ସ୍ତନ୍ୟପାନ କରାଇବା ଦ୍ୱାରା ମା’ ଦେହରୁ ଅଯଥା ଚର୍ବିଅଂଶ ହ୍ରାସ ହୁଏ। ଫଳରେ ପ୍ରସବ ପରବର୍ତ୍ତୀ ମୋଟାପଣ ଦୂର ହୋଇଥାଏ।
କ୍ଷୀର ଖୁଆଇବା ଦ୍ୱାରା ମା’ର ମସ୍ତିଷ୍କରୁ ଅକ୍ସିଟୋସିନ୍ ହର୍ମୋନର କ୍ଷରଣ ହେବାଦ୍ୱାରା ଜରାୟୁ ସଂକୁଚିତ ହୋଇଥାଏ, ଏହାର ଆକାର କମିଯାଇଥାଏ ଏବଂ ପ୍ରସବ ପରେ ରକ୍ତ କ୍ଷରଣ ମଧ୍ୟ କମ୍ ହୋଇଥାଏ। ଏଥିରେ ସମ୍ପ୍ରସାରିତ ପାକସ୍ଥଳୀ ଓ ଅନ୍ତନଳୀ ମଧ୍ୟ ସଙ୍କୁଚିତ ହୋଇ ଶୀଘ୍ର ସାଧାରଣ ଅବସ୍ଥାକୁ ଫେରିଆସିଥାଏ, ଫଳରେ ପେଟ ବାହାରିବା କମିଯାଏ।
ସ୍ତନ୍ୟପାନ ମଧ୍ୟ ମା’କୁ ସ୍ତନକର୍କଟ(ବ୍ରେଷ୍ଟ୍ କ୍ୟାନ୍ସର), ଡିମ୍ବକୋଷର କର୍କଟ ରୋଗ (ଏଣ୍ଡୋମେଟ୍ରିଆଲ୍ କ୍ୟାନ୍ସର), ଜରାୟୁଗ୍ରୀବା କର୍କଟରୋଗ (ସର୍ଭାଇକାଲ କ୍ୟାନ୍ସର), ରିଉମାଟଏଡ୍ ଆର୍ଥ୍ରାଇଟିସ୍, ହାଡ ପୋରିଆରୋଗ (ଓଷ୍ଟିଓ ପୋରୋସିସ୍) ଆଦି। ଏହାଛଡ଼ା ସ୍ତନ୍ୟପାନ କରାଉଥିବା ମା’ର ରକ୍ତରେ କୋଲେଷ୍ଟରଲ୍ ଓ ଟ୍ରାଇଗ୍ଲିସରାଇଡ (ରକ୍ତରେ ଚର୍ବିଇଂଶ) କମ୍ ପରିମାଣରେ ଥାଏ, ତେଣୁ ମା’କୁ ଉଚ୍ଚ ରକ୍ତଚାପ ଓ ହୃଦ୍ଘାତ ହେବା ଆଶଙ୍କା ମଧ୍ୟ କମ୍ ଥାଏ।
Posted inଜୀବନଚର୍ଯ୍ୟା View All

ରୋଷେଇ ଘରର ଔଷଧ
ଆପଣ ଜାଣନ୍ତି କି ରୋଷେଇ ଘରେ ନିତ୍ୟ ବ୍ୟବହୃତ ହେଉଥିବା ଏଭଳି କେତେକ ଖାଦ୍ୟଦ୍ରବ୍ୟ ରହିଛି, ଯାହା ଶରୀରକୁ ସୁସ୍ଥ ରଖିବାରେ ସହାୟକ ହୋଇଥାଏ। ଏଥିରେ...

ବ୍ଲସର ସିଲେକ୍ସନ
ମେକ୍ଅପ୍ରେ ବ୍ଲସର ଭୂମିକା ମୁଖ୍ୟ। କାରଣ ଏହା ମେକ୍ଅପ୍କୁ ଆହୁରି ଆକର୍ଷଣୀୟ କରିଥାଏ। ତେବେ ଏହାର ଚୟନ ବେଳେ ତ୍ୱଚାର ରଙ୍ଗ ଏବଂ ପ୍ରକାରଭେଦ ପ୍ରତି...

ମେଦବହୁଳତାରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ଦିନକୁ ଏଥିରୁ ଖାଆନ୍ତୁ ଚାମଚେ…
ପ୍ରତିଦିନ ଶରୀର ଲାଗି ଫ୍ୟାଟ ଆବଶ୍ୟକ ହୋଇଥାଏ। ଶରୀରର ଆବଶ୍ୟକତା ପୂରଣ ଲାଗି ପ୍ରତିଦିନ ଖାଦ୍ୟରେ ଗୋଟିଏ ଚାମଚେ ଗୁଆଘିଅ ସାମିଲ କଲେ ବେଶ୍ ସୁଫଳ...

ମ୍ୟାଲେରିଆ ଚିହ୍ନଟ କରିବେ କୁକୁର
ବ୍ରିଟେନ୍ ଏବଂ ଗାମ୍ବିଆର ବୈଜ୍ଞାନିକଙ୍କ ମତରେ, ପ୍ରଥମଥର ଏଭଳି ଏକ ଉପାୟର ସନ୍ଧାନ ହୋଇଛି, ଯଦ୍ଦ୍ବାରା କୁକୁରମାନେ ମ୍ୟାଲେରିଆ ଭଳି ରୋଗର ଚିହ୍ନଟ କରିବାରେ ସାହାଯ୍ୟ...

ତୁଳସୀ ବି ହୋଇପାରେ କ୍ଷତିକାରକ
କରୋନା ସଂକ୍ରମଣ ସମୟରେ ତୁଳସୀ ବ୍ୟବହାର କରିବାକୁ ଆୟୁର୍ବେଦ ବିଶେଷଜ୍ଞମାନେ କହୁଛନ୍ତି। ହେଲେ ଏହି ତୁଳସୀକୁ ଯଦି ଠିକ୍ ଭାବେ ବ୍ୟବହାର କରା ନ ଯାଏ...

ପ୍ରତିଦିନ ଗାଧୋଉଛନ୍ତି କି? ଶରୀରକୁ ପହଞ୍ଚିପାରେ ଏମିତି କ୍ଷତି
ଯେଉଁମାନେ ପ୍ରତିଦିନ ଗାଧୋଇବାକୁ ଭଲ ପାଆନ୍ତି ନାହିଁ, ସେମାନଙ୍କ ପାଇଁ ଖୁସି ଖବର। ଶୀତ ଦିନେ ପ୍ରତିଦିନ ଗାଧୋଇବା ଦ୍ୱାରା ଅନେକ କ୍ଷତି ହୋଇଥାଏ। ଅବଶ୍ୟ...

ଖରାଦିନେ ଅଧିକ ଦେଖାଦିଏ ଫୁଡ୍ ପଏଜନିଂ ଆଶଙ୍କା : ଜାଣନ୍ତୁ କିଭଳି ପାଇବେ ମୁକ୍ତି
ଖରାଦିନେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ସେଥିମଧ୍ୟରୁ ଶରୀରରୁ ଜଳୀୟଅଂଶ ପରିମାଣ କମ୍ ହେବା, ଭାଇରାଲ ଫିଭର୍, ଷ୍ଟ୍ରୋକ, ଫୁଡ ପଏଜନିଂ ଆଦି ଅନ୍ୟତମ।...

ବୈବାହିକ ସମ୍ପର୍କ ସୁଦୃଢ଼ କରିବାକୁ ଚାହୁଁଥିଲେ…
ସ୍ତ୍ରୀ-ସ୍ବାମୀ ସମ୍ପର୍କକୁ ସୁଦୃଢ଼ କରିବାକୁ ହେଲେ ଛୋଟଛୋଟ କଥାଗୁଡ଼ିକ ପ୍ରତି ଧ୍ୟାନ ଦେବା ଅତ୍ୟନ୍ତ ଜରୁରୀ। ଏପରି ନ କରିବା ଦ୍ୱାରା ସମ୍ପର୍କ ମଧ୍ୟରେ ଦୂରତା...