Posted inଖେଳ

ଆଇପିଏଲ୍‌ରେ କରୋନା ମାଡ: ବିସିସିଆଇର ନେଲା ବଡ଼ ନିଷ୍ପତ୍ତି

ଅହମଦାବାଦ,୪।୫: ଆଇପିଏଲର ୧୪ତମ ସିଜିନ ରେ ମଧ୍ୟ କରୋନା ବିପଦ ଦେଖାଦେଇଛିି। କିଛି ଖେଳାଳି ଏବଂ ସପୋର୍ଟ ଷ୍ଟାଫ କରୋନା ଆକ୍ରାନ୍ତ ହୋଇଛନ୍ତି ଅଛନ୍ତି। କୋଲକାତା ନାଇଟ ରାଇଡର୍ସ (କେକେଆର୍‌) କ୍ରିକେଟର ବରୁଣ ଚକ୍ରବର୍ତ୍ତୀ ଏବଂ ସନ୍ଦୀପ ୱାରିୟରଙ୍କ କୋଭିଡ ରିପୋର୍ଟ ପଜିଟିଭ୍‌ ଚିହ୍ନଟ ହେବାରୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷ ମ୍ୟାଚକୁ ସ୍ଥଗିତ ହୋଇଛି। ତେବେ ଦଳର ଅବଶିଷ୍ଟ ସଦସ୍ୟଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ତଥାପି ସେମାନଙ୍କୁ ଅଲଗା ରହିବାକୁ କୁହାଯାଇଥିଲା। କେକେଆର କ୍ୟାମ୍ପରେ କରୋନା ହେବାର କିଛି ସମୟ ପରେ ଚେନ୍ନାଇ ସୁପର କିଙ୍ଗ୍ସ ବୋଲିଂ ପ୍ରଶିକ୍ଷକ ଲକ୍ଷ୍ମୀପତି ବାଲାଜୀ ଏବଂ ଜଣେ ବସ ସୁଇପର ମଧ୍ୟ ଏହି ଭୟଙ୍କର ମହାମାରୀର ଶିକାର ହୋଇଛନ୍ତି।

ଏବେ ଖବର ଆସୁଛି ଯେ ବିସିସିଆଇ ଦିଲ୍ଲୀ କ୍ୟାପିଟାଲ୍ସର ଖେଳାଳି ଏବଂ ସପୋର୍ଟ ଷ୍ଟାଫ୍‌ଙ୍କୁ ଆଗାମୀ ସୂଚନା ପର୍ଯ୍ୟନ୍ତ ନିଜକୁ ଆଇସୋଲେସନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। କେକେଆର ଏପ୍ରିଲ ୨୯ରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଦିଲ୍ଲୀ ବିପକ୍ଷରେ ଶେଷ ମ୍ୟାଚ ଖେଳିଥିଲା। କେକେଆର୍‌ ପକ୍ଷରୁ ବରୁଣ ଏବଂ ସନ୍ଦୀପ କରୋନା ଆକ୍ରାନ୍ତ ହେବାପରେ ଏବେ ବିସିସିଆଇ କୌଣସି ବିପଦ ନେବାକୁ ଚାହୁଁନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri