Advertisement

ଭୁବନେଶ୍ୱର କୋର୍ଟ ୭ ଦିନ ପର୍ଯ୍ୟନ୍ତ ହେଲା ସିଲ୍‌

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏପରିକି ସରକାରୀ କାର୍ଯ୍ୟାଳୟରେ ମଧ୍ୟ କରୋନାର ପ୍ରଭାବ ପଡିଛି। ବିଭିନ୍ନ କର୍ମଚାରୀ କରୋନରେ ଆକ୍ରାନ୍ତ ଯୋଗୁ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଏହି କ୍ରମରେ ଗୁରୁବାର ଭୁବନେଶ୍ୱର କୋର୍ଟକୁ ୭ ଦିନ ପାଇଁ ସିଲ୍‌ କରିଛି ବିଏମ୍‌ସି। ଫଳରେ ଆଜିଠୁ ମେ’ ୫ ପର୍ଯ୍ୟନ୍ତ ଜୁଡିସିଆଲ୍‌ କପ୍ଲେକ୍ସ ବନ୍ଦ ରହିବ ବୋଲି ଜଣାପଡିଛି। ଜୁଡିସିଆଲ୍‌ କପ୍ଲେକ୍ସରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ବିଏମ୍‌ସି ଏହି ପଦକ୍ଷେପ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବିରଜାଙ୍କ ଦୁର୍ଗୋତ୍ସବ ପାଇଁ ପ୍ରସ୍ତୁତି

ଯାଜପୁର ଟାଉନ,୧୨।୯(ଡିଏନଏ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କର ଚଳିତ ବର୍ଷ ପାର୍ବଣ ଯାତ୍ରା ତଥା ଦୁର୍ଗୋସତ୍ବ ପାଇଁ ଏକ ପ୍ରସ୍ତୁତି ବୈଠକ ମନ୍ଦିର ପ୍ରଶାସନ...

ଜୀବିକା ଛଡ଼ାଇ ନେଇଛି କରୋନା: ସରକାରୀ ସହାୟତା ଦାବି କଲା ବରଗଡ଼ ଫଟୋଗ୍ରାଫର ଆସୋସିଏଶନ

ବରଗଡ଼ ଅଫିସ,୨୭।୫- ଘାତକ କରୋନା (କୋଭିଡ-୧୯) ଭୂତାଣୁ ସଂକ୍ରମଣ ଯୋଗୁ ଦେଶବ୍ୟାପୀ ଲକ୍‌ଡାଉନ୍‌ ସ୍ଥିତି ଜାରି ରହିଛି। ସରକାରଙ୍କ ଏହି କଟକଣା ଯୋଗୁ ଫଟୋଗ୍ରାଫରଙ୍କ ଜୀବନ...

କାମ ଦେଲାନି ଚାଲ୍‌, ବନ୍ଧା ହେଲେ ରୂପେଶ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଘରେ ପଶି ମା-ଝିଅଙ୍କୁ ଛୁରାମାଡ଼ ଘଟଣାରେ ଅଭିଯୁକ୍ତ ରୂପେଶ ପଣ୍ଡା ଗୁରୁବାର ଗିରଫ ହୋଇଛନ୍ତି। ଲୁଟ୍‌ ପାଇଁ ରୂପେଶ ରଚିଥିବା ଚାଲ୍‌ କିଛି କାମ...

୪ ଜିଲା ପାଇଁ ୩୬ ପିଜି ଡାକ୍ତରଙ୍କୁ ନିଯୁକ୍ତି

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ପୁଣି ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ପିଜି ଡାକ୍ତରମାନଙ୍କୁ କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଏବଂ ନୂଆପଡ଼ା ଜିଲାଗୁଡ଼ିକରେ କୋଭିଡ୍‌...

ବାତ୍ୟା ପାଇଁ ଦରବୃଦ୍ଧି: ଆଳୁ ୨୦ ଟପିଲା

ବାଲିଅନ୍ତା,୨୨ା୫(ଡି.ଏନ.ଏ): ରାଜ୍ୟରେ ଲକଡାଉନ, ଶଟ୍‌ଡାଉନ ଚାଲିଥିବାବେଳେ ଏବେ ପୁଣି ସମ୍ଭାବ୍ୟ ବାତ୍ୟା ଗରିବ ଓ ମଧ୍ୟବିତଙ୍କ ପାଇଁ ଦାଉ ସାଧିଛି। ଖାଇବାତେଲ ଓ ଡାଲି ଦର...

ବାଲେଶ୍ୱରରୁ ଇସ୍ରୋର ବୈଜ୍ଞାନିକ

ସଜନାଗଡ଼, ୯।୬(ଡି.ଏନ.ଏ.)-ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ(ଇସ୍ରୋ)ର ବୈଜ୍ଞାନିକ ଭାବେ ଯୋଗଦେବେ ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ଅଭିଷେକ ପରିଡ଼ା। ମାର୍ଚ୍ଚରେ ଅନୁଷ୍ଠିତ ଏ ସମ୍ପର୍କିତ ପରୀକ୍ଷାରେ...

ଆଜି ରାଜ୍ୟରୁ ପୁଣି ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୨୪ରେ ପହଞ୍ଚିଲା

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୨୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ଟାଟା ଷ୍ଟିଲ୍‌ କବ୍‌ଜାରେ ପ୍ରାକୃତିକ ଝରଣା

ଯାଜପୁର ଅଫିସ/ କଳିଙ୍ଗନଗର (ଡି.ଏନ.ଏ.),୨୯ା୬: କଳିଙ୍ଗନଗର ଟାଟା ଷ୍ଟିଲ୍‌ କାରଖାନା ଭିତରେ ଏକ ଚିରସ୍ରୋତା ଝରଣା ବୋହୁଛି। ଏହି ଝରଣା ପାଣି ଓ କାରଖାନାର ବର୍ଜ୍ୟପାଣି...

Advertisement
Archives

Model This Week