ଗାଁ ଦାଣ୍ଡରେ ବୁଲିଲେ ଭାଲୁ

ଆନନ୍ଦପୁର,୧୨ା୮(ସ୍ବ.ପ୍ର.):ବଣ ଜଙ୍ଗଲରେ ବନ୍ୟପ୍ରାଣୀ ଚଳପ୍ରଚଳ କରିବା ଏକ ସାଧାରଣ କଥା। ହେଲେ ଗଁା ଦାଣ୍ଡରେ ଦିନରେ ଭାଲୁ ବୁଲିବା, ଘରର ପିଣ୍ଢାରେ ବସିବା ଦେଖିଲେ ଯେ କେହି ବି ଚକିତ ହେବ। ଏଭଳି ଦୃଶ୍ୟ କେନ୍ଦୁଝର ଜିଲା ଘସିପୁରା ବ୍ଲକ ପୁରୁଣାବାନ୍ଧଗୋଡ଼ା ଗ୍ରାମରେ ଦେଖିବାକୁ ମିଳିଛି। ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ଡ ଅଧୀନ ବରାଙ୍ଗ ସଂରକ୍ଷିତ ଜଙ୍ଗଲରୁ ମା’ ଛୁଆ ମିଶି ୩ ଭାଲୁ ବାହାରି ପୁରୁଣାବାନ୍ଧଗୋଡ଼ା ଗ୍ରାମରେ ଗୁରୁବାର ବୁଲାବୁଲି କରିଥିଲେ। ଗଁା ଲୋକେ ପାଟି କରିବାରୁ ସେମାନେ ଜଙ୍ଗଲକୁ ପଳାଇଥିଲେ। ଖାଦ୍ୟ ଅନ୍ବେଷଣରେ ଭାଲୁ ତିନୋଟି ଗଁା ମୁହଁା ହୋଇଥିବା ଜଣାପଡ଼ିଛି। ବରାଙ୍ଗ ଜଙ୍ଗଲରୁ ଅଧିକାଂଶ ସମୟରେ ଭାଲୁ ଗଁା ମୁହାଁ ହେଉଥିବାରୁ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହୁଛନ୍ତି। ବନ ବିଭାଗ ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

ଛତ୍ରପୁରରେ ଓଡିଶା ମାନବାଧିକାର କମିଶନଙ୍କ କ୍ୟାମ୍ପ କୋର୍ଟ : ୨୨ ମାମଲାର ତତ୍କାଳ ସମାଧାନ, ୭ଟିର ତଦନ୍ତ ରିପୋର୍ଟ ତଲବ

ଛତ୍ରପୁର,୨୨ା୫(ଦିଲୀପ ସାମଲ): ଓଡିଶା ମାନବାଧିକାର କମିଶନ ତରଫରୁ ଶୁକ୍ରବାର ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଠାରେ ଏକ କ୍ୟାମ୍ପ କୋର୍ଟ ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳଙ୍କ…

‘ଭାଜପା ବିଜେଡିକୁ ମହିଳା ବିରୋଧୀ ବୋଲି କରୁଛି ଅପପ୍ରଚାର’

ଆନନ୍ଦପୁର/ହାଟଡିହୀ/ଛେନାପଦୀ, ୨୨/୦୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ / ନିରାକାର ପରିଡା):କେନ୍ଦୁଝର ଜିଲାର ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀଠାରେ ବିଜେଡି ପକ୍ଷରୁ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri