ସ୍ତନ୍ୟପାନ କରାଇବା ଦ୍ୱାରା ମା’ ଦେହରୁ ଅଯଥା ଚର୍ବିଅଂଶ ହ୍ରାସ ହୁଏ। ଫଳରେ ପ୍ରସବ ପରବର୍ତ୍ତୀ ମୋଟାପଣ ଦୂର ହୋଇଥାଏ।
କ୍ଷୀର ଖୁଆଇବା ଦ୍ୱାରା ମା’ର ମସ୍ତିଷ୍କରୁ ଅକ୍ସିଟୋସିନ୍ ହର୍ମୋନର କ୍ଷରଣ ହେବାଦ୍ୱାରା ଜରାୟୁ ସଂକୁଚିତ ହୋଇଥାଏ, ଏହାର ଆକାର କମିଯାଇଥାଏ ଏବଂ ପ୍ରସବ ପରେ ରକ୍ତ କ୍ଷରଣ ମଧ୍ୟ କମ୍ ହୋଇଥାଏ। ଏଥିରେ ସମ୍ପ୍ରସାରିତ ପାକସ୍ଥଳୀ ଓ ଅନ୍ତନଳୀ ମଧ୍ୟ ସଙ୍କୁଚିତ ହୋଇ ଶୀଘ୍ର ସାଧାରଣ ଅବସ୍ଥାକୁ ଫେରିଆସିଥାଏ, ଫଳରେ ପେଟ ବାହାରିବା କମିଯାଏ।
ସ୍ତନ୍ୟପାନ ମଧ୍ୟ ମା’କୁ ସ୍ତନକର୍କଟ(ବ୍ରେଷ୍ଟ୍ କ୍ୟାନ୍ସର), ଡିମ୍ବକୋଷର କର୍କଟ ରୋଗ (ଏଣ୍ଡୋମେଟ୍ରିଆଲ୍ କ୍ୟାନ୍ସର), ଜରାୟୁଗ୍ରୀବା କର୍କଟରୋଗ (ସର୍ଭାଇକାଲ କ୍ୟାନ୍ସର), ରିଉମାଟଏଡ୍ ଆର୍ଥ୍ରାଇଟିସ୍, ହାଡ ପୋରିଆରୋଗ (ଓଷ୍ଟିଓ ପୋରୋସିସ୍) ଆଦି। ଏହାଛଡ଼ା ସ୍ତନ୍ୟପାନ କରାଉଥିବା ମା’ର ରକ୍ତରେ କୋଲେଷ୍ଟରଲ୍ ଓ ଟ୍ରାଇଗ୍ଲିସରାଇଡ (ରକ୍ତରେ ଚର୍ବିଇଂଶ) କମ୍ ପରିମାଣରେ ଥାଏ, ତେଣୁ ମା’କୁ ଉଚ୍ଚ ରକ୍ତଚାପ ଓ ହୃଦ୍ଘାତ ହେବା ଆଶଙ୍କା ମଧ୍ୟ କମ୍ ଥାଏ।
Posted inHome Left, ଜୀବନଚର୍ଯ୍ୟା View All
IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍ଦାର ବିଜୟ ଦେଲେ ସମୀର ରିଜଭୀ…
ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…
ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…
ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…
ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ
ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…
ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ
ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…
କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ
ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…
ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ
ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…
Archives

