ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି, ହଟିଲା ୫ଟି ଚାର୍ଟର

ଭୁବନେଶ୍ୱର,୭।୮: ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ରାଜ୍ୟର ସମସ୍ତ ବର୍ଗର କ, ଖ ଏବଂ ଗ କର୍ମଚାରୀଙ୍କ ପାଇଁ ଅଦ୍ୟ ବିଦ୍ୟମାନ ଥିବା PAR/CCR ଫରମାଟରୁ ୫ଟି ଚାର୍ଟର ପ୍ରତ୍ୟାହାର କରାଯାଇଛି। ଏନେଇ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।

ବିଜ୍ଞପ୍ତିରେ କୁହାଯାଇଛି ଯେ, ରାଜ୍ୟ ସରକାର ହୃଦୟଙ୍ଗମ କଲେ ଯେ, ବର୍ତ୍ତମାନ ପରିପ୍ରେକ୍ଷୀରେ ୫ଟି ଚାର୍ଟର ଓ ମୋ ସରକାରର କୌଣସି ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ନାହିଁ। ଏହି ଉପାଦାନଗୁଡିକ ରାଜ୍ୟର ସମସ୍ତ ବର୍ଗର କ,ଖ, ଏବଂ ଗ କର୍ମଚାରୀଙ୍କ ପାଇଁ PAR/CCR ଫରମାଟରୁ ପ୍ରତ୍ୟାହାର କରାଯାଉଛି। ୨୦୧୯-୨୦ ପୂର୍ବରୁ ପ୍ରଚଳିତ PAR/CCR ଫରମାଟକୁ ୨୦୨୪-୨୫ ଠାରୁ ପୁନଶ୍ଚ ପ୍ରଚଳନ କରିବାକୁ ସରକାର ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାଜନିତ କ୍ଷୟକ୍ଷତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ସଜାଗ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ...

ପ୍ରବଳ ବର୍ଷା: ମଙ୍ଗଳବାର ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୯।୯: ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ମାଲକାନଗିରିରେ ସ୍କୁଲ ଏବଂ ଅଙ୍କନଓ୍ବାଡି କେନ୍ଦ୍ର ଛୁଟି ଘୋଷଣା। ପ୍ରବଳ ବର୍ଷା ଯୋଗୁ ଜିଲାପାଳ ସୋମବାର ଛୁଟି ଘୋଷଣା କରିଛନ୍ତି।...

ସୁଜିତ୍ କୁମାରଙ୍କ ଇସ୍ତଫା ପରେ, କିଏ ଯିବ ରାଜ୍ୟ ସଭା? ବଡ଼ ସୂଚନା ଦେଲେ ମନମୋହନ ସାମଲ

ଭୁବନେଶ୍ୱର,୯।୯: ରାଜ୍ୟ ସଭା ଏମପି ପଦରୁ ପୂର୍ବତନ ବିଜେଡି ନେତା ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରୁ କିଏ ରାଜ୍ୟ ସଭା ଯିବ ସେ...

ପୁରୀ ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି ଡିପ୍‌ ଡିପ୍ରେଶନ: ଭୀଷଣ ବର୍ଷା ନେଇ ୧୦ ଜିଲାକୁ ରେଡ ୱାର୍ନିଂ 

ଭୁବନେଶ୍ୱର,୯।୯: ଗଭୀର ଅବପାତ ଓଡ଼ିଶା ଉପକୂଳ ପୁରୀ ନିକଟରେ ଏହା ଅତିକ୍ରମ କରିଛି । ସକାଳ ସାଢ଼େ୧୦ଟାରୁ ସାଢ଼େ ୧୧ଟା ଭିତରେ ପୁରୀ ନିକଟରେ ସ୍ଥଳଭାଗ...

ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଆସିଲା ବଡ଼ ଅପ୍‌ଡେଟ୍‌: ସବୁ ପରୀକ୍ଷା କେନ୍ଦ୍ରରେ ଲାଗିବ…

ଭୁବନେଶ୍ୱର,୯।୯: ନଭେମ୍ବର ୧୫ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବାକୁ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା...

ମାଲକାନଗିରି ସ୍ଥିତି ପାଇଁ ୨ ଅଧିକାରୀଙ୍କୁ ବଡ଼ ଦାୟିତ୍ୱ,

ଭୁବନେଶ୍ୱର,୯ା୯: ମାଲକାନଗିରି ସ୍ଥିତି ପାଇଁ ୨ ବରିଷ୍ଠ ଅଧକାରୀଙ୍କୁ ବଡ଼ ଦାୟିତ୍ୱ ଦିଆଯାଇଛି। ଆଏଏସ୍‌ ବିଷ୍ଣୁପଦ ସେଠୀ ଏବଂ ଆଇପିଏସ୍‌ ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଏହି ଗୁରୁଦାୟିତ୍ୱ...

ରାଜ୍ୟରେ ବନ୍ୟା ସ୍ଥିତି ନାହିଁ, ସଜାଗ ଅଛୁ କହିଲେ ଏସ୍‌ଆର୍‌ସି

ଭୁବନେଶ୍ୱର,୯ା୯: ମାଲକାନଗିରିରେ ପ୍ରବଳ ବର୍ଷା ହୋଇଛି, ଗମନାଗମନ ପ୍ରଭାବିତ ହୋଇଛି। ବର୍ଷା ଲାଗି ରହିବାରୁ ତଳିଆ ଅଞ୍ଚଳରେ ପାଣି ପଶିଯାଇଛି। ତେବେ ମାଲକାନଗିରି ଓ କାଲିମେଳା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ଭଦ୍ରକ,୯ା୯(ସନାତନ ରାଉତ): ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଟାଉନ ଥାନା ଅଧୀନ ବନ୍ତ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri