ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଲହଡି ଭାଙ୍ଗୁଛି ବର୍ଷା ଜଳ

ଭଦ୍ରକ ଅଫିସ,୫।୭: ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ଆଉଟଡୋର ମଧ୍ୟରେ ବର୍ଷାଜଳ ଲହଡି ଭାଙ୍ଗୁଛି । ମଙ୍ଗଳବାର ସକାଳୁ ଲାଗି ରହିଥିବା ବର୍ଷାରେ ପାଣି ନିଷ୍କାସନ ହୋଇ ନପାରି ଚିକିତ୍ସାଳୟ ଭିତରକୁ ବର୍ଷା ଜଳ ପଶିଯାଇଥିଲା । ପାଣି ପଶିଯିବା ଫଳରେ ଡାକ୍ତର ଓ ରୋଗୀ ନାହିଁ ନ ଥିବା ସମସ୍ୟା ଭୋଗିଛନ୍ତି। ରୋଗୀ ମାନେ ମଧ୍ୟ ବର୍ଷା ଜଳ ମଧ୍ୟରେ ଲମ୍ବା ଧାଡିରେ ରହି ଡାକ୍ତରଙ୍କୁ ଦେଖାଉଛନ୍ତି । ଡ୍ରେନେଜ୍‌ ବ୍ୟବସ୍ଥାରେ ତ୍ରୁଟି ଥିବାରୁ ଭଦ୍ରକ ସହରରେ ଏଭଳି ସ୍ଥିତି ଉପୁଜିଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଗୋଚର ଜମିରେ ବେଆଇନ ଗୃହ ଉଚ୍ଛେଦ

ମହାକାଳପଡ଼ା,୩।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବିଜୟନଗର ଗ୍ରାମ ଶାସନପଡ଼ାରେ ସରକାରୀ ଗୋଚର ଜମିରେ ବେଆଇନ ଭାବେ ନିର୍ମାଣ ହୋଇଥିବା ଗୃହକୁ ଉଚ୍ଛେଦ କରିବା...

ଏକବିଂଶତମ ଜଗତ୍‌ସିଂହପୁର ପୁସ୍ତକ ମେଳା ଉଦ୍‌ଘାଟିତ, ଗୀତା ପଠନ ଶ୍ରେଷ୍ଠ ଅଭ୍ୟାସ: ରାଜ୍ୟପାଳ

ଜଗତ୍‌ସିଂହପୁର ଅଫିସ୍‌, ୧୬।୧: ସାରା ବିଶ୍ୱରେ ୪ ପ୍ରକାର ପୁସ୍ତକ ପ୍ରକାଶ ପାଉଛି। ସେଗୁଡିକ ବିଶେଷକରି ପରିଚାଳନା, ସମ୍ବନ୍ଧ, ବନ୍ଧୁତ୍ୱର ଗୁଣାତ୍ମକ ବିକାଶ ଓ ଆତ୍ମବିକାଶ...

ବାଙ୍ଗାଲୋରରେ ହତ୍ୟାକାଣ୍ଡ ଘଟଣା : ଅଭିଯୁକ୍ତ ଯୁବକ ଇରମରୁ ଗିରଫ

ବାସୁଦେବପୁର, ୬।୭ (ଡି.ଏନ.ଏ.) – ବାଙ୍ଗାଲୋରରେ ଘଟିଥିବା ଏକ ହତ୍ୟାକାଣ୍ଡ ଘଟଣାର ଅଭିଯୁକ୍ତ ଯୁବକ ଆକାଶ ଗୌଡ଼(୨୨)ଙ୍କୁ ବାସୁଦେବପୁର ଥାନା ଅଧୀନ ଇରମ ଆଡ଼ିଆ ଗ୍ରାମରୁ...

ଛାତ୍ରୀଛାତ୍ର ୨୪୪, ଶିକ୍ଷକ ଅଛନ୍ତି ୫

କୋରୁକୋଣ୍ଡା ୨୨ା୮(ଡି.ଏନ୍‌.ଏ.): ରାଜ୍ୟ ସରକାର ଶିକ୍ଷାର ଉନ୍ନତି ପାଇଁ ବହୁ ପଦକ୍ଷେପ ନେଉଛନ୍ତି। ୫-ଟି ଅଧୀନରେ ବିଦ୍ୟାଳୟଗୁଡିକର ଉନ୍ନତି କରୁଛନ୍ତି। ଶ୍ରେଣୀଗୃହ ସହ ଅତ୍ୟାଧୁନିକ ବିଜ୍ଞାନାଗାର...

୬ ହାର୍ଡକୋର ମାଓବାଦୀ ମୃତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲା କାୟାଉର ଥାନା ଅନ୍ତର୍ଗତ ମେଟା ଜଙ୍ଗଲରେ ବୁଧବାର ଭୋର୍‌ରୁ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ...

ବେଆଇନ ବାଣ ଭିଡ଼ିବା ବେଳେ ଅଘଟଣ: ବିସ୍ଫୋରଣରେ ୬ ଗୁରୁତର

ବିଞ୍ଝାରପୁର, ୫।୧୦(ଡି.ଏନ.ଏ)- ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ପଶ୍ଚିମ ବାଛୋଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବେଆଇନ ବାଣ ଭିଡୁଥିବାବେଳେ ବିସ୍ଫୋରଣ ଘଟି ୬ଜଣ ଗୁରୁତର...

କୋଭିଡ୍‌ ପରିଚାଳନାରେ ପ୍ରମୁଖ ଅସ୍ତ୍ର ସିଏମ୍‌ଏସ୍‌

ଅନୁଗୋଳ ଅଫିସ, ୧୨ା୬ କରୋନାର ଦ୍ୱିତୀୟ ଲହର ଭୟାନକ ସାବ୍ୟସ୍ତ ହୋଇଛି। ଏଥିରେ ଦ୍ରୁତ ସଂକ୍ରମଣ ସହ ଅଧିକ ମୃତ୍ୟୁ ଦେଖିବାକୁ ମିଳିଛି। କେବଳ ମେ’...

କାମରେ ଆସୁନି ସୌର ପ୍ରକଳ୍ପ

ଜଗତ୍‌ସିଂହପୁର ଅଫିସ,୧ା୮: ବିଦ୍ୟୁତ୍‌ ଆବଶ୍ୟକତାକୁ ଦେଖି ଉତ୍ପାଦନ ସନ୍ତୋଷଜନକ ନୁହେଁ। ତେଣୁ ଏହାର ବିକଳ୍ପ ଭାବେ ସୌରଶକ୍ତିର ବିନିଯୋଗ ଉପରେ କେନ୍ଦ୍ର ଓ ରାଜ୍ୟ ସରକାର...

Advertisement
Archives

Model This Week