Posted inଫୁରସତ

କୁଣ୍ଡାଇ ହେବାରୁ ଭାଲୁ କରୁଛି ଏପରି, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ଯାହା ହସର ଖୋରାକ ଯୋଗାଉ ଥିବା ବେଳେ ଅନେକ ସମୟରେ ଭାବପ୍ରବଣ କରୁଛି। ବର୍ତ୍ତମାନ ଟୁଇଟରରେ ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଏକ ଭାଲୁକୁ ଦେଖିବାକୁ ମିଳୁଛି। ଭାଲୁଟି ଏକ ଲୁହା ଖୁଣ୍ଟ ପାଖରେ ଛିଡ଼ା ହୋଇଥିଲା ବେଳେ ତା ଦେହ କୁଣ୍ଡାଇ ହେବାରୁ ସେ ଖୁଣ୍ଟରେ ଘସିହେଉଛି। ଭିଡିଓକୁ ବୁଇଟେନ୍‌ଗେବିଡେନ ଟୁଇଟର ହ୍ୟାଣ୍ଡେଲ୍ରେ ଶେୟାର କରାଯାଇଛି। ଭିଡିଓଟି ଭାଇରାଲ ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ୬ ମାସରେ ବଦଳିଥାଏ ଏହି ଦ୍ୱୀପର ମାଲିକାନା

ବିଶ୍ୱରେ ଏମିତି ଏକ ଦ୍ୱୀପ ଅଛି, ଯାହାର ମାଲିକାନା ପ୍ରତି ୬ ମାସରେ ବଦଳିଥାଏ। ଦ୍ୱୀପଟି ଫ୍ରାନ୍ସ ଏବଂ ସ୍ପେନ୍‌ ମଝିରେ ଅବସ୍ଥିତ। ଯେଉଁଥିପାଇଁ ପ୍ରତି...

ବିଶ୍ୱର ସବୁଠୁ ଲମ୍ବା ଗୋଡ ଥିବା ଯୁବତୀ

ଆମେରିକାର ଟେକ୍ସାସରେ ରହୁଥିବା ୧୭ ବର୍ଷୀୟ ମ୍ୟାକି କ୍ୟୁରିନ ନିଜର ଲମ୍ବା ଗୋଡ ଯୋଗୁ ଗିନିଜ ୱାଲର୍‌ଡ ରେକର୍ଡ ହାସଲ କରିଛନ୍ତି। ୬ ଫୁଟ ୧୦...

ଅଣ୍ଡା ଭିତରୁ ହେବ ଲିଙ୍ଗ ପରିବର୍ତ୍ତନ !

ଜେରୁଜେଲମ, ୨।୨: ପ୍ରତିବର୍ଷ ମାଂସ ପାଇଁ ପୃଥିବୀରେ ୭୦୦ କୋଟିରୁ ଅଧିକ ଅଣ୍ଡିରା ଚିଆଁଙ୍କୁ ମାରି ଦିଆଯାଇଥାଏ। ମାଈ ଚିଆଁ ବଡ଼ ହୋଇ ଅଣ୍ଡା ଦେଇଥାଏ।...

ରୋଗପ୍ରତିରୋଧକ ଶକ୍ତି ବୃଦ୍ଧିକରିବ ‘ଆରୋଗ୍ୟ ସନ୍ଦେଶ’

କୋଭିଡ୍‌-୧୯ ମହାମାରୀ ମଧ୍ୟରେ ଏକ ଖୁସି ଖବର। ପଶ୍ଚିମବଙ୍ଗ ସରକାର ଏପରି ଏକ ମିଠା ପ୍ରସ୍ତୁତ କରୁଛନ୍ତି ଯାହାକି ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବ।...

କଳା ବିଲେଇ ରାସ୍ତା ପାର୍‌ ହେଲେ କାହିଁକି ଅଶୁଭ ବୋଲି ବିଚାର କରାଯାଏ, ଜାଣନ୍ତୁ…

କୁହାଯାଏ, ରାସ୍ତାରେ ଗଲା ବେଳେ ଯଦି କଳା ବିଲେଇଟିଏ ପାସ୍‌ କରେ ତେବେ ଭୁଲ୍‌ରେ ମଧ୍ୟ ସେହି ରାସ୍ତାରେ ଆଗକୁ ଯିବା ଉଚିତ୍‌ ନୁହଁ। ଯଦିଓ...

ସଂଗ୍ରାହକ ସୌମ୍ୟରଞ୍ଜନ

ଆଜକୁ ପ୍ରାୟ ୧୨ବର୍ଷ ବିତିସାରିଲାଣି ସେ ବିଭିନ୍ନ ସ୍ଥାନରୁ ସଂଗ୍ରହକରି ଆଣିଥାନ୍ତି ନାନାପ୍ରକାରର ପୁରୁଣା ଟଙ୍କା ଓ ଅନ୍ୟାନ୍ୟ ପତ୍ରପତ୍ରିକା। ଏମିତି ନିଶା ତାଙ୍କୁ ଦେଇଛି...

କରୋନା ସଙ୍କଟ ଯୋଗୁ ବର୍ଷେ ହେଲାଣି ଦରମା ନେଇନାହାନ୍ତି ମୁକେଶ

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ପ୍ରକୋପ ଏବେ ବି ଜାରି ରହିଛି। କରୋନା ସଙ୍କଟର ଭୟାବହତାକୁ ଦେଖି ରିଲାଏନ୍ସ ଇଣ୍ଡଷ୍ଟ୍ରିର (ଆର୍‌ଆଇଏଲ୍‌)ର ଅଧ୍ୟକ୍ଷ ମୁକେଶ ଆମ୍ବାନୀ ଗତ...

ମାଟି ଖୋଳୁଖୋଳୁୁ ଜେସିବ୍‌ ମେଶିନ୍‌ ଉପରକୁ ଚାଲି ଆସିଲା ଭୟଙ୍କର ସାପ, ଆଉ ତା’ ପରେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

Advertisement
Archives

Model This Week