Posted inଫୁରସତ

ବରଫ ଭିତରେ ପଶି ଶିକାର କଲା ଭାଲୁ : ଦେଖନ୍ତୁ ଭିଡିଓ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଏକ ଭାଲୁ ବରଫ ପାହଡ ଭିତରେ ପଶି ମାଛକୁ ଧରୁଥିବା ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, ବରଫାବୃତ ପାହଡ ଉପରେ ଏକ ଭାଲୁ ଠିଆ ହୋଇଛି। ଏହାପରେ ଭାଲୁଟି ମାଛକୁ କିଛିସମୟ ପାଇଁ ନିରୀକ୍ଷଣ କରୁଛି। ପରେ ଭାଲୁଟି ହଠାତ୍‌ ବରଫ ଭିତରେ ମୁହଁକୁ ପୁରାଇ ମାଛକୁ କାବୁ କରି ନେଉଛି। ଏହି ଭିଡିଓକୁ ଆଇଏଫଏସ ସୁଶାନ୍ତ ନନ୍ଦ ଟୁଇଟ କରି ଶେୟାର କରିଛନ୍ତି। ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତାରେ ହେବ ଟାୟାର ପାର୍କ

କୋଲକାତା,୩୧।୧୦: ପଶ୍ଚିମବଙ୍ଗର କୋଲକାତାରେ ଏକ ଟାୟାର ପାର୍କ ପ୍ରତିଷ୍ଠା ହେବ। ଅଦରକାରୀ ଟାୟାରରୁ ଏଠାରେ ବିଭିନ୍ନ କଳାକୃତି ନିର୍ମାଣ କରାଯିବାର ଯୋଜନା ପ୍ରସ୍ତୁତ ହୋଇଛି। ସ୍ଥାନୀୟ...

ମୋତେ ତରବାରୀ ଦିଅନ୍ତୁ, ସ୍ତ୍ରୀଙ୍କୁ ଯୁଦ୍ଧରେ ପରାସ୍ତ କରି ଛାଡପତ୍ର ନେବି

ଆମେରିକାର ଏକ କୋର୍ଟ ରୁମ୍‌ରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ବ୍ୟକ୍ତି ସ୍ତ୍ରୀଙ୍କୁ ଛାଡପତ୍ର ଦେବା ପୂର୍ବରୁ ଏକ ଅଜବ ସର୍ତ୍ତ...

ରାଜ୍ୟର ପ୍ରଥମ ମୁସଲିମ୍‌ ମହିଳା ଡିଏସ୍‌ପି

ପାଟନା,୧୧।୬: ନିକଟରେ ବିହାର ପବ୍ଲିକ ସର୍ଭିସ କମିଶନ(ବିପିଏସ୍‌ସି)ର ୬୪ତମ କମ୍ପିଟେଟିଭ୍‌ ଏକ୍ସାମର ପରୀକ୍ଷା ଫଳାଫଳ ଘୋଷଣା କରାଯାଇଛି। ଏହି ପରୀକ୍ଷାରେ ପ୍ରଥମ ଥରେ ଜଣେ ମୁସଲିମ...

କ୍ଷୀରରେ ମିଶାଉଥିଲେ ମଇଁଷିକୁଣ୍ଡ ପାଣି: ଷ୍ଟିଙ୍ଗ୍‌ ଅପରେଶନ୍‌ରେ ପର୍ଦ୍ଦାଫାଶ୍‌

ହାଇଦ୍ରାବାଦ୍‌, ୨୨।୮: କ୍ଷୀରରେ ପାଣି ଏବଂ ଅନ୍ୟ ପଦାର୍ଥ ମିଶାଇବା କାର୍ଯ୍ୟ ତେଲଙ୍ଗାନାରେ ଜାରି ରହିଛି। ଏଭଳି ଅସାଧୁ ବ୍ୟବସାୟୀଙ୍କ ଯୋଗୁ ଲୋକେ ହଇରାଣ ହରକତ...

ପରୀକ୍ଷା ଶେଷ ପରେ ଖୁସିରେ ଏମିତି ଡ୍ୟାନ୍ସ କଲେ ଛାତ୍ରୀଛାତ୍ର, ଭିଡିଓ ଭାଇରାଲ

ପିଲାମାନଙ୍କ ପାଇଁ ପରୀକ୍ଷା ଶେଷ ହେବାର ଆନନ୍ଦଠାରୁ ଆଉ ଅଧିକ ଆନନ୍ଦ ବୋଧହୁଏ କିଛି ନାହିଁ। ପରୀକ୍ଷା ଶେଷ ହେବା ମାତ୍ରେ ସମସ୍ତ ପିଲା ଚାପମୁକ୍ତ...

ଚୁଇଂଗମ୍‌ ଚୋବାଇ ୭୦ହଜାର ରୋଜଗାର

ପ୍ରାୟତଃ ମଣିଷର ସଉକ ସହିତ ତାଙ୍କର ପ୍ରଫେସନର କିଛି ସମ୍ପର୍କ ନ ଥାଏ। କିନ୍ତୁ ଯଦି କେହି ନିଜର ସଉକକୁ ପଇସା କମାଇବାର ମାଧ୍ୟମ କରିବାକୁ...

ବେକାର ଯୁବକଙ୍କ ବିବାହ ବିଜ୍ଞାପନ: ମନରେ ଦେଶଭକ୍ତି ଥିବା କନ୍ୟା ଆବଶ୍ୟକ

ନୂଆଦିଲ୍ଲୀ,୧୮।୨: ବିବାହ ପାଇଁ କେତେକ ଭଲ ବର ଏବଂ କନ୍ୟା ଲାଗି ବିଜ୍ଞାପନ ଦେଇଥାନ୍ତି। ବିଜ୍ଞାପନରେ ବର ଅବା କନ୍ୟାଙ୍କ ବିଷୟରେ ବିବରଣୀ ଦିଆଯିବା ସହିତ...

ଏମିତି ଦେଶ, ଯେଉଁଠି ରାସ୍ତାରେ ତେଲ ସରିଗଲେ ମିଳିଥାଏ ଜେଲ୍‌ଦଣ୍ଡ

ବର୍ଲିନ୍‌: ବିଶ୍ୱର ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ନୀତି ନିୟମ ପ୍ରଚଳନ ହୋଇଥାଏ। ଏହି ଦେଶଗୁଡ଼ିକ ମଧ୍ୟରୁ ଜର୍ମାନୀ ଅନ୍ୟତମ। ଏହା ଏମିତି ଏକ ଦେଶ,...

Advertisement
Archives

Model This Week