ଘରେ ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତି ରଖିବାର ଉପକାରିତା…

ବାସ୍ତୁଶାସ୍ତ୍ର ଅନୁସାରେ ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ। କାରଣ ତାଙ୍କର ହସୁଥିବା ଭଙ୍ଗୀକୁ ଦେଖିଲେ ମନରେ ସକାରାତ୍ମକ ଭାବନା ଜାଗ୍ରତ ହେବା ସହ ଘରେ ସୁଖଶାନ୍ତି ବୃଦ୍ଧି ପାଇଥାଏ। ଏହି ମୂର୍ତ୍ତିର ଆଉ କ’ଣ ସବୁ ଶୁଭ ରହିଛି ଆସନ୍ତୁ ଜାଣିବା ସେ ସମ୍ପର୍କରେ…

*ବାସ୍ତୁଶାସ୍ତ୍ରରେ ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ସମ୍ପନ୍ନତାର ପ୍ରତୀକ ବୋଲି ବିବେଚନା କରାଯାଇଥାଏ। କୁହାଯାଏ, ଏହି ମୂର୍ତ୍ତିକୁ ଘରେ ରଖିଲେ ଗୃହରେ ଉନ୍ନତି ହେବା ସହ ପରିବାରରେ ଶାନ୍ତି ବଜାୟ ରହିଥାଏ।

*ବାସ୍ତବରେ ହସୁଥିବା ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତି ନିଜର ଏହି ହାସ୍ୟପୂର୍ଣ୍ଣ ରୂପ ପାଇଁ ଗୃହରେ ଖୁସିର ପରିବେଶ ସୃଷ୍ଟି କରାଇବାରେ ବେଶ୍‌ ସହାୟକ ହୋଇଥାଏ। କାରଣ କୌଣସି ହସୁଥିବା ଲୋକର ମୁହଁକୁ ଦେଖିଲେ ଯେମିତି ଆପଣାଛାଏଁ ଆମ ମୁହଁରେ ହସ ଫୁଟିଆସେ, ଠିକ୍‌ ସେମିତି ଏହି ହସୁଥିବା ମୂର୍ତ୍ତିକୁ ଦେଖିଲେ ସ୍ବତଃ ମୁହଁରେ ହସ ଆସିଗଲା ଭଳି ଅନୁଭବ ହୁଏ।

*ଖାସ୍‌ ସେଥିପାଇଁ ଏହି ମୂର୍ତ୍ତିକୁ ଘରର ମୁଖ୍ୟ ଦ୍ୱାରର ସାମ୍ନାରେ ରଖିବାକୁ କୁହାଯାଇଥାଏ। ଫଳରେ ଘରକୁ ଆସୁଥିବା ପ୍ରତ୍ୟେକ ବ୍ୟକ୍ତି ଏହି ମୂର୍ତ୍ତିକୁ ଦେଖି ଖୁସି ମନରେ ଘରକୁ ପ୍ରବେଶ କରିବେ, ଯାହାର ପ୍ରଭାବରେ ଘରର ସଦସ୍ୟ ପ୍ରସନ୍ନଚିତ୍ତ ରହିବା ସହ ଘରେ ସ୍ବତଃ ଆର୍ଥିକ ଉନ୍ନତିର ବାଟ ଖୋଲିଯିବ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

ମେଷ ସଂକ୍ରାନ୍ତିରେ ଅଶୁଭ ଯୋଗ, ଏହି ରାଶିର ହୋଇପାରେ ଅସୁବିଧା

ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଏପ୍ରିଲ ୧୪ ତାରିଖ ଏକ ବିଶେଷ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ଏହି ଦିନ ସୂର୍ଯ୍ୟ ଦେବତା ତାଙ୍କର ଉଚ୍ଚ ରାଶି …

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଶୁକ୍ର ନକ୍ଷତ୍ର ଗୋଚର: ମାଲାମାଲ ହେବେ ଏହି ୩ ରାଶି

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସୋମବାର, ଏପ୍ରିଲ ୬, ୨୦୨୬ ରାତି ୧:୦୪ ସମୟରେ, ସୁଖ ଏବଂ ସମୃଦ୍ଧିର ଦାତା ଶୁକ୍ର ଅଶ୍ୱିନୀରୁ ଭରଣୀ ନକ୍ଷତ୍ରକୁ ଗମନ କରିଛନ୍ତି।…

ହାର୍ଟ ପାଇଁ ବିପଦ ଏସବୁ ଖାଦ୍ୟ

ବର୍ତ୍ତମାନ ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟାଗୁଡ଼ିକ ମଧ୍ୟରୁ ହୃଦ୍‌ଜନିତ ସମସ୍ୟା ଅନ୍ୟତମ। ତେବେ କେତେକ ଖାଦ୍ୟ ପ୍ରତି ସତର୍କ ରହିଲେ ଏଭଳି ସମସ୍ୟାଠାରୁ ଆପଣ…

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri