ପ୍ରଶାସନକୁ ସହଯୋଗର ହାତ ବଢ଼ାଇଲେ ବ୍ରହ୍ମପୁର ଏମ୍‌ପି

ପାରଳାଖେମୁଣ୍ଡି:୧୯।୫(ଡି.ଏନ୍‌.ଏ.): ଗଜପତି ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଅଧିକାଂଶ ରୋଗୀଙ୍କ କ୍ଷେତ୍ରରେ ଅମ୍ଳଜାନର ଅଭାବ ଦେଖା ଦେଉଛି । ତେଣୁ ଏହାର ସମାଧାନ ନିମନ୍ତେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ର ଶେଖର ସାହୁ ସହାୟତାର ହାତ ବଢାଇଛନ୍ତି । ଜିଲା ପାଇଁ ଆବଶ୍ୟକୀୟ ଅକ୍ସିଜେନ କନସେଣ୍ଟ୍ରେଟର ଯନ୍ତ୍ର କିଣିବା ପାଇଁ ଏମ୍‌ପି ନିଜ ହାତ ପାଣ୍ଠିରୁ ଗଜପତି ଜିଲା ପ୍ରଶାସନକୁ ୨୫ ଲକ୍ଷ ଟଙ୍କାର ଅନୁଦାନ ରାଶି ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦା ସହରକୁ ପଶିଆସିଛି ଦନ୍ତା

ବାରିପଦା ଅଫିସ,୨୪ା୮: ଶିମିଳିପାଳ ଜାତୀୟ ଉଦ୍ୟାନରୁ ବାଟବଣା ହୋଇଥିବା ଏକ ଦନ୍ତାହାତୀ ସୋମବାର ସକାଳେ ବାରିପଦା ସହରରେ ବୁଲୁଥିବା ଦେଖିବାକୁ ମିଳିଛି। ସକାଳୁ ସହର ମୁର୍ଗାବାଡ଼ି...

ବନ୍ୟା ସୁରକ୍ଷା ବନ୍ଧରୁ ବ୍ୟାପକ ଗଛକଟା: ବିପଦକୁ କରୁଛି ଆମନ୍ତ୍ରଣ

ଆନନ୍ଦପୁର,୩୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ବାମପାର୍ଶ୍ୱ ବନ୍ୟା ସୁରକ୍ଷାବନ୍ଧର ଫକୀରପୁରଠାରେ ବ୍ୟାପକ ଗଛ କଟାଯାଉଥିବା ପରିଲକ୍ଷିତ ହୋଇଛି। ଫଳରେ ବନ୍ଧ ପ୍ରତି ବିପଦକୁ ଆମନ୍ତ୍ରଣ...

ଟ୍ରକ୍‌ ଧକ୍କାରେ ବାଇକ୍‌ଆରୋହୀ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ଆନନ୍ଦପୁର, ୧୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ୨୦ ନମ୍ବର ଜାତୀୟ ରାଜପଥର ସାଳପଡ଼ାଠାରେ ଏକ ୧୦ ଚକିଆ ଟ୍ରକ୍‌ ଧକ୍କାରେ ବୁଧବାର ସକାଳେ ଜଣେ ବାଇକ୍‌...

ଧାନ ଉଠାଣ ଦାବିରେ ଜିଲାପାଳଙ୍କ ଅଫିସରେ ଗର୍ଜିଲେ ଚାଷୀ

ବରଗଡ଼ ଅଫିସ,୨୫।୬: ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାରେ ଧାନବିକ୍ରି ସମସ୍ୟା ଏକ ନିତିଦିନିଆ ଘଟଣାରେ ପରିଣତ ହୋଇଛି। ବିଭିନ୍ନ ଅବ୍ୟବସ୍ଥା ଯୋଗୁଁ ଏପର୍ଯ୍ୟନ୍ତ ଜିଲାର...

ଖୋର୍ଦ୍ଧା ସହରରେ ପୁଣି ପଶିଲା ହାତୀ

ଖୋର୍ଦ୍ଧା ଅଫିସ,୯ା୧୧: ମାସକ ପରେ ପୁଣି ଖୋର୍ଦ୍ଧା ସହରରେ ପଶିଛି ହାତୀ। ରବିବାର ସନ୍ଧ୍ୟାରେ ମୁକୁନ୍ଦପ୍ରସାଦ ନିକଟରେ ଗୋଟିଏ ହାତୀକୁ ଦେଖି ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଛନ୍ତି।...

ଆବଶ୍ୟକ ନ ଥିଲେ ଚେନ୍‌ ପୁଲିଂ ନ କରିବାକୁ ପରାମର୍ଶ

ଛତ୍ରପୁର,୨୧ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଆର୍‌ପିଏଫ୍‌ ଆଉଟ୍‌ପୋଷ୍ଟ ପକ୍ଷରୁ ଲୋକଙ୍କୁ ସୁରକ୍ଷା ସମ୍ପର୍କରେ ସଚେତନ କରାଯାଇଛି। ଲେଭଲ କ୍ରସିଂ ନିକଟରେ ଥିବା ବୁରୁଡ଼ି ଓ କନକା...

ପୁରୀ ମାରାଥନ୍‌: ସମ୍‌ସଦ୍‌ ଆରା, ମୁକୁନ୍ଦ ଚାମ୍ପିଅନ

ପୁରୀ ଅଫିସ,୨୩।୧: ପ୍ରାକୃତିକ ବିପର୍ଯ୍ୟୟ ସଚେନତନା ସୃଷ୍ଟି ନିମନ୍ତେ ଗୁରୁବାର ସକାଳେ ପୁରୀରେ ମିନି ମାରାଥନ୍‌ ଅନୁଷ୍ଠିତ ହୋଇଯାଇଛି। ମହିଳାବର୍ଗରେ ସମ୍‌ସଦ୍‌ ଆରା ବେଗମ୍‌ ଏବଂ...

ଶିଳରେ ଛେଚି ଚାଷୀଙ୍କୁ ହତ୍ୟାକଲେ ଦୁର୍ବୃତ୍ତ

ନୟାଗଡ଼ ଅଫିସ,୨ା୭: ନୟାଗଡ଼ ଟାଉନ ଥାନା ଡିଆଁପଡ଼ା ଗାଁର ଜଣେ ଚାଷୀଙ୍କୁ କେହି ଦୁର୍ବୃତ୍ତ ଶିଳରେ ଛେଚି ବୁଧବାର ରାତିରେ ହତ୍ୟା କରିଛନ୍ତି। ମୃତକ ଜଣକ...

Advertisement


Archives

Model This Week

Why Dharitri