର ଲକର ଭଡା ୧୮୪% ବୃଦ୍ଧି କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri